ରାଜ୍ୟରୁ ଚିହ୍ନଟ ହେଲେ ୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର ୨୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରାଣ୍ଟାଇନ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ଲୋକାଲ କେସ୍‌ ରହିଛନ୍ତି । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗୀରରୁ ୨ଜଣ, କଟକରୁ ୩ଜଣ, ଜଗତସିଂହପୁରରୁ ୩ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୨ଜଣ, କୋରାପୁଟ ଏବଂ ମୟୁରଭଞ୍ଜରୁ ଜଣେ ଆକ୍ରାନ୍ତ ରହିଛନ୍ତି। ସେହିପରି ନବରଙ୍ଗପୁରରୁ ୩ଜଣ, ନୟାଗଡ଼ରୁ ୨ଜଣ, ପୁରୀରୁ ୩ଜଣ, ସମ୍ବଲପୁରରୁ ୨ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୮ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri