Posted inଖେଳ

ବିଜୟ ମାଲ୍ୟାଙ୍କୁ ‘ବିଗ୍‌ବସ୍‌’ କହି ଟ୍ରୋଲ ହେଲେ ଗେଲ୍‌

ଲଣ୍ଡନ, ୧୪।୭: ପଳାତକ ଭାରତୀୟ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଭେଟିଛନ୍ତି ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଶ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌। ଫର୍ମୁଲା-୧ ବ୍ରିଟିଶ ଗ୍ରାଁ ଫ୍ରି ମୈଦାନରେ ମାଲ୍ୟାଙ୍କ ସହ ଏକ ଫଟୋ ଉଠାଇ ନିଜ ଟୁଇଟରରେ ସେ ପୋଷ୍ଟ କରିଛନ୍ତ। ଏହାସହ ସେ ମାଲ୍ୟାଙ୍କୁ ‘ବିଗ୍‌ବସ୍‌’ ଏବଂ ‘ରକ୍‌ଷ୍ଟାର’ ଆଖ୍ୟା ଦେଇଛନ୍ତି। ତାଙ୍କୁ ଭେଟି ବେଶ୍‌ ଖୁସି ଲାଗିଲା ବୋଲି ଗେଲ କହିଛନ୍ତି। ମାଲ୍ୟାଙ୍କ ଭଳି ଜଣେ ପଳାତକ ବ୍ୟବସାୟୀଙ୍କୁ ‘ବିଗ୍‌ବସ୍‌’ ସହ ଫଟୋ ପୋଷ୍ଟ କରିବା ପରେ ତାଙ୍କୁ ଫ୍ୟାନମାନେ ଟ୍ରୋଲ କରିଥିତ୍ଲେ। ସୂଚନାଯୋଗ୍ୟ, ୨୦୧୬ ମସିହାରୁ ମାଲ୍ୟା ଭାରତରୁ ଫେରାର୍‌ ହୋଇ ଲଣ୍ଡନରେ ଅଛନ୍ତି। ମାଲ୍ୟାଙ୍କ ନାଁରେ ବିଭିନ୍ନ ବ୍ୟାଙ୍କରୁ ପାଖାପାଖି ୯ ହଜାର କୋଟି ଟଙ୍କା ଋଣ ବକେୟା ରହିଛି।


All Right Reserved By

Posted inଖେଳ

ରାୟୁଡୁଙ୍କ ଅବସର: ଚୟନକର୍ତ୍ତାଙ୍କୁ ଗମ୍ଭୀରଙ୍କ ସମାଲୋଚନା

ବର୍ମିଂହାମ,୩।୭(ପିଟି)- ଅମ୍ବାତି ରାୟୁଡୁଙ୍କ ଅବସର ପରେ ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀର ବୁଧବାର ଏମ୍‌ଏସ୍‌କେ ପ୍ରସାଦଙ୍କ ନେତୃତ୍ୱାଧୀନ ଚୟନ କମିଟିକୁ ସମାଲୋଚନା କରିଛନ୍ତି। କମିଟିର...

ଦୁଲୀପ ଟ୍ରଫି ମ୍ୟାଚରେ ନାଡ଼ା ଡୋପ୍‌ ଟେଷ୍ଟ ଆରମ୍ଭ କରିବ

ନୂଆଦିଲ୍ଲୀ,୧୮।୮(ପି.ଟି.)- ଜାତୀୟ ନିଶା ନିବାରଣ ସଂସ୍ଥା (ନାଡ଼ା) ଆଗାମୀ ଦୁଲୀପ ଟ୍ରଫି ମ୍ୟାଚ୍‌ ଅବସରରେ ଭାରତୀୟ କ୍ରିକେଟରଙ୍କ ଡୋପ୍‌ ଟେଷ୍ଟ ଆରମ୍ଭ କରିବ। ବେଙ୍ଗାଲୁରୁରେ ଖେଳାଯିବାକୁ...

ଆଫଗାନିସ୍ତାନ ଦଳରେ ଅଲାମଙ୍କ ସ୍ଥାନରେ ଶିର୍‌ଜାଦ

ଲିଡ୍ସ, ୨୮ା୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଆଫଗାନିସ୍ତାନର ଅବଶିଷ୍ଟ ମ୍ୟାଚଗୁଡ଼ିକ ଲାଗି ଅଫତାବ ଆଲାମ ବାଦ୍‌ ପଡ଼ିଥିବାବେଳେ ତାଙ୍କ ସ୍ଥାନରେ ବାମହାତୀ ମିଡିୟମ ପେସ୍‌...

ନିଜ ବାପା ନୁହେଁ, ଏହି ଖେଳାଳିଙ୍କ ବ୍ୟାଟିଂ ଦେଖିବାକୁ ପସନ୍ଦ କରନ୍ତି ସଚିନ ତେନ୍ଦୁଲକରଙ୍କ ଝିଅ

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ନାଁରେ ଅନେକ ରେକର୍ଡ ରହିଛି। ଯାହାକୁ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ଆଜିକାଲିର ଯୁବ କ୍ରିକେଟରଙ୍କ ପାଇଁ...

ଜାତୀୟ ସବ୍‌ଜୁନିୟର ହକି: ହକି ଗାଙ୍ଗପୁର ବିଜୟୀ

ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ରାୟପୁରରେ ଚାଲିଥିବା ୯ମ ଜାତୀୟ ସବ୍‌ଜୁନିୟର ହକି(ଡିଭିଜନ-ଏ) ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହକି ଗାଙ୍ଗପୁର ଓଡ଼ିଶା ୪-୨ ଗୋଲରେ...

ରାଜ୍ୟଗୋଷ୍ଠୀ ଟିଟି ସେମିଫାଇନାଲ:ଭାରତର ପ୍ରତିଦ୍ୱନ୍ଦ୍ୱୀ ସିଙ୍ଗାପୁର

କଟକ ଅଫିସ,୧୯|୭-ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ୨୧ତମ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସେମିଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। ମହିଳା ବିଭାଗ ସେମିରେ ସିଙ୍ଗାପୁରକୁ ଭେଟିବ ଭାରତ। ଅନ୍ୟ...

ଡେଭିସ କପ୍‌ରେ ଆମେ ଭାରତକୁ ହରାଇପାରିବୁ: ଅଖିଲ ଖାଁ

କରାଚୀ,୫।୮(ପି.ଟି.)- ପାକିସ୍ତାନ ଅପେକ୍ଷା ଭାରତରେ ଟେନିସ କ୍ରୀଡ଼ାର ଅଧିକ ଉନ୍ନତି ହୋଇଥିବା ଭେଟେରାନ ସିଙ୍ଗଲ୍ସ ଖେଳାଳି ଅକିଲ ଖାଁ ସ୍ବୀକାର କହିଛନ୍ତି। କିନ୍ତୁ ଇସଲାମାବାଦ୍‌ଠାରେ ହେବାକୁ...

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ପ୍ୟାରିସ, ୨୩ା୪ (ଏଏଫ୍‌ପି)-ସୋମବାର ଏଟିପି ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଇଟାଲୀର ୩୧ ବର୍ଷୀୟା ଫାବିଓ ଫଗ୍‌ନିନି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୨ଶ ସ୍ଥାନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *