Advertisement

ରାଜ୍ୟରୁ ଚିହ୍ନଟ ହେଲେ ୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର ୨୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରାଣ୍ଟାଇନ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ଲୋକାଲ କେସ୍‌ ରହିଛନ୍ତି । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗୀରରୁ ୨ଜଣ, କଟକରୁ ୩ଜଣ, ଜଗତସିଂହପୁରରୁ ୩ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୨ଜଣ, କୋରାପୁଟ ଏବଂ ମୟୁରଭଞ୍ଜରୁ ଜଣେ ଆକ୍ରାନ୍ତ ରହିଛନ୍ତି। ସେହିପରି ନବରଙ୍ଗପୁରରୁ ୩ଜଣ, ନୟାଗଡ଼ରୁ ୨ଜଣ, ପୁରୀରୁ ୩ଜଣ, ସମ୍ବଲପୁରରୁ ୨ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୮ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସ୍ଥାନରେ ଆଜିଯାଏ ପହଞ୍ଚିପାରିନି କରୋନା ଭାଇରସ୍‌

କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ହଟଚମଟ ସୃଷ୍ଟି କରିଛି। ଏହି ମହାମାରୀ ଯୋଗୁ ବିଶ୍ୱରୁ ଲକ୍ଷ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିଛି। ମହାମାରୀର ମୁକାବିଲା ପାଇଁ...

ବ୍ରିଟେନ୍‌ ଫେରନ୍ତାଙ୍କୁ ୧୪ଦିନ ସଙ୍ଗରୋଧ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ) : ବ୍ରିଟେନରେ ଆତଙ୍କ ରଚିଥିବା କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ ଯେପରି ଭାରତ ପ୍ରତି ବିପଦ ସୃଷ୍ଟି ନ କରିବ ସେଥିପାଇଁ କେନ୍ଦ୍ର ସରକାର...

୬୨୮୪ ସରକାରୀ ବିଦ୍ୟାଳୟକୁ ‘ଗରିମା’ ତାମ୍ର ପୁରସ୍କାର

ଭୁବନେଶ୍ୱର, ,୫ା୧୧(ବ୍ୟୁରୋ): ଶିକ୍ଷା କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ରାଜ୍ୟର ୬୨୮୪ ସରକାରୀ ବିଦ୍ୟାଳୟ ‘ଗରିମା’ ତାମ୍ର ପୁରସ୍କାର ପାଇବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ...

ବଲାଙ୍ଗୀର ଏସ୍‌ଡିପିଓ ହୃଷୀକେଶ ମେହେର ନିଲମ୍ବିତ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏସ୍‌ଡିପିଓ ହୃଷୀକେଶ ମେହେରଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ଏ ନେଇ ସୋମବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।...

ଓଡ଼ିଶା ଅଭିମୁଖେ ଜଗା-କାଳିଆ: ପହଞ୍ଚିବା ପରେ ଏସ୍‌ସିବି ଯିବେ

ଭୁବନେଶ୍ୱର, ୬।୯(ବ୍ୟୁରୋ): ଶୁକ୍ରବାର ଦିଲ୍ଲୀ ଏମ୍‌ସ ଛାଡ଼ିଛନ୍ତି ଜଗା -କାଳିଆ। ଡାକ୍ତରଙ୍କ ପ୍ରେସ୍‌ମିଟ୍‌ ପରେ ସେମାନେ ଏମ୍‌ସରୁ ବାହାରିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସରେ ସେମାନଙ୍କୁ ଏମ୍‌ସରୁ ରେଳ...

କଟକ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର

କଟକ ଅଫିସ, ୯।୫: କଟକର ନୂଆ ଡିସିପି ଭାବେ ପିନାକ ମିଶ୍ର ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସହରର ଆଇନଶୃଙ୍ଖଳା, ସାଇବର କ୍ରାଇମ ଓ ଅପରାଧ...

ଶହୀଦ କୋଭିଡ୍‌ ଯୋଦ୍ଧାଙ୍କ ପରିବାରକୁ ସହାୟତା ପ୍ରସଙ୍ଗ: କେନ୍ଦ୍ର ନ ଦେଲେ ରାଜ୍ୟ ଦେବ ୫୦ଲକ୍ଷ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଶହୀଦ ହୋଇଥିବା କୋଭିଡ୍‌ ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିବା ଆର୍ଥିକ ସହାୟତା ନ ଦେଲେ ନିଜେ ପ୍ରଦାନ କରିବେ ରାଜ୍ୟ ସରକାର।...

୧୯ ମାଛ ୧୮.୬୫ ଲକ୍ଷ

ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ...

Advertisement
Archives

Model This Week