Posted inଜାତୀୟ

ଦେଶରେ ସ୍ଥାପିତ ହେବ ୪୨୦ ଇ-ହସ୍ପିଟାଲ

ନୂଆଦିଲ୍ଲୀ,୧୦।୨: ଦେଶରେ ଡିଜିଟାଲ ଇଣ୍ଡିଆ ପ୍ରୟାସ ଅନ୍ତର୍ଗତ ୪୨୦ ଇ- ହସ୍ପିଟାଲ ସ୍ଥାପନ କରାଯିବ। କେନ୍ଦ୍ର ସରକାରଙ୍କ ଯୋଜନା ମାଧ୍ୟମରେ ଏହା ପରିଚାଳିତ ହେବ ବୋଲି ସୂଚନା ପ୍ରଯୁକ୍ତି ମନ୍ତ୍ରୀ ରବି ଶଙ୍କର ପ୍ରସାଦ ବୁଧବାର ପ୍ରକାଶ କରିଛନ୍ତି। ଏହା ଦ୍ୱାରା ରୋଗୀଙ୍କ ବହୁ ସମସ୍ୟା ଘରେ ବସି ସମାଧାନ ହୋଇପାରିବ। ସ୍ବାସ୍ଥ୍ୟ ସେବା ଏହା ଯୋଗୁ ଅଧିକ ସହଜ ହୋଇପାରିବ। ସେମାନଙ୍କୁ ଏଥିପାଇଁ ହସ୍ପିଟାଲରେ ଆଉ ଘଣ୍ଟା ଘଣ୍ଟା ପ୍ରତୀକ୍ଷା କରିବାକୁ ପଡ଼ିବ ନାହିଁ। ୨୦୧୫ ସେପ୍ଟେମ୍ବରଠାରୁ ଇତିମଧ୍ୟରେ ଏକ୍ଷେତ୍ରରେ ୧୮.୩୭ କୋଟି ଟଙ୍କାର କାରବାର ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ଡାକ୍ତର ସିଧାସଳଖ ରୋଗୀଙ୍କ ସହିତ ଡିଜିଟାଲ ପ୍ଲାଟର୍ଫମରେ ଯୋଡ଼ି ହୋଇ ପାରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri