ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୨,୬୯୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୮୮ ଏବଂ ସୁନ୍ଦରଗଡ଼ରୁ ୨୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୧୭, ମୟୂରଭଞ୍ଜ ୧୫, ପୁରୀ ୧୪, ଜଗତସିଂହପୁର ୮, ଗଜପତି ୬, ନୂଆପଡ଼ା ୪, ଭଦ୍ରକ, ଯାଜପୁର, ଝାରସୁଗୁଡ଼ା,କଳାହାଣ୍ଡି, ମାଲକାନଗିରି ଏବଂ ନୟାଗଡ଼ରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ, କୋରାପୁଟ ଏବଂ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୪୩।


Enter your email to get our daily news in your inbox.

All Right Reserved By Dharitri.Com

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri