Posted inଜାତୀୟ

ଦିଲ୍ଲୀରେ ଦ୍ୱିତୀୟ ଲହର ନେଲାଣି ୧୦୦ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨୨।୫: କରୋନାର ଦ୍ୱିତୀୟ ଲହର ସାରା ଦେଶରେ ଜାରି ରହିଛି । ହେଲେ ସଂକ୍ରମଣ ବିରୋଧରେ ଲଢୁଥିବା ଡାକ୍ତରଙ୍କ ଜୀବନ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ହୋଇଛି। ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ ଶନିବାର ଦିଆଯାଇଥିବା ସୂଚନା ଦେଶବାସୀଙ୍କ ଚିନ୍ତା ବଢାଇ ଦେଇଛି। କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦେଶର ୪୨୦ ଡାକ୍ତରଙ୍କ ଜୀବନ ନେଇସାରିଛି। ସର୍ବାଧିକ ଦିଲ୍ଲୀରେ ୧୦୦ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା ଆଇଏମ୍‌ଏ ପକ୍ଷରୁ କୁହାଯାଇଛି।

ସେହିପରି ବିହାରରେ ୯୬ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା ବେଳେ ଉତ୍ତର ପ୍ରଦେଶରେ ୪୧, ଆନ୍ଧ୍ରପ୍ରଦେଶରେ ୨୬, ଆସାମରେ ୩, ଗୁଜୁରାଟରେ ୩୧, ଗୋଆରେ ୨,ହରିଆଣାରେ ୨, ମହାରାଷ୍ଟ୍ରରେ ୧୫, ମଧ୍ୟପ୍ରଦେଶରେ ୧୩ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ପଞ୍ଜାବ ଏବଂ ପୁଡୁଚେରୀରେ ଜଣେ ଲେଖାଏଁ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି।

ଅନ୍ୟପକ୍ଷେ କରୋନା ଟେଷ୍ଟିଂରେ ଆଗରେ ରହିଛି ଉତ୍ତରପ୍ରଦେଶ। ଗତ ୨୧ ଦିନ ମଧ୍ୟରେ ଉତ୍ତରପ୍ରଦେଶରେ ୪ କୋଟି ୬୫ ଲକ୍ଷ ଲୋକଙ୍କ କରୋନା ଟେଷ୍ଟିଂ କରାଯାଇଛି। ୧୮ ରୁ ୪୪ ବର୍ଷ ମଧ୍ୟରେ ୧୦ ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲରେ ମାଡ଼: ସବୁଥିରେ ଦର ବଢ଼ିବ

ନୂଆଦିଲ୍ଲୀ,୬।୭ (ପି.ଟି.): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପାର୍ଲାମେଣ୍ଟରେ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପୂର୍ଣ୍ଣକାଳୀନ...

କରୋନାକୁୁ ଜିତିବାକୁ ହେଲେ ଆମେରିକା ରାଷ୍ଟ୍ରପତିଙ୍କୁ କରିବାକୁ ପଡ଼ିବ ଏହି କାମ: ପୁନାଓ୍ବାଲା

ନୂଆଦିଲ୍ଲୀ,୧୬।୪: ଦେଶ ଓ ବିଶ୍ୱରେ ଦିନକୁ ଦିନ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ବିଶ୍ୱର ସର୍ବବୃହତ ଭାକ୍ସିନ...

ସ୍ବଚ୍ଛତା ଅଭିଯାନ ଜନକଙ୍କୁ ଭୁଲି ଗଲେ ମୋଦି ସରକାର

ମୁମ୍ବାଇ,୩।୧୦: କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କ୍ଷମତାକୁ ଆସିବା ପରେ ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି। ତେବେ କେନ୍ଦ୍ର ସରକାର ସ୍ବଚ୍ଛତା ଅଭିଯାନ...

ଓଟିଟି ଉପରେ ଅଙ୍କୁଶ ଲାଗିବ

ନୂଆଦିଲ୍ଲୀ,୧୭ା୨(ପି.ଟି.): ନେଟ୍‌ଫ୍ଲିକ୍ସ ଓ ଆମାଜନ୍‌ ପ୍ରାଇମ୍‌ ଭଳି ଓଭର ଦି ଟପ୍‌(ଓଟିଟି) ପ୍ଲାଟଫର୍ମ ଉପରେ ଅଙ୍କୁଶ ଲଗାଇବା ପାଇଁ ପଦକ୍ଷେପ ନେବାକୁ ଚିନ୍ତା କରୁଥିବା ସୁପ୍ରିମକୋର୍ଟକୁ...

ନିଖୋଜ ବାୟୁସେନା ବିମାନର ବ୍ଲାକ୍‌ବକ୍ସ ମିଳିଲା:ସମସ୍ତ ୧୩ ଯାତ୍ରୀ ମୃତ

ନୂଆଦିଲ୍ଲୀ,୧୪ା୬:ନିଖୋଜ ବାୟୁସେନା ବିମାନ ଏନ୍‌-୩୨ର ଭଗ୍ନାବଶେଷ ଅରୁଣାଚଳର ଏକ ଘଞ୍ଚ ଜଙ୍ଗଲଘେରା ପାର୍ବତ୍ୟାଞ୍ଚଳରୁ ମିଳିଛି। ତେବେ ଏଥିରେ ଥିବା ସମସ୍ତ ୧୩ ଜଣ ଯାତ୍ରୀ ପ୍ରାଣ...

ଜୁଲାଇ ୧୨ରେ ଦେଓଗର ଗସ୍ତ କରିବେ ମୋଦି: ଅନେକ ଯୋଜନାର କରିବେ ଶିଳାନ୍ୟାସ

ରାଞ୍ଚି,୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁଲାଇ ୧୨ରେ ଝାଡ଼ଖଣ୍ଡର ବିଶ୍ୱ ପ୍ରସିଦ୍ଧ ଦେବଭୂମି ଦେଓଘର ଗସ୍ତ କରିବେ। ସେଠାରେ ସେ ୧୧-୧୨ ଗୁରୁତ୍ୱପୂର୍ଣ୍ଣ ଯୋଜନାର ଶିଳାନ୍ୟାସ...

ମୃତ୍ୟୁ ପ୍ରମାଣପତ୍ର ନୀତି ଉପରେ କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୪।୫: ପ୍ରାଣ ହରାଇଥିବା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କଲାବେଳେ ଗୋଟିଏ ନୀତି ଅବଲମ୍ବନ କରାଯିବା ଦରକାର ବୋଲି କେନ୍ଦ୍ର ସରକାରଙ୍କୁ ସୋମବାର...

ନାବାଳିକା ସ୍ତ୍ରୀଙ୍କ ସହିତ ଶାରୀରିକ ସମ୍ପର୍କ ବଳାତ୍କାର ସହିତ ସମାନ, ହାଇକୋର୍ଟଙ୍କ ରାୟ…

ଭୋପାଳ,୨୧।୧୧: ମଧ୍ୟପ୍ରଦେଶ ହାଇକୋର୍ଟର ଗ୍ବାଲିୟର୍‌ ବେଞ୍ଚ ଜଣେ ବ୍ୟକ୍ତିଙ୍କୁ ତାଙ୍କ ନାବାଳିକା ସ୍ତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ଜାମିନ ପ୍ରଦାନ କରିବାକୁ ମନା...

Advertisement
Archives

Model This Week