ପାସ୍‌ପୋର୍ଟ ଚିରିଦେବାରୁ ଆମେରିକାରେ ଫସିଛନ୍ତି ୪୨ ଛାତ୍ରୀଛାତ୍ର

ଓ୍ବାଶିଂଟନ୍‌, ୧।୩: ହୋଟେଲ କର୍ତ୍ତୃପକ୍ଷ ଭୁଲବଶତଃ ଛାତ୍ରୀଛାତ୍ରଙ୍କ ପାସ୍‌ପୋର୍ଟ ଚିରିଦେବା ଯୋଗୁ ବ୍ରିଟେନର ୪୨ଜଣ ଆମେରିକାରେ ଫସି ରହିଛନ୍ତି। ବ୍ରିଟେନ୍‌ର ଓ୍ବାଲସାଲସ୍ଥିତ ବାର୍‌ବିକୋନ୍‌ ସ୍କୁଲର ୪୨ ଜଣ ଛାତ୍ରୀଛାତ୍ର ସ୍କି ଟ୍ରିପ୍‌ ପାଇଁ ନ୍ୟୁ ହାମ୍ପଶିରେ ଆସିଥିଲେ। ସେମାନେ ରହୁଥିବା ହୋଟେଲର କର୍ତ୍ତୃପକ୍ଷ ଭୁଲବଶତଃ ପାସ୍‌ପୋର୍ଟ ଚିରିଦେବା କାରଣରୁ ସେମାନେ ବ୍ରିଟେନ୍‌ ଫେରିପାରି ନାହାନ୍ତି। ଶନିବାର ସେମାନଙ୍କ ରିଟର୍ନ ଫ୍ଲାଇଟ୍‌ ଥିଲା। ଆବଶ୍ୟକ ଦସ୍ତାବିଜ୍‌ ପାଇଁ ଛାତ୍ରୀଛାତ୍ରଙ୍କୁ ଆହୁରି ୪ ଦିନ ସେଠାରେ ରହିବାକୁ ପଡ଼ିବ। ତେବେ ସ୍କୁଲ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କ ଫେରିବା ବନ୍ଦୋବସ୍ତ କରିବା ନେଇ ଅଭିଭାବକମାନଙ୍କୁ ପୂର୍ଣ୍ଣ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri