ସିଣ୍ଡିକେଟ ବ୍ୟାଙ୍କର ନୂଆ ହାଉସିଂ ଲୋନ୍‌ ସ୍କିମ୍‌

ଭୁବନେଶ୍ୱର,୧୪-୭: ସିଣ୍ଡିକେଟ ବ୍ୟାଙ୍କ ପକ୍ଷରୁ ନୂଆ ହାଉସିଂ ଲୋନ ସ୍କିମ୍‌ ‘ସିଣ୍ଡିନିବାସ ଟେକ୍‌ ଓଭର ଧମାକା’ ଶୁଭାରମ୍ଭ ହୋଇଛି। ଏହା ଗ୍ରାହକଙ୍କୁ ବିଶେଷ ସୁବିଧା ପ୍ରଦାନ କରିବ। ଚଳିତ ବର୍ଷ ଜୁଲାଇ ପହିଲାରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଏହାର ଲାଭ ଗ୍ରାହକମାନେ ନେଇ ପାରିବେ। ଗ୍ରାହକ ସିଣ୍ଡିକେଟ ବ୍ୟାଙ୍କର ନିକଟସ୍ଥ ଶାଖା କାର୍ଯ୍ୟାଳୟ ଏବଂ ଆଞ୍ଚଳିକ କାର୍ଯ୍ୟାଳୟ ସହ ଯୋଗାଯୋଗ କରି ଯୋଜନା ସମ୍ପର୍କରେ ବିସ୍ତୃତ ବିବରଣୀ ଲାଭ କରିପାରିବେ। ଏହି ସ୍କିମର ଲାଭ ଉଠାଇବାକୁ ଗ୍ରାହକଙ୍କୁ ବ୍ୟାଙ୍କର ଆଞ୍ଚଳିକ ପ୍ରବନ୍ଧକ ମୂରଲୀଧର ବେହେରା ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଟାଟା ସନ୍ସ ଅଧ୍ୟକ୍ଷ ପଦବୀକୁ ଫେରିବାକୁ ଇଚ୍ଛୁକ ନୁହନ୍ତି ମିସ୍ତ୍ରି

ନୂଆଦିଲ୍ଲୀ,୨୬।୧୨: ଟାଟା ସନ୍ସର ଅଧ୍ୟକ୍ଷ ପଦବୀକୁ ପୁଣି ଫେରିବାକୁ ସାଇରସ ମିସ୍ତ୍ରି ଇଚ୍ଛୁକ ନ ଥିବା ଜଣାପଡିଛି। ଏକ ଜାତୀୟ ମୁଦ୍ରିତ ଗଣମାଧ୍ୟମରେ ଏ ସମ୍ପର୍କରେ...

ସାମଗ୍ରୀ ଦର ବଢ଼ାଇବ ବ୍ରିଟାନିଆ

କୋଲକାତା,୨୩-୮: ଏଫ୍‌ଏମ୍‌ସିଜି କମ୍ପାନୀ ବ୍ରିଟାନିଆ ଇଣ୍ଡଷ୍ଟ୍ରିଜ ବିକ୍ରି ହ୍ରାସ ପାଉଥିବାରୁ ଅଧିକ କ୍ଷତିରୁ ମୁକ୍ତି ପାଇବା ଲାଗି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରୁ ନିଜର...

ସରକାରୀ ପ୍ରୋତ୍ସାହନ ନ ମିଳିଲେ ବନ୍ଦ ହୋଇଯିବ ଭୋଡାଫୋନ-ଆଇଡିଆ

ନୂଆଦିଲ୍ଲୀ,୭-୧୨: ଟେଲିକମ୍‌ କମ୍ପାନୀଗୁଡିକ ଏବେ ପ୍ରଭାବିତ ସ୍ଥିତିରେ ରହିଛନ୍ତି। କମ୍ପାନୀଗୁଡିକ ଉପରେ ଏବେ ବୃହତ୍‌ ଋଣ ବୋଝ ରହିଥିବାରୁ କାର୍ଯ୍ୟ ପରିଚାଳନା କରିବା କଷ୍ଟକର ହୋଇପଡିଛି।...

ନୂଆ ରଙ୍ଗରେ ଆସିଲା ଟିଭିଏସ୍‌ ଏନ୍‌ଟର୍କ

ହୋସୁର,୨୯-୬ – ଟିଭିଏସ୍‌ ମୋଟର କମ୍ପାନୀ ପକ୍ଷରୁ ଏହାର ଲୋକପ୍ରିୟମ ସ୍କୁଟର ମଡେଲ ଏନ୍‌ଟର୍କ ୧୨୫ ନୂଆ ମେଟ୍‌ ସିଲଭର ରଙ୍ଗରେ ବଜାରକୁ ଆସିଛି। କମ୍ପାନୀ...

ପ୍ରମୁଖ ଉଦ୍ୟୋଗ କ୍ଷେତ୍ରରେ ମାନ୍ଦାବସ୍ଥା ଜାରି; କୋର୍‌ ସେକ୍ଟର ଅଭିବୃଦ୍ଧି ୧.୫% କମିଲା

ନୂଆଦିଲ୍ଲୀ,୧-୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଲଗାତାର ଭାବେ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ଖସୁଛି। ନଭେମ୍ବରରେ ୮ କୋର୍‌ ସେକ୍ଟର ଭିତ୍ତିଭୂମି ଶିଳ୍ପଉଦ୍ୟୋଗ ର...

୭ ଲକ୍ଷ କୋଟି ଟଙ୍କା ବଢିଲା ଆଲଫାବେଟର ବଜାର ପୁଞ୍ଜୀକରଣ

ନୂଆଦିଲ୍ଲୀ,୧୯-୧: ଗୁଗଲର ମୂଳ କମ୍ପାନୀ ଆଲ୍‌ଫାବେଟର ବଜାର ପୁଞ୍ଜୀକରଣ ପ୍ରଥମଥର ଲାଗି ୧ ଟ୍ରିଲିୟନ ଡଲାର(୭୧ ଲକ୍ଷ କୋଟି ଟଙ୍କା) ଟପିଛି। ପ୍ରବାସୀ ଭାରତୀୟ ସୁନ୍ଦର...

ମୋଦିଙ୍କୁ ଜେଟ୍‌ କର୍ମଚାରୀଙ୍କ ଅନୁରୋଧ: ଗୋଟିଏ ମାସ ବେତନ ଦେବାକୁ ଏସ୍‌ବିଆଇକୁ କୁହନ୍ତୁ

ମୁମ୍ବାଇ,୨୯-୪:ସଙ୍କଟରେ ଅନିର୍ଦ୍ଧିଷ୍ଟ ସମୟ ଲାଗି ବିମାନ ସେବା ବନ୍ଦ କରି ଦେଇଥିବା ଜେଟ୍‌ର କର୍ମଚାରୀ ମାନେ ଗୋଟିଏ ମାସର ବେତନ ପାଇବା ପାଇଁ ପ୍ରଧାନୀମନ୍ତ୍ରୀ ନରେନ୍ଦ୍ର...

୧୪ ଦିନ ଭିତରେ ମିଳିବ କିଷାନ କ୍ରେଡିଟ୍‌ କାର୍ଡ

ନୂଆଦିଲ୍ଲୀ,୧୪-୬: ବହୁ ଚାଷୀ ଏବେ ସୁଦ୍ଧା ସଂସ୍ଥାଗତ ଋଣରୁ ବଞ୍ଚତ୍ତ ହେଉଥିବାରୁ ଆବେଦନ ପାଇବାର ୧୪ ଦିନ ଭିତରେ ଯୋଗ୍ୟ ଚାଷୀଙ୍କୁ କିଷାନ କ୍ରେଡିଟ କାର୍ଡ(କେସିସି)...

Leave a comment

Your email address will not be published. Required fields are marked *