ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ୨୪ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୭ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୮ ବର୍ଷରୁ କମ୍‌ ବୟସର ୫ ଆକ୍ରାନ୍ତ ରହିଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬୦,୦୦ରେ ପହଞ୍ଚିଛି। ରାଜ୍ୟରେ ଏବେ ୩୩୪ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri