ଇନଷ୍ଟାଗ୍ରାମରେ ସେଲିବ୍ରିଟିଙ୍କ ନକଲି ପ୍ରୋଫାଇଲ

ନୂଆଦିଲ୍ଲୀ,୧୪।୭: ମାଇକ୍ରୋବ୍ଲଗିଂ ସାଇଟ୍‌ ଇନଷ୍ଟାଗ୍ରାମରେ ପ୍ରାୟ ୧.୬ କୋଟି ଭାରତୀୟ ପ୍ରଭାବଶାଳୀ ବ୍ୟକ୍ତିଙ୍କର ଆକାଉଣ୍ଟ ନକଲି ବୋଲି ଜଣାପଡିଛି। ଏହି ଆକାଉଣ୍ଟ ମାଧ୍ୟରେ ନେଣଦେଶ କାରବାର କରାଯାଉଛି। ଇ କମର୍ସ ଷ୍ଟାଟସ ‘ଏକ ଗୁଡ କମ୍ପାନୀ’ ଓ ଡାଟା ଆନାଲିଟିକ୍ସ ଫର୍ମ ‘ହାଇପଅଡିଟର’ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡିଛି। ଏଥିରେ ପ୍ରାୟ ୮୨ ଦେଶର ଏକ କୋଟି ୮୪ ଲକ୍ଷ ଆକାଉଣ୍ଟକୁ ନେଇ ଗବେଷଣା କରାଯାଇଥିଲା। ଏହାପରେ ଜଣାପଡିଥିଲା ସର୍ବାଧିକ ୪କୋଟି ୯୦ ଲକ୍ଷ ନକଲି ଆକାଉଣ୍ଟ ଆମେରିକାରେ ରହିଛି। ଏହା ପଛକୁ ବ୍ରାଜିଲ ଥିବା ବେଳେ ଏହାର ନକଲି ଆକାଉଣ୍ଟ ସଂଖ୍ୟା ପ୍ରାୟ ୨କୋଟି ୭୦ ଲକ୍ଷ ବୋଲି ଆକଳନ କରାଯାଇଛି। ସେହିପରି ଭାରତରେ ନକଲି ଆକାଉଣ୍ଟର ସଖ୍ୟା ରହିଛି ପାଖାପାଖି ୧ କୋଟି ୬୦ ଲକ୍ଷ।


All Right Reserved By

ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟ ନ ପହଞ୍ଚିଲେ କଟିବ ଦରମା

ଲକ୍ଷ୍ନୌ,୨୭।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରୀ କର୍ମଚାରୀଙ୍କ ପାଇଁ କଡାକଡି ନିୟମ କରିଛନ୍ତି। ସକାଳ ୯ଟା ସୁଦ୍ଧା ଯେଉଁ କର୍ମଚାରୀମାନେ କାର୍ଯ୍ୟଳୟରେ ଉପସ୍ଥିତ...

ରାହୁଲ ମୁହଁ ଖୋଲିଲେ: ସରକାରଙ୍କ ନିଷ୍ପତ୍ତିି ରାଷ୍ଟ୍ରୀୟ ସୁରକ୍ଷା ପ୍ରତି ସୃଷ୍ଟି କରିଛି ବିପଦ

ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଙ୍ଗଳବାର ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି...

ଗୋଟିଏ ମଣ୍ଡପରେ ସ୍ତ୍ରୀ ଓ ଗର୍ଲଫ୍ରେଣ୍ଡକୁ ବିବାହ କଲେ ଯବାନ

ଜୈସପୁର,୨୧।୫: ଛତିଶଗଡ଼ର ଜୈସପୁର ଜିଲାର ବ।ଘଡୋଲରେ ଏକ ନିଆରା ବିବାହ ଦେଖିବାକୁ ମିଳିଛି। ଉକ୍ତ ଗାଁର ଜଣେ ସିଆରପିଏଫ୍‌ ଯବାନ ୨ଜଣ ମହିଳାଙ୍କ ସହ ଏକା...

ସୋପୋରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୨୦।୪: ଜମ୍ମୁ-କଶ୍ମୀର ସୋପୋରରେ ଶନିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁ ବୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ବାଟରଗାମ୍‌ରେ...

ମହାରାଷ୍ଟ୍ରରେ ପାଣି ପାଇଁ ହାହାକାର:ମରାଠାଓ୍ବାଡାରେ ଜଳସ୍ତର ୦.୭ ପ୍ରତିଶତ

ମୁମ୍ବାଇ,୪।୬: ଚଳିତ ବର୍ଷ ମୌସୁମୀ ଆସିବାରେ ବିଳମ୍ବ ହେଉଥିବା ବେଳେ ମହାରାଷ୍ଟ୍ରରେ ଭୀଷଣ ଗରମ ବଢ଼ିବା ସହିତ ଜଳସଙ୍କଟ ଦେଖାଦେଇଛି। ମହାରାଷ୍ଟ୍ରର ମରାଠାଓ୍ବାଡା ଅଞ୍ଚଳର ନଦୀମାନଙ୍କରେ...

ଭାଜପାକୁ ଟାର୍ଗେଟ କଲେ ମମତା

କୋଲକାତା,୨୯।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ପ୍ରକ୍ରିୟାରେ ସୁଧାର ଆଣିବାକୁ ଚେଷ୍ଟା କରୁଛନ୍ତି। ଏଥିପାଇଁ ସେ ସୋମବାର କହିଛନ୍ତି କି ସବୁ ରାଜନୈତୀକ ଦଳ...

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ଦିଆଗଲା ନୋଟିସ୍‌

ହାଇଦ୍ରାବାଦ,୧୭।୮: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ଘର ଖାଲି କରିବାକୁ ନୋଟିସ୍‌ ଦିଆଯାଇଛି। ତାଡେପାଲି ଗାଁର ଡେପୁଟି ତହସିଲଦାର ଏହି ନୋଟିସ ଦେଇଛନ୍ତି। ତେବେ...

ଅର୍ଜୁନଙ୍କ ଫିଲ୍ମରେ ନାହାଁନ୍ତି କେହି ନାୟିକା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅର୍ଜୁନ କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଇଣ୍ଡିଆଜ୍‌ ମୋଷ୍ଟ ଓ୍ବାଣ୍ଟେଡ୍‌’ ପାଇଁ ଖୁବ୍‌ ବ୍ୟସ୍ତ। ଆସନ୍ତା ୨୪ତାରିଖରେ ଏହା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *