Posted inଫୁରସତ

୯୫ ଶହ ବର୍ଷ ହେଲା ସମୁଦ୍ରରେ ବୁଡ଼ି ରହିଛି ଏହି ସହର…

ଭାରତର ଗୁଜରାଟ ଆନନ୍ଦ ଜିଲାର ଖମ୍ବାଟ ଉପକୂଳରେ ମାହି ନଦୀ ଉପତ୍ୟକା ଏବଂ ସମୁଦ୍ରର ସଙ୍ଗମ ସ୍ଥଳରେ ୯୫ ଶହ ବର୍ଷ ଧରି ଏକ ପୁରାତନ ସହର ପାଣିରେ ବୁଡ଼ି ରହିଛି। ଏଭଳି ସମୃଦ୍ଧ ସହର କାହିଁକି ସମୁଦ୍ରରେ ବୁଡ଼ିଗଲା ସେ ନେଇ ଏପର୍ଯ୍ୟନ୍ତ କୌଣସି ଉତ୍ତର ମିଳିପାରିନାହିଁ। ମିଶର ଦେଶର ଜ୍ୟୋତିର୍ବିଦ୍‌ ଟୋଲମୀଙ୍କ ଦ୍ୱାରା ରଚନା ହୋଇଥିବା କେତେକ ପୁରାତନ ପୁସ୍ତକରେ ଏହି ସହର ସମ୍ପର୍କରେ ଉଲ୍ଲେଖ ରହିଛି। ୧୭ ବର୍ଷ ତଳେ ୨୦୦୨ରେ ଏହି ସହର ସମ୍ପର୍କରେ ସମୁଦ୍ର ବୁଡ଼ାଳି ଜାଣି ପାରିଥିଲେ। ଏହାପରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଏନେଇ ଅଧିକ ଗବେଷଣା ଜାରି ରହିଛି।


All Right Reserved By

ଜେସିବି ମେଶିନର ନାଗିନ୍‌ ଡ୍ୟାନ୍ସ, ଦେଖନ୍ତୁ ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ସେହିପରି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଯେଉଁଥିରେ ଏକ...

ଭାରତ ବିଶ୍ୱକପ ଜିତିଲେ ଖେଳାଳିଙ୍କ ମା’, ସ୍ତ୍ରୀଙ୍କୁ ଦିଆଯିବ ଏହି ସ୍ବତନ୍ତ୍ର ଉପହାର

ଲକ୍ଷ୍ନୌ, ୯।୭:ଆଇସିସି ବିଶ୍ୱକପରେ ଭାରତ ଜବରଦସ୍ତ ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛି। ଚଳିତଥର ଯଦି ଭାରତ ବିଶ୍ୱବିଜୟୀ ହୁଏ, ତେବେ ବନାରସର ଶାଢୀ ବ୍ୟବସାୟୀ...

ଅଜବ ପରମ୍ପରା: ଯେଉଁଠି ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ କରାଯାଏ ହତ୍ୟା

ବିଶ୍ୱର ବିଭିନ୍ନ ସ୍ଥାନରେ ବିଭିନ୍ନ ପରମ୍ପରା ରହିଛି। ତନ୍ମଧ୍ୟରୁ କିଛି ପରମ୍ପରା ସମ୍ପର୍କରେ ଶୁଣିଲେ ଦେହମନ ଶିହରି ଉଠେ। ତଥାପି ପରମ୍ପରାକୁ ପାଳନ କରୁଥିବା ଲୋକେ...

ଗୋଲଡେନ୍‌ ବ୍ଲଡ୍‌ ଗ୍ରୁପ୍‌ ଅତି ବିରଳ: ପୃଥିବୀରେ ରହିଛନ୍ତି ମାତ୍ର ୪୩ ଜଣ

ସାଧାରଣତଃ ୪ ଟି ବ୍ଲଡ୍‌ ଗ୍ରୁପ୍‌ର ଲୋକ ପୃଥିବୀରେ ରହିଥାନ୍ତି। ସେଥି ମଧ୍ୟରେ ଏ, ବି, ଏବି ତଥା ଓ ବ୍ରୁପ୍‌ ରହିଥାଏ। ଏହା ସହିତ...

ବୁଢ଼ିଆଣୀ ପିଠିରେ ମଣିଷ ମୁହଁ

ସେଣ୍ଟ୍ରାଲ ଚାଇନାର ହ୍ୟୁନାନ୍‌ ଅଞ୍ଚଳରୁ ଏକ ଭିନ୍ନ ପ୍ରଜାତିର ବୁଢ଼ିଆଣୀ ପିଠିରେ ଅବିକଳ ମଣିଷ ମୁହଁ ଭଳି ଚିହ୍ନ ରହିଥିବା ଦେଖିବାକୁ ମିଳିଛି। ଏହି ବୁଢ଼ିଆଣୀର...

ଡ୍ରାଗନ୍‌ ଲ୍ୟାମ୍ପ

ଗେମ୍‌ ଅଫ୍‌ ଥ୍ରୋନ୍‌ସ ଏକ କାଳ୍ପନିକ ଟେଲିଭିଜନ୍‌ ସିରିଜ୍‌। ଏହାର ଲୋକପ୍ରିୟତା ଏତେ ଯେ, ଏବେ ଏହି ସିରିଜ୍‌ରେ ଥିବା ଡ୍ରାଗନ୍‌କୁ ନେଇ ତିଆରି ହୋଇଛି...

ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ

ଦୁନିଆରେ ଏମିତି ବି ଏକ ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ ଅଛି, ଯେଉଁଠି ଧୂଳିମାଟିର ପ୍ରଶ୍ନ ନାହଁି, ତେବେ ଏହା ଅବିଶ୍ୱସନୀୟ...

ଚିକୁନଗୁନିଆକୁ ରୋକିବ ଯନ୍ତ୍ର

ନ୍ୟୁୟର୍କ: ୟୁଏସ୍‌ ସେଣ୍ଟର୍ସ ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେନଶନ(ସିଡିଓ)ର ଗବେଷକମାନେ ଏକ ଡିଭାଇସ୍‌ ବିକାଶ କରିଛନ୍ତି ଯାହା ମାଈ ମଶାଙ୍କୁ ଆକର୍ଷିତ କରିପାରିବ। ମଶା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *