Posted inଜାତୀୟ

ଭାଜପା ବିଧାୟକଙ୍କ ବିବାଦୀୟ ବୟାନ: ୫୦ ମହିଳାଙ୍କୁ ରଖିଲେ ଜନ୍ମନେବେ ୧୦୫୦ ଶିଶୁ

ବଲିଆ,୧୫।୭: ବିଭିନ୍ନ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା ବଲିଆର ଭାଜପା ବିଧାୟକ ସୁରେନ୍ଦ୍ର ସିଂହ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ଏଥର ସେ ମୁସଲିମ ସମ୍ପ୍ରଦାୟକୁ ଟାର୍ଗେଟ କରି ଏକ ଆପତ୍ତିଜନକ ଟିପ୍ପଣୀ ଦେଇଛନ୍ତି। ସେ କହିଛନ୍ତି, ମୁସଲିମ ସମ୍ପ୍ରଦାୟରେ ଜଣେ ବ୍ୟକ୍ତିଙ୍କର ୫୦ ଜଣ ପତ୍ନୀ ରହିଥିବା ବେଳେ ସେମାନେ ୧୦୫୦ ପିଲାଙ୍କୁ ଜନ୍ମ ଦେଇଥାନ୍ତି। ଏହା ପରମ୍ପରା ନୁହେଁ ବରଂ ‘ଆନିମଲିଷ୍ଟିକ୍‌ ଟେଣ୍ଡେସି’ ବା ପଶୁତ୍ୱ ଆଚରଣ ବୋଲି ସେ କହିଛନ୍ତି। ଗଣମାଧ୍ୟମରେ ପ୍ରକାଶ ପାଇଥିବା ତାଙ୍କର ଏହି ବୟାନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


All Right Reserved By

ଶିଲା ଦୀକ୍ଷିତଙ୍କ ବିୟୋଗ କଂଗ୍ରେସର ଏକ ଅପୂରଣୀୟ କ୍ଷତି

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କର ୮୧ ବର୍ଷ ବୟସରେ ଦିଲ୍ଲୀର ଫୋର୍ଟିସ୍‌ ଏସକର୍ଟସ୍‌ ହାର୍ଟ ଇନଷ୍ଟୁଚ୍ୟୁଟରେ ପରଲୋକ ହୋଇଛି। ଦୀର୍ଘ ୧୫ ବର୍ଷକାଳ...

ପରିବେଶ ସୁରକ୍ଷା ପାଇଁ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୩।୭: ପରିବେଶ ସୁରକ୍ଷା ପାଇଁ ସୁପ୍ରିମ୍‌କୋର୍ଟ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଂରକ୍ଷଣ ଏବଂ ପୁନର୍ସ୍ଥାପନା...

ମାଲେସିଆରେ ଜାକିର୍‌ଙ୍କ ଧାର୍ମିକ ଉପଦେଶ ଦେବା ଉପରେ କଟକଣା

କୁଆଲାମ୍ପୁର,୨୦।୮: ବିବାଦୀୟ ଇସଲାମିକ୍‌ ଧର୍ମ ଉପଦେଶକ ଜାକିର୍‌ ନାଇକ୍‌ଙ୍କ ଉପରେ ମାଲେସିଆରେ କଟକଣା ଜାରି ହୋଇଛି। ଏଣିକି ସେ ଧାର୍ମିକ ଉପଦେଶ ଦେଇପାରିବେ ନାହିଁ। ଦେଶର...

ଜମ୍ମୁ-କଶ୍ମୀରରେ ଅତିରିକ୍ତ ୧୦ ହଜାର ସୁରକ୍ଷାକର୍ମୀ: ପ୍ରତି ପଞ୍ଚାୟତରେ ଅଗଷ୍ଟ ୧୫ରେ ଜାତୀୟ ପତାକା ହେବ ଉତ୍ତୋଳନ

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରକୁ ୧୦ ହଜାର ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ପଠାଯିବା ଯିବା ନେଇ ନାନା ଆଲୋଚନା ହେଉଛି। ତେବେ ଏବେ କୁହାଯାଉଛି ଯେ, କେନ୍ଦ୍ର ସରକାର ସ୍ବାଧୀନତା...

ମୋଦି, ଶାହଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ: ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ଚେନ୍ନାଇ,୧ା୫(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବିରୋଧରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ବାଚନ...

ଦେବୀ ସରସ୍ବତୀଙ୍କୁ ଅପମାନ କରି ପ୍ରିନ୍ସପାଲ୍‌ ଗିରଫ

ଭୋପାଳ, ୨।୬: ମଧ୍ୟ ପ୍ରଦେଶର ଭୋପାଳରେ ଦେବୀ ସରସ୍ବତୀଙ୍କୁ ଅପମାନ କରିବା ଅଭିଯୋଗରେ ଏକ ସରକାରୀ କଲେଜର ପ୍ରିନ୍ସପାଲ୍‌ଙ୍କୁ ଗିରଫ କରିଛି ପୋଲିସ। ପ୍ରିନ୍ସପାଲ୍‌ ଏସଏସ...

ଧୋନୀ ଜଣେ ଦେଶଭକ୍ତ: ଗିରିରାଜ

ଲଣ୍ଡନ,୯।୬: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଗ୍ଲୋଭ୍ସ ନେଇ ଚର୍ଚ୍ଚା ଜୋର ଧରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ଭାରତୀୟ ଆର୍ମି...

ପିତାଙ୍କୁ ମୁଖାଗ୍ନି ଦେଇ ୧୨ ବର୍ଷର ଝିଅ କାନ୍ଦି କାନ୍ଦି କହିଲେ ‘ହାପି ଫାଦର୍ସ ଡେ’

ଇନ୍ଦୋର,୧୭।୬: ମଧ୍ୟପ୍ରଦେଶ ଇନ୍ଦୋରର ରିଜିଓନାଲ ପାର୍କ ମୁକ୍ତିଧାମ ଶ୍ମଶାନରେ ଦେଖିବାକୁ ମିଳିଛି ଏକ କରୁଣ ଦୃଶ୍ୟ। ଏଠାରେ ୩୮ ବର୍ଷ ବୟସ୍କ ବ୍ୟବସାୟୀ ଜୟ ଓ୍ବାଟଓ୍ବାନୀଙ୍କ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *