୪୨ ଗ୍ରାମ ବ୍ରାଉନସୁଗାର ଜବତ: ଜଣେ ଗିରଫ

ଜଟଣୀ,୧୧ା୧୧(ଡି.ଏନ.ଏ): ବ୍ରାଉନସୁଗାର କାରବାର ଅଭିଯୋଗରେ ଜଟଣୀ ପୋଲିସ ବୁଧବାର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କୁଦିଆରୀ ବଜାର ଅଞ୍ଚଳର ଅବଦୁଲ ମହମ୍ମଦ। ତାଙ୍କଠାରୁ ୪୨ଗ୍ରାମ ବ୍ରାଉନସୁଗାର ଓ ୪୧,୬୦୦ଶହ ଟଙ୍କା ଜବତ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୪୪୫/୨୦)ରୁଜୁ ହୋଇଛି। ସୂଚନା ଅନୁଯାୟୀ, କୁଦିଆରୀ ବଜାର ମାଲଗୋଦାମ ଛକରେ ଚୋରାରେ ବ୍ରାଉନ୍‌ସୁଗାର ବିକ୍ରି କରୁଥିବା ବେଳେ ପୋଲିସ ଅବଦୁଲଙ୍କୁ ଗିରଫ କରିବା ସହ ବ୍ରାଉନସୁଗାର ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?