୪୧ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭଦ୍ରକ ଅଫିସ,୨୫।୭: ଭଦ୍ରକ ପୁରୁଣାବଜାର ଥାନା ପୋଲିସ ରବିବାର ସନ୍ଧ୍ୟାରେ ଜଣେ ଯୁବକଙ୍କଠାରୁ ୪୧ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଏକ ବୁଲେଟ ଗାଡ଼ି ଜବତ ସହ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଗରଦପୁର କାଜିବଜାରର ଅତାଉଲ୍ଲା ସାହା। ଏନେଇ ପୁରୁଣାବଜାର ଥାନାରେ ଏକ ମାମଲା (ନଂ.୧୭୯/୨୨) ରୁଜୁ କରାଯାଇ ସୋମବାର ତାଙ୍କୁ ସ୍ପେଶାଲ ଜଜ୍‌ କୋର୍ଟରେ ହାଜର କରାଯାଇଛି। ସୂଚନାଯୋଗ୍ୟ, ପୁରୁଣାବଜାର ପୋଲିସ ଭଦ୍ରକ-ଚାନ୍ଦବାଲି ରାସ୍ତାରେ ହଳଦୀଡିହ ଛକଠାରେ ଏମ୍‌ଭି ଚେକିଂ କରୁଥିଲା। ଅତାଉଲ୍ଲା ସାହାଙ୍କୁ ଯାଞ୍ଚ କରିବା ସମୟରେ ତାଙ୍କ ପାଖରୁ ବ୍ରାଉନସୁଗାର ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri