Posted inଜାତୀୟ

ପ୍ଲାଷ୍ଟିକ ଡ୍ରମ୍‌ର ଭେଳାରେ ବନ୍ୟାଞ୍ଚଳ ପାରିହେଲେ ବରବଧୂ: ଭିଡିଓ ଭାଇରାଲ

ପାଟନା,୧୪।୭: ମୌସୁମୀ ବର୍ଷାରେ ବିହାରର ଅଧିକାଂଶ ଅଞ୍ଚଳରେ ବନ୍ୟାଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ବିହାରର ଫରବେଶଗଞ୍ଜ ଅଞ୍ଚଳରେ ବିବାହ ପରେ ନବ ଦମ୍ପତି ରାସ୍ତା ପାର ହେବାରେ ଅସୁବିଧା ସୃଷ୍ଟି ହୋଇଥିଲା। କାରଣ ସମ୍ପୂର୍ଣ୍ଣ ରାସ୍ତାଟି ଜଳମଗ୍ନ ହୋଇ ଯାଇଥିଲା। ତେବେ ଏହି ନ ଦମ୍ପତିଙ୍କୁ ଲୋକେ ନିଜ ହାତରେ ପ୍ଲାଷ୍ଟକ ଡ୍ରମରେ ଭେଳା ତିଆରି କରି ତା’ରି ମାଧ୍ୟମରେ ରାସ୍ତା ପାର କରାଇଥିଲେ। ଭିଡିଓରେ ଦେଖିବାକୁ ମିଳିଛି କି ଉକ୍ତ ଭେଳା ଉପରେ ନବ ବିବାହିତ ଦମ୍ପତି ବସିଥିବା ବେଳେ ଏହାକୁ ୨-୪ ଜଣ ଲୋକେ ଭସାଇ ଭସାଇ ନେଉଛନ୍ତି। ସେହି ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଠାକାର ବନ୍ୟା ପରିସ୍ଥିତିକୁ ଦେଖି ପ୍ରଶାସନ ପକ୍ଷରୁ ଏପର୍ଯ୍ୟନ୍ତ ଡଙ୍ଗା ଯୋଗାଇ ନ ଦିଆଯାଇଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


All Right Reserved By

ପୋରବନ୍ଦର, ଦ୍ୱାରକାରେ ‘ବାୟୁ’ ତାଣ୍ଡବ ରଚିବା ଆଶଙ୍କା !

ଅହମ୍ମଦାବାଦ୍‌ ୧୩।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ଉପକୂଳରେ ଲାଣ୍ଡଫଲ କରିବନି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ...

ଭାରତୀୟ ସେନାରେ ଯୋଗ ଦେଲେ ୩୮୨ ଅଧିକାରୀ

ଡେରାଡୁନ୍‌,୮।୬: ଉତ୍ତରାଖଣ୍ଡର ଡେରାଡୁନରେ ଥିବା ଇଣ୍ଡିଆନ୍‌ ମିଲିଟାରୀ ଏକାଡେମୀ(ଆଇଏମ୍‌ଏ)ରେ ଏକ ପାସିଂ ଆଉଟ୍‌ ପରେଡ୍‌ ପରେ ୩୮୨ ଜଣ ଅଧିକାରୀ ଭାରତୀୟ ସେନାରେ ଶନିବାର ଯୋଗ...

ରାଜନୀତି ଛାଡ଼ିବେ କୁମାରସ୍ବାମୀ

ହାସାନ୍‌, ୪ା୮(ପି.ଟି.): କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍‌ ନେତା କୁମାରସ୍ବାମୀ ରାଜନୀତିରୁ ସନ୍ୟାସ ନେବେ। ଏନେଇ ସେ ଶନିବାର ସଙ୍କେତ ଦେଇଛନ୍ତି। ଅକସ୍ମାତ୍‌ ସେ...

ତାମିଲନାଡୁରେ ଆରମ୍ଭ ହେଲା ‘ଫନୀ’ର ପ୍ରଭାବ

ଚେନ୍ନାଇ,୨।୫: ବତ୍ୟା ‘ଫନୀ’ ଏବେ ଉଗ୍ରରୂପ ନେଇ ଉପକୂଳ ମୁହାଁ। ଗୁରୁବାର ସକାଳେ ଏହାର ସାମନ୍ୟ ପ୍ରଭାବ ଆନ୍ଧ୍ର ପ୍ରଦେଶରେ ଦେଖିବାକୁ ମିଳିଛି। ଫଳରେ ନ୍ୟାଶନାଲ...

ଡଙ୍ଗାବୁଡ଼ି ୧୩ ମୃତ

ମାନିଲା, ୪ା୮(ପି.ଟି.): କେନ୍ଦ୍ରୀୟ ଫିଲିପାଇନ୍ସ ନିକଟ ସମୁଦ୍ରରେ ଶନିବାର ୨ଟି ଡଙ୍ଗା ବୁଡ଼ିଯିବାରୁ ୧୩ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ କେତେକ ନିଖୋଜ ଥିବା ଜଣାପଡ଼ିଛି। ୩୧...

ବିହାରର ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ ନୀତୀଶ

ପାଟନା,୩୦।୭: ବିହାରର ବନ୍ୟା ପରିସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଏକ ଜରୁରୀ ବୈଠକ ଡକାଇଥିଲେ। ଏଥିରେ ରାଜ୍ୟର ମନ୍ତ୍ରୀ, ମୁଖ୍ୟ ସଚିବ, ପ୍ରମୁଖ...

ଭାରତ ଛାଡିବେନି ହଜାର ହଜାର ଗାଈଙ୍କ ‘ମା’

ମଥୁରା, ୨୭।୫: ଭାରତରେ ରହି ଗୋସୁରକ୍ଷା କାର୍ଯ୍ୟ କରୁଥିବା ପଦ୍ମଶ୍ରୀ ଫ୍ରିଡେରିକ ଇରିନା ବୃର୍ନିଂଙ୍କ ଭିସା ଅବଧି ଏକବର୍ଷ ପାଇଁ ବଢାଇ ଦିଆଯାଇଛି। ବୈଦେଶିକ ମନ୍ତ୍ରୀ...

ବିଦେଶୀ ଅଭଯୋଗରେ ଅଟକ ଥିବା ସେନା ଅଧିକାରୀଙ୍କୁ ମିଳିଲା ଜାମିନ

ଗୁଆହାଟି,୭।୬: ପୂର୍ବତନ ସେନା ଅଧିକାରୀ ତଥା କାରଗିଲ ଯୁଦ୍ଧର ଭେଟେରାନ୍‌ ମହମ୍ମଦ ସାନାଉଲ୍ଲାଙ୍କୁ ଗୁଆହାଟି ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ସେ ଭାରତୀୟ ନାଗରିକ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *