CORONAVIRUS UPDATE: ରାଜ୍ୟରେ ୪୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ସର୍ବାଧିକ ୧୮୩୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୧୮୩୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୧୧୮ ଏବଂ ୭୧୫ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ତେବେ ଆଜି ମୋଟ୍‌ ୨୯ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୯୮, ଗଞ୍ଜାମରୁ ୨୭୯ ଏବଂ ରାୟଗଡ଼ାରୁ ୧୫୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୯, ବାଲେଶ୍ୱର ୬୯, ବରଗଡ଼ ୮, ଭଦ୍ରକ ୫୦, ବଲାଙ୍ଗୀର ୩୭, ବୌଦ୍ଧ ୩୪, କଟକ ୧୨୪, ଢେଙ୍କାନାଳ ୪୩, ଗଜପତି ୩୫, ଜଗତସିଂହପୁର ୧୬, ଯାଜପୁର ୬୦, ଝାରସୁଗୁଡ଼ା ୩୦, କଳାହାଣ୍ଡି ୮୪, କନ୍ଧମାଳ ୧୬, କେନ୍ଦ୍ରାପଡ଼ା ୩୪, କେନ୍ଦୁଝର ୧୬, କୋରାପୁଟ ୪୭, ମାଲକାନଗିରି ୩୬, ମୟୂରଭଞ୍ଜ ୩୪, ନବରଙ୍ଗପୁର ୧୧, ନୟାଗଡ଼ ୬୧, ନୂଆପଡ଼ା ୧, ପୁରୀ ୬୭, ସମ୍ବଲପୁର ୩୯, ସୋନପୁର ୩୩ ଏବଂ ସୁନ୍ଦରଗଡ଼ରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦ରେ ପହଞ୍ଚିଥିବା ବେଳେ ୨୬,୮୮୭ ଜଣ ସୁସ୍ଥ ହୋଇଛନ୍ତି। ୧୫,୩୭୦ ଜଣ ଚିକିତ୍ସିତ ହେଉଛନ୍ତି। ୨୪୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri