ଅନୁଭବଙ୍କ ବିରୋଧରେ ଏତଲା ଦେବା ପରେ ବି ନିଆଯାଉନାହିଁ କାର୍ଯ୍ୟାନୁଷ୍ଠାନ: ମହିଳାଙ୍କ ଥାନା ସମ୍ମୁଖରେ ଧାରଣା

କଟକ ଅଫିସ,୧୪।୭: ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସଙ୍କ ବିରୋଧରେ ଏତଲା ଦେବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗରେ ରବିବାର ଅଭିଯୋକାରିଣୀ ମହିଳା ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। କଟକ ପୁରୀଘାଟ ଥାନା ଆଗରେ ସେ ଧାରଣା ଦେବା ସହ ପୋଲିସ ତଦନ୍ତର ଦିଗ ବଦଳାଇ ଦେଇଥିବା କହିଛନ୍ତି।
ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସଙ୍କ ନାଁରେ ମହିଳା ଜଣଙ୍କ ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ। ଅନୁଭବ ତାଙ୍କୁ ଗାଳିଗୁଲଜ କରିଥିବା ସେ ଅଭିଯୋଗରେ ଦର୍ଶାଇଥିଲେ । ଏନେଇ କଟକ ପୁରୀଘାଟ ଥାନାରେ ଅନୁଭବଙ୍କ ନାଁରେ ଏକ ମାମଲା ରୁଜୁ ହୋଇଥିଲା ।
ଅନ୍ୟପଟେ ଏହାକୁ ଅନୁଭବ ଖଣ୍ଡନ କରିଥିଲେ । ତାଙ୍କୁ ବଦନାମ କରିବା ପାଇଁ ଏହା ଏକ ଷଡଯନ୍ତ୍ର ବୋଲି ସେ କହିଥିଲେ ।


All Right Reserved By

ଇଦ୍‌-ଉଲ୍‌-ଜୁହା : ଜମୁଛି ଖାଦ୍ୟର ଆସର

ମୁସଲମାନ ସମ୍ପ୍ରଦାୟର ପ୍ରମୁଖ ଦୁଇ ପର୍ବ ହେଉଛି ଇଦ୍‌-ଉଲ-ଫିତର ଓ ଇଦ୍‌-ଉଲ-ଜୁହା। ସୋମବାର ଇଦ-ଉଲ-ଜୁହା। ପବିତ୍ର ରମଜାନ ମାସର ଶେଷ ଦିନ ପରେ ଇଦ୍‌-ଉଲ-ଫିତର ପାଳନ...

ଅସହାୟଙ୍କୁ ସହାୟତାର ହାତ ବଢ଼ାଇଲା ସମୁତ୍କର୍ଷ

ବଳଙ୍ଗା, ୧୯ା୫(ଡି.ଏନ୍‌.ଏ.)-ପ୍ରଳଙ୍କରୀ ବାତ୍ୟା ଫନୀରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ପୁରୀ ଜିଲା। ବାତ୍ୟାରେ ନିଜର ସର୍ବସ୍ବ ହରାଇ ବେସାହାରା ହୋଇପଡ଼ିଛନ୍ତି ଲକ୍ଷ ଲକ୍ଷ ଲୋକ। ବାତ୍ୟାକୁ...

‘ବାପାଙ୍କ ଗାଳି ମୋ ଜୀବନର ଟର୍ନିଂ ପଏଣ୍ଟ’

ତାଳଧ୍ୱଜ ରଥର ମୁଖ୍ୟ ବିଶ୍ୱକର୍ମା ନରସିଂହ ମହାପାତ୍ର ନିଜ ଅନୁଭୂତି ସମ୍ପର୍କରେ କହନ୍ତି, ୧୧ବର୍ଷ ବୟସରେ ମୁଁ ରଥଖଳାକୁ ଚାଲି ଆସିଥିଲି। ୧୯୯୬ ମସିହାରେ ଶାଢି...

ଡବ୍ଲ୍ୟୁଓଡିସି କାର୍ଯ୍ୟାଳୟ : ପଶ୍ଚିମ ଓଡ଼ିଶା ସ୍ଥାନ୍ତାନ୍ତର ନ ହେବା ନେଇ ଉଦ୍‌ବେଗ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି)ର ମୁଖ୍ୟାଳୟ ପଶ୍ଚିମ ଓଡ଼ିଶାକୁ ସ୍ଥାନ୍ତାନ୍ତରିତ ହୋଇପାରିଲା ନାହିଁ। ଦକ୍ଷ ଲୋକଙ୍କୁ ଅଧ୍ୟକ୍ଷ କରିବା ବଦଳରେ ହାରିଥିବା ଅଥବା ଦଳୀୟ...

ବଙ୍ଗୋପସାଗର ଉପକୂଳରେ ଅବପାତ: ୪୮ ଘଣ୍ଟା ପ୍ରବଳ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଓଡ଼ିଶାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ...

ବଢ଼ିଲା ବନ୍ୟା ମୁକାବିଲା ଚିନ୍ତା

କଟକ ଅଫିସ, ୧୫|୮:ଲଗାଣ ବର୍ଷା ଯୋଗୁ ପଶ୍ଚିମ ଓଡ଼ିଶା ପରେ ଉପକୂଳରେ ଦେଖାଦେଇଛି ବନ୍ୟା ପରିସ୍ଥିତି। ବୁଧବାର ସନ୍ଧ୍ୟା ସୁଦ୍ଧା ମହାନଦୀରେ ବନ୍ୟାଜଳ ଉଛୁଳିବାରୁ ନଦୀକୂଳିଆ...

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଲେ କ୍ରିଶନ କୁମାର

ପୁରୀ ଅଫିସ,୨୨।୮: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଗୁରୁବାର କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇଏଏସ୍‌ ଡକ୍ଟର କ୍ରିଶନ କୁମାର। ମଧ୍ୟାହ୍ନରେ ପ୍ରଥମେ ସେ ଶ୍ରୀମନ୍ଦିରକୁ ଯାଇ...

ଭିତ୍ତିଭୂମି ଅଭାବରୁ ଶ୍ରୀହୀନ ଶିକ୍ଷାନୁଷ୍ଠାନ

ଧାମନଗର ୩୦।୭(ଡି.ଏନ.ଏ.)- ପ୍ରାଥମିକ ଶିକ୍ଷାକୁ ମୌଳିକ ଅଧିକାରଭୁକ୍ତ କରାଯାଇଥିଲେ ବି ଭିତ୍ତିଭୂମି ଅଭାବରୁ ଗ୍ରାମାଞ୍ଚଳର ଅନେକ ଶିକ୍ଷାନୁଷ୍ଠାନ ଥାଇ ନ ଥିଲା ପରି ଚାଲିଛି। ଗରିବ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *