Posted inଜାତୀୟ

ପ୍ରେମବିବାହ ପରେ ସୁରକ୍ଷା ପାଇଁ ହାଇକୋର୍ଟ ଯାଇଥିବା ନବମ୍ପତିଙ୍କୁ ବନ୍ଧୁକ ଦେଖାଇ ଅପହରଣ

ଲକ୍ଷ୍ନୌ,୧୫।୭: ପ୍ରେମବିବାହ ପରେ ସୁରକ୍ଷା ପାଇଁ ଆହ୍ଲାବାଦ୍‌ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ନବଦମ୍ପତିଙ୍କୁ କିଛି ଲୋକ ବନ୍ଧୁକ ଦେଖାଇ ଅପହରଣ କରି ନେଇଛନ୍ତି। ସେମାନଙ୍କୁ ସୋମବାର ହାଇକୋର୍ଟ ଗେଟ୍‌ ପାଖରୁ ଅପହରଣ କରାଯାଇଛି। ନବଦମ୍ପତିଙ୍କୁ ଅପେକ୍ଷା କରି କିଛି ଲୋକ ଗେଟ୍‌ ପାଖରେ ଛିଡ଼ା ହୋଇଥିବା ସିସିଟିଭି ଫୁଟେଜ୍‌ରୁ ଜଣାପଡ଼ିଛି। ଖବର ପାଇ ପୋଲିସ ଏହାର ତଦନ୍ତ ଜାରି ରଖିଛି।


All Right Reserved By Dharitri.Com

ଦେଶରେ ଲାଗୁହେଲା ସିଏଏ

ନୂଆଦିଲ୍ଲୀ,୧୧ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଶୁକ୍ରବାରଠାରୁ ଦେଶରେ ଲାଗୁ କରାଯାଇଥିବା କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଗେଜେଟ ବିଜ୍ଞପ୍ତି...

ଜମ୍ମୁ-କଶ୍ମୀର ଛାଡ଼ ନିର୍ଦ୍ଦେଶ: ଶ୍ରୀନଗର ବିମାନ ବନ୍ଦରରେ ଟିକେଟ ପାଇଁ ପର୍ଯ୍ୟଟକଙ୍କ ଭିଡ଼

ଶ୍ରୀନଗର,୩।୮: ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅମରନାଥ ଯାତ୍ରାକୁ ସ୍ଥଗିତ ରଖିବା ସହିତ ଶୀଘ୍ର ଜମ୍ମୁ-କଶ୍ମୀର ଛାଡିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି...

ହରିୟାଣାରେ ମୋଦି, ରାହୁଲ ମୁହଁ।ମୁହିଁ

ଗୋହାନା,୧୯ା୧୦(ପି.ଟି.): କଂଗ୍ରେସର କୁଶାସନ ବେଳେ ଯବାନ ହୁଅନ୍ତୁ କି ଚାଷୀ ଅଥବା କ୍ରୀଡ଼ାବିତ୍‌ ଦେଶରେ କେହି ସୁରକ୍ଷିତ ନ ଥିଲେ। ଏହି ଦଳ ବାଲାକୋଟ ଏୟାର...

ଶେୟାର ବଜାରରେ ନୈରାଶ୍ୟ: ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ; ମୋଦି ସରକାରଙ୍କ ୭ ବଜେଟରେ ୫ ଥର ସଙ୍କଟ

ମୁମ୍ବାଇ,୧।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ନୈରାଶ୍ୟ ଖେଳି ଯାଇଛି। ଫଳରେ ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ ପାଇଛି। ଶେୟାର ବଜାର...

କର୍ମୀଙ୍କ ଅବଦାନକୁ ଭୁଲନାହିଁ

ନୂଆଦିଲ୍ଲୀ,୪ା୮(ପି.ଟି.): କର୍ମୀମାନେ ମାଆ ଭଳି ଦଳକୁ ବଢ଼ାଇଛନ୍ତି। ସେମାନଙ୍କ ଅବଦାନକୁ ଭୁଲନାହିଁ। ସେମାନେ କଦାପି ଅନାଦର ଅନୁଭବ କରିବା ଉଚିତ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଭାଜପା ନେତାଙ୍କ ଘରେ ଗୁଳି କରି ୫ ଜଣଙ୍କୁ ହତ୍ୟା

ମୁମ୍ବାଇ,୭।୧୦: ମହାରାଷ୍ଟ୍ରର ଜଲଗାଁଓରେ ଜଣେ ଭାଜପା ନେତାଙ୍କ ଘରେ ପଶି ଗୁଳି କରିବା ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ମାମଲାରେ ସମ୍ପୃକ୍ତ...

ମହିଳା ଅଧିକାରୀଙ୍କୁ ସେନାରେ ମିଳିବ ସ୍ଥାୟୀ କମିଶନ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୭।୨: ଏବେ ମହିଳା ଅଧିକାରୀଙ୍କୁ ସେନାରେ ସ୍ଥାୟୀ କମିଶନ ମିଳିବ। ଏନେଇ ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ୨୦୧୦ରେ ଦିଆଯାଇଥିବା ରାୟକୁ ସର୍ବୋଚ୍ଚ...

ମହାରାଷ୍ଟ୍ର ରାଜନୀତିରେ ପ୍ରଥମ ଥର ପିତା ମୁଖ୍ୟମନ୍ତ୍ରୀ ପୁତ୍ର କ୍ୟାବିନେଟ ମନ୍ତ୍ରୀ

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ତଥା ବର୍ଲି ବିଧାନସଭା ଆସନର ପ୍ରାର୍ଥୀ ଆଦିତ୍ୟ ଠାକରେଙ୍କୁ ମନ୍ତ୍ରୀ...

Leave a comment

Your email address will not be published. Required fields are marked *