Posted inଜାତୀୟ

ବିହାରରେ ବନ୍ୟା ପରିସ୍ଥିତି ଗମ୍ଭୀର: ୨୯ ମୃତ

ପାଟନା, ୧୫।୭: ବିହାରରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡିଛି। ଅନେକ ଜିଲାରେ ବନ୍ୟା ଆସି ବହୁ ଅଞ୍ଚଳ ପାଣିରେ ବୁଡି ରହିଛି। ଏପର୍ଯ୍ୟନ୍ତ ବନ୍ୟାରେ ୨୯ ଲୋକଙ୍କ ମୃତ୍ୟୁ ହୋଇଛି। ଏବେ ବି ୧୨ ଲକ୍ଷରୁ ଅଧିକ ଲୋକ ବନ୍ୟା ପାଣିରେ ଫଶି ରହିଛନ୍ତି। ଅରରିଆ, କିଶନଗଞ୍ଜ, ସୁପୌଲ, ଦରଭଙ୍ଗା, ଶବହର, ସୀତାମଢୀ ମଧୁବନୀ ଜିଲା ଅଧିକ ବନ୍ୟା କ୍ଷତିଗ୍ରସ୍ତ ହୋଇଛି। ଅରରିଆରେ ବନ୍ୟାରେ ୯ ଜଣଙ୍କ ମୃତ୍ୟୁ ହୋଇଛି। ବନ୍ୟାପ୍ଲାବିତ ଅଞ୍ଚଳରେ ରିଲିଫ ସାମଗ୍ରୀ ପହଞ୍ଚାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଉଦ୍ଧାର କାର୍ଯ୍ୟରେ ଯେମିତି କୌଣସି ବାଧା ନ ଉପୁଜିବ ସେନେଇ ସତର୍କ ରହିବାକୁ ସବୁ ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


All Right Reserved By

ମମତାଙ୍କୁ ସାଥ୍‌ ଦେବନାହିଁ କଂଗ୍ରେସ-ସିପିଏମ୍‌

କୋଲକାତା, ୨୭।୬: ପଶ୍ଚିମବଙ୍ଗରେ ଭାଜପାକୁ ମାତ୍‌ ଦେବା ପାଇଁ ମମତା ବିପକ୍ଷ ଦଳର ସହଯୋଗ ଲୋଡିଛନ୍ତି। କିନ୍ତୁ କଂଗ୍ରେସ ଏବଂ ସିପିଏମ୍‌ ଏଥିରେ ମମତାଙ୍କୁ ସହଯୋଗ...

ଶ୍ରୀଲଙ୍କା ବିସ୍ଫୋରଣ ଘଟଣା: ତାମିଲନାଡୁର ୭ଟି ସ୍ଥାନରେ ଏନଆଇଏ ଚଢାଉ

କୋଏମ୍ବାଟୁର, ୧୨।୬: ଶ୍ରୀଲଙ୍କା ଇଷ୍ଟର ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) କୋଏମ୍ବାଟୁରର ୭ଟି ସ୍ଥାନରେ ବୁଧବାର ଚଢ଼ାଉ କରିଛି। ଅଝାରୁଦ୍ଦିନ,...

ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା: ଦଳ ଛାଡି ଟିଆରଏସରେ ଯୋଗଦେବେ ୧୨ ବିଧାୟକ

ହାଇଦ୍ରାବାଦ, ୬।୬: ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସର ୧୮ ବିଧାୟକଙ୍କ ମଧ୍ୟରୁ ୧୨ ବିଧାୟକ ଦଳ ଛାଡି କେ. ଚନ୍ଦ୍ରଶେଖର ରାଓଙ୍କ...

ଟଙ୍କାଏରେ ହେବ ଅନ୍ତିମ ସଂସ୍କାର

ହାଇଦ୍ରାବାଦ୍‌,୨୨।୫: ପୂର୍ବରୁ ଟଙ୍କାଏରେ ଖାଦ୍ୟ ଯୋଜନା ଆରମ୍ଭ ହୋଇଥିଲା। ତେବେ ଏବେ ତେଲେଙ୍ଗାନାର କରିମ୍‌ନଗର ନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ଏକ ନିଆରା ଯୋଜନା।...

ଜୋମାଟୋରୁ ଖାଦ୍ୟ ଅର୍ଡର କରି ୮୦ହଜାର ଟଙ୍କାର ଠକେଇର ଶିକାର ହେଲେ ଯୁବତୀ

ହରିୟାଣା,୨୭।୭: ଯଦି ଜୋମାଟୋ ଭଳି ଅନଲାଇନ ଆପ୍‌ରୁ ଖାଇବା ଅର୍ଡର କରୁଛନ୍ତି ତେବେ ସାବଧାନ ହୋଇଯାଆନ୍ତୁ। କାରଣ ସାଇବର ଲୁଟେରାମାନେ ଏହି ଆପ୍‌ ଜରିଆରେ ଲୁଟ୍‌...

ୟୁଏନ୍‌ଏଚ୍‌ଆର୍‌ସିରେ ଭାରତ-ପାକ୍‌ ମୁହଁ।ମୁହିଁ: ୩୭୦ ଉଚ୍ଛେଦ ସାର୍ବଭୌମ ନିଷ୍ପତ୍ତି

ଜେନେଭା,୧୧ା୯,(ପି.ଟି./ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ମଙ୍ଗଳବାର ଭାରତ ଓ ପାକିସ୍ତାନ ପୁଣିଥରେ ଅନ୍ତର୍ଜାତୀୟ ମଞ୍ଚରେ ମୁହଁ।ମୁହିଁ ହୋଇଛନ୍ତି।...

ବୁଡ଼ିଗଲା କାଜିରଙ୍ଗା ଜାତୀୟ ଉଦ୍ୟାନ

ବକସା,୧୪।୭: ଆସାମରେ ଆସିଥିବା ବନ୍ୟା ପରିସ୍ଥିତି ଏବେ ଗାଁଠାରୁ ସହର ସବୁଠି ସାଧାରଣ ଜନ ଜୀବନକୁ ପ୍ରଭାବିତ କରିଛି। ତେବେ ଆସାମରେ ଥିବା କାଜିରଙ୍ଗା ଜାତୀୟ...

ଫିଲ୍ମୀ ଷ୍ଟାଇଲ୍‌ରେ ହାତୀକୁ ଚୁମ୍ବନ କରିବାକୁ ଉଦ୍ୟମ: ହସ୍ପିଟାଲରେ ପହଞ୍ଚିଲେ ଯୁବକ

କୋଲାର,୨।୫: ନିଶାରେ ମାତାଲ ଥିବା ୨୪ ବର୍ଷୀୟ ଯୁବକଙ୍କୁ ମହଙ୍ଗା ପଡ଼ିଲା ହାତୀକୁ ଚୁମ୍ବନ ଦେବା ଉଦ୍ୟମ। ଚୁମ୍ବନ ଦେବାକୁ ହାତୀ ନିକଟରେ ପହଞ୍ଚିବା ତାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *