Posted inଜାତୀୟ

ବୁଡ଼ିଗଲା କାଜିରଙ୍ଗା ଜାତୀୟ ଉଦ୍ୟାନ

ବକସା,୧୪।୭: ଆସାମରେ ଆସିଥିବା ବନ୍ୟା ପରିସ୍ଥିତି ଏବେ ଗାଁଠାରୁ ସହର ସବୁଠି ସାଧାରଣ ଜନ ଜୀବନକୁ ପ୍ରଭାବିତ କରିଛି। ତେବେ ଆସାମରେ ଥିବା କାଜିରଙ୍ଗା ଜାତୀୟ ଉଦ୍ୟାନ ମଧ୍ୟ ଏଥିରୁ ବାଦ୍‌ ପଡିନି। ଏହାର ପାଖାପାଖି ୭୦ ଭାଗ ବୁଡି ଯାଇଥିବାରୁ ଏଠାରେ ଥିବା ଜୀବଜନ୍ତୁ ଉଚ୍ଚ ସ୍ଥାନରେ ଆଶ୍ରୟ ନେଇଥିବା ଦେଖାଯାଇଛି। ବିଶେଷ କରି ଏଠାକାର ଗୋଟିଏ ଶିଙ୍ଗ ଥିବା ଗଣ୍ଡା, ବାଘ ଓ ହାତୀ ଉଚ୍ଚ ସ୍ଥାନରେ ଆଶ୍ରୟ ନେଇଥିବା ଦେଖିବାକୁ ମିଳିଛି। ଏହି ସମୟରେ ଉଦ୍ୟାନ ଦାୟିତ୍ୱରେ ଥିବା ଅଧିକାରୀ ଓ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।


All Right Reserved By Dharitri.Com

ଆଇଏସ୍‌ଆଇ ଏଜେଣ୍ଟ୍‌ ହନିଟ୍ରାପ୍‌ ମାୟାରେ ଭାରତୀୟ ସେନା କର୍ମଚାରୀ

ନୂଆଦିଲ୍ଲୀ,୧୩।୭: ଫେସ୍‌ବୁକ୍‌ରେ ହାଏ ହାଲୋ ପରେ ଭାରତୀୟ ସେନା କର୍ମଚାରୀଙ୍କ ସହିତ ବନ୍ଧୁତା କରି ପରେ ସେମାନଙ୍କ ମୁଭମେଣ୍ଟ୍‌ ସମ୍ପର୍କରେ ତଥ୍ୟ ଚୋରାଇ ନେଉଛି ପାକିସ୍ତାନ...

ସିଜେଆଇଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ: ତଦନ୍ତ ଶେଷ, ସେପ୍ଟେମ୍ବରରେ ରିପୋର୍ଟ

ନୂଆଦିଲ୍ଲୀ,୨୨ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ବଡ଼ ଷଡ଼ଯନ୍ତ୍ର ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଜଣିକିଆ କମିଟି ଏହାର...

ମୋଦିଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୫: ସାଧାରଣ ନିର୍ବାଚନରେ ଭାଜପାର ଐତିହାସିକ ବିଜୟର ତିଦିଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

ମୋଦିଙ୍କ ଜନ୍ମଦିନକୁ ‘ସେବା ସପ୍ତାହ’ ଭାବେ ପାଳନ କରିବ ଭାଜପା

ନୂଆଦିଲ୍ଲୀ,୨୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନକୁ ଚଳିତ ବର୍ଷ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ନିଆରା ଢଙ୍ଗରେ ପାଳନ କରିବାକୁ ପ୍ରସ୍ତୁତ ହେଉଛି। ଆସନ୍ତା ସେପ୍ଟେମ୍ବର...

ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣା: ଯାଞ୍ଚ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶ ମିର୍ଜାପୁର ଜିଲାର ଏକ ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ମିର୍ଜାପୁର ଏସ୍‌ପି ଅବଧେଶ ପାଣ୍ଡେ ସର୍କଲ ଅଫିସରଙ୍କୁ ଏହି...

ବିଚ୍ଛିନ୍ନତାବାଦୀ ନେତାଙ୍କୁ ଅର୍ଥ ଯୋଗାଉଛି ପାକ୍‌: ଏନ୍‌ଆଇଏ

ନୂଆଦିଲ୍ଲୀ,୧୭ା୬(ପି.ଟି.): ଜମ୍ମୁ-କଶ୍ମୀର କଠୋରପନ୍ଥୀ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ପାକିସ୍ତାନ ବିପୁଳ ଅର୍ଥ ଯୋଗାଇ ଦେଉଛି। ସେହି ଅର୍ଥକୁ ସେମାନେ ନିଜର ବ୍ୟକ୍ତିଗତ ସ୍ବାର୍ଥ ଲାଗି ବ୍ୟୟ କରୁଛନ୍ତି।...

୨୭ରେ ଇଡିରେ ହାଜର ହେବେ ପାଓ୍ବାର

ନୂଆଦିଲ୍ଲୀ,୨୬ା୯(ପି.ଟି.): ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କ (ଏମ୍‌ଏସ୍‌ସିବି) ଦୁର୍ନୀତି ମାମଲାରେ ଫସିଥିବା ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଦିଲ୍ଲୀରେ ମୁଣ୍ଡ ନୂଆଁଇବାର ପ୍ରଶ୍ନ ଉଠୁନାହିଁ ବୋଲି...

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଖାଦ୍ୟରେ ଜହର ମିଶାଇବା ଲାଗି ଆଇଏସ୍‌ଆଇର ଘୃଣ୍ୟ ଷଡ଼ଯନ୍ତ୍ର

ଶ୍ରୀନଗର,୭।୧: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଘୃଣ୍ୟ ଷଡ଼ଯନ୍ତ୍ର ରଚାଯାଇଛି। ଜମ୍ମୁ-କଶ୍ମୀରରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କ ଖାଦ୍ୟରେ ଜହର ମିଶାଇବା ପାଇଁ ଆଇଏସ୍‌ଆଇ ପକ୍ଷରୁ...

Leave a comment

Your email address will not be published. Required fields are marked *