ଡିଜେଲ ଟ୍ୟାଙ୍କରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ୪୨ ତୀର୍ଥଯାତ୍ରୀ ଜୀବନ୍ତ ଦଗ୍ଧ

ରିୟାଧ,୧୭।୧୧: ସାଉଦି ଆରବରେ ସୋମବାର ଏକ ଭୟଙ୍କର ଦୁର୍ଘଟଣା ହୋଇଛି। ମକ୍କାରୁ ମଦିନା ଯାଉଥିବା ଏକ ଯାତ୍ରୀବାହୀ ବସ ଏକ ଡିଜେଲ ଟ୍ୟାଙ୍କର ସହିତ ଧକ୍କା ହୋଇଛି। ଧକ୍କ୍‌ା ଫଳରେ ବସ୍‌ରେ ସଙ୍ଗେ ସଙ୍ଗେ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୪୨ ଜଣ ଭାରତୀୟ ଉମରାହ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ହାଇଦ୍ରାବାଦ୍ର ବୋଲି ଜଣାପଡ଼ିଛି। ଯାତ୍ରୀମାନଙ୍କ ମଧ୍ୟରେ ୨୦ ଜଣ ମହିଳା ଏବଂ ୧୧ ଜଣ ପିଲା ଥିଲେ। ଅନେକ ଯାତ୍ରୀ ଶୋଇପଡ଼ିଥିଲେ ଏବଂ ଦୁର୍ଘଟଣା ବିଷୟରେ ଅଜ୍ଞ ଥିଲେ। ଉମରାହ ସମାପ୍ତ କରିବା ପରେ ସେମାନେ ମଦିନା ଅଭିମୁଖେ ଯାଉଥିଲେ। ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମୃତାହତ ଏବଂ ବଞ୍ଚିଥିବା ଲୋକଙ୍କ ସଠିକ ସଂଖ୍ୟା ଏପର୍ଯ୍ୟନ୍ତ ଅସ୍ପଷ୍ଟ। ତଥାପି, ଉଦ୍ଧାର କାର୍ଯ୍ୟ ଜାରି ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଆରମ୍ଭ ହେଲା ଅସଲ ଯୁଦ୍ଧ! ନୂଆ ସଙ୍କଟ ଛିଡା କଲା ଇରାନ, ଭୟରେ ଥରହର ସବୁ ଦେଶ

ନୂଆଦିଲ୍ଲୀ, ୨୫।୩: ଯଦି ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଆପଣଙ୍କୁ ବିଶ୍ୱାସ କରାଇଛି ଯେ ବିଶ୍ୱ ସଙ୍କଟ ଟଳି ଯାଇଛି, ତେବେ ଏହି ଖବର ଉପରେ…

ଶାନ୍ତି ଆଲୋଚନା ଭିତରେ ଗ୍ରାଉଣ୍ଡକୁ ୩୦୦୦ ସେନା ପଠାଇଲେ ଟ୍ରମ୍ପ! ମହାଯୁଦ୍ଧ ନେଲା ଭୟଙ୍କର ମୋଡ

ଓ଼୍ବାଶିଂଟନ,୨୫।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଏକ ବଡ଼ ମୋଡ଼ରେ ପହଞ୍ଚିଛି। ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୋଟିଏ ପଟେ ଯୁଦ୍ଧ ଏଡାଇବା ପାଇଁ…

ଶାନ୍ତି ଆଲୋଚନାରେ ବାଧା ସୃଷ୍ଟି କଲା ସର୍ତ୍ତାବଳୀ: ଟ୍ରମ୍ପଙ୍କ ପାଖରେ ୪ ବଡ଼ ଦାବି କଲା ଇରାନ, ଲିଷ୍ଟ ଦେଖିଲେ…

ଓ୍ବାଶିଂଟନ୍‌,୨୫।୩: ଆମେରିକା-ଇସ୍ରାଏଲ-ଇରାନ ଯୁଦ୍ଧର ୨୬ ତମ ଦିନରେ, ଆଲୋଚନା ପ୍ରୟାସ ଅଧିକ କଷ୍ଟକର ହୋଇଯାଇଛି। ଇରାନ ମଧ୍ୟସ୍ଥିଙ୍କ ମାଧ୍ୟମରେ ଆମେରିକା ନିକଟରେ ଏହାର ପ୍ରମୁଖ ଦାବି ଉପସ୍ଥାପନ…

‘ଯୁଦ୍ଧ ସମାପ୍ତ କରାଇପାରେ ଭାରତ’, ଇସ୍ରାଏଲର ରାଷ୍ଟ୍ରଦୂତଙ୍କ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟକୁ ନେଇ ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୩: ଇରାନ ଯୁଦ୍ଧ ସମାପ୍ତ କରିବାରେ ଭାରତର ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇପାରେ। ନୂଆଦିଲ୍ଲୀରେ ଇସ୍ରାଏଲର ରାଷ୍ଟ୍ରଦୂତ ରୁଭେନ ଆଜାର କହିଛନ୍ତି , ପଶ୍ଚିମ ଏସିଆରେ ଭାରତର ଏକ…

ଗାଧୋଇବାକୁ ଯାଇ ଆଉ ଫେରିନଥିଲେ, ଆଜି ଘୋଡ଼ାହାଡ଼ ନଦୀ ଗଣ୍ଡରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହକୁ ଅଗ୍ନିଶମବାହିନୀ ବୁଧବାର ଉଦ୍ଧାର କରିଛି।…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

‘ଯୁଦ୍ଧ ମଧ୍ୟରେ ଆମେରିକାକୁ ମୂଲ୍ୟବାନ ଉପହାର ପଠାଇଲା ଇରାନ’, ଟ୍ରମ୍ପଙ୍କ ବଡ଼ ସୂଚନା, ସାରା ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି ଯାହା ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଟ୍ରମ୍ପ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri