Posted inଜାତୀୟ

ଦିଲ୍ଲୀରେ ଦ୍ୱିତୀୟ ଲହର ନେଲାଣି ୧୦୦ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨୨।୫: କରୋନାର ଦ୍ୱିତୀୟ ଲହର ସାରା ଦେଶରେ ଜାରି ରହିଛି । ହେଲେ ସଂକ୍ରମଣ ବିରୋଧରେ ଲଢୁଥିବା ଡାକ୍ତରଙ୍କ ଜୀବନ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ହୋଇଛି। ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ ଶନିବାର ଦିଆଯାଇଥିବା ସୂଚନା ଦେଶବାସୀଙ୍କ ଚିନ୍ତା ବଢାଇ ଦେଇଛି। କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦେଶର ୪୨୦ ଡାକ୍ତରଙ୍କ ଜୀବନ ନେଇସାରିଛି। ସର୍ବାଧିକ ଦିଲ୍ଲୀରେ ୧୦୦ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା ଆଇଏମ୍‌ଏ ପକ୍ଷରୁ କୁହାଯାଇଛି।

ସେହିପରି ବିହାରରେ ୯୬ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା ବେଳେ ଉତ୍ତର ପ୍ରଦେଶରେ ୪୧, ଆନ୍ଧ୍ରପ୍ରଦେଶରେ ୨୬, ଆସାମରେ ୩, ଗୁଜୁରାଟରେ ୩୧, ଗୋଆରେ ୨,ହରିଆଣାରେ ୨, ମହାରାଷ୍ଟ୍ରରେ ୧୫, ମଧ୍ୟପ୍ରଦେଶରେ ୧୩ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ପଞ୍ଜାବ ଏବଂ ପୁଡୁଚେରୀରେ ଜଣେ ଲେଖାଏଁ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି।

ଅନ୍ୟପକ୍ଷେ କରୋନା ଟେଷ୍ଟିଂରେ ଆଗରେ ରହିଛି ଉତ୍ତରପ୍ରଦେଶ। ଗତ ୨୧ ଦିନ ମଧ୍ୟରେ ଉତ୍ତରପ୍ରଦେଶରେ ୪ କୋଟି ୬୫ ଲକ୍ଷ ଲୋକଙ୍କ କରୋନା ଟେଷ୍ଟିଂ କରାଯାଇଛି। ୧୮ ରୁ ୪୪ ବର୍ଷ ମଧ୍ୟରେ ୧୦ ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri