ଟ୍ରଲର ଧକ୍କାରେ ଦମ୍ପତି ଗୁରୁତର

ପାଟଣା,୧୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ପୁଟୁଳିଆ ପେଟ୍ରୋଲ ପମ୍ପ ବାଙ୍କ ନିକଟରେ ସୋମବାର ପୂର୍ବାହ୍ନରେ ଏକ ଟ୍ରଲର ଧକ୍କାରେ ଦମ୍ପତି ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ସେହି ଦମ୍ପତି ହେଉଛନ୍ତି ସଦର ଥାନା କାଠଭାରୀ ପଞ୍ଚାୟତ ପୁଇପାଣି ଗ୍ରାମର ବେଣୁଧର ମହାନ୍ତ ଓ ତାଙ୍କ ସ୍ତ୍ରୀ ଭକ୍ତିରାଣୀ ମହାନ୍ତ।
ସୂଚନା ଅନୁଯାୟୀ, ଏହି ଦମ୍ପତି ପୁଟୁଳିଆ ପାର୍ଶ୍ୱରୁ ପାଟଣା ଆଡ଼କୁ ସାଇକେଲ ଯୋଗେ ଆସୁଥିବାବେଳେ ପାଟଣା ପାର୍ଶ୍ୱରୁ ଯାଉଥିବା ଏକ ଟ୍ରଲର ସହ ପୁଟୁଳିଆ ବାଙ୍କ ନିକଟରେ ଧକ୍କା ହୋଇଥିଲା। ବେଣୁଧରଙ୍କ ଅବସ୍ଥା ସଙ୍କଟଜନକ ରହିଛି।


All Right Reserved By Dharitri.Com

କଣ୍ଟେନର ଓଲଟି ୨୨ ଗୋରୁ ମୃତ

ଜଳେଶ୍ୱର, ୧୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନାଞ୍ଚଳ ମଧ୍ୟ ଦେଇ ଯାଇଥିବା ୬୦ ନଂ. ଜାତୀୟ ରାଜପଥରେ ଗୋରୁ ମାଫିଆମାନେ ପ୍ରତ୍ୟହ ଶହଶହ କଣ୍ଟେନର, ଟ୍ରକ ଏବଂ...

ବାଛୁରୀପଡ଼ାରେ ବାଣ କାରଖାନା ଠାବ: ୫ଲକ୍ଷ ଟଙ୍କାର ବିସ୍ଫୋରକ ସାମଗ୍ରୀ ଜବତ, ୨ ଗିରଫ

ରୂପ୍‌ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତବର୍ତ୍ତୀ ରୂପ୍‌ସା ନିକଟସ୍ଥ ବୈଶିଙ୍ଗା ଥାନା ବାଛୁରୀପଡ଼ା ଗାଁରେ ବେଆଇନ ବାଣ କାରଖାନା ଠାବ ହୋଇଛି। ସ୍ବତନ୍ତ୍ର ପୋଲିସ ଟିମ୍‌...

ଟ୍ରକ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ,ସ୍ବାମୀ ଓ ଝିଅ ଗୁରୁତର

କେନ୍ଦୁଝର, ୯ା୭ (ସ୍ବ.ପ୍ର.)- ସଦର ଥାନା ଅନ୍ତର୍ଗତ ରାଇସୁଆଁ ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍‌ ଧକ୍କାରେ ସ୍ବାମୀ ଓ ଝିଅଙ୍କ ସହ...

ପୂର୍ବଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ : ଜଣଙ୍କୁ ହତ୍ୟା

ଠାକୁରମୁଣ୍ଡା,୧୮।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତ ନଦା ଗ୍ରାମରେ ବୁଧବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣରେ ଜଣଙ୍କୁ ହତ୍ୟା...

ପାଠକଙ୍କୁ ବାନ୍ଧିରଖେ କବିତାର ଭାଷାବିନ୍ୟାସ

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱରର ଏକ ଘରୋଇ ହୋଟେଲ ପରିସରରେ ମାସିକ ସାହିତ୍ୟ ପତ୍ରିକା ‘ସାଗରିକା’ର ୫୦ତମ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଛି। ଏଥିରେ ବହୁ...

ବାଲିଆପାଳରେ ବୃଦ୍ଧି ପାଉଛି ଡେଙ୍ଗୁ ଜ୍ୱର: ୨୮ଜଣଙ୍କ ରକ୍ତ ନମୁନା ସଂଗ୍ରହ

ବାଲିଆପାଳ,୧୯।୯(ଡି.ଏନ.ଏ.)-ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ଏବେ ଡେଙ୍ଗୁ ଜ୍ୱର ବୃଦ୍ଧି ପାଉଛି ା ଏ ନେଇ ସାଧାରଣ ଲୋକଙ୍କ ଭିତରେ ନାନା ଆଶଙ୍କା ପ୍ରକାଶ ପାଇଛି।...

ଶିକ୍ଷକ ପଦବୀ ପୂରଣ ଦାବି: ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା

ବାହାନଗା,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନ ଥିବାରୁ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି।...

କମେଣ୍ଟମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ଫୋର୍ସ ମୁତୟନ

ବନ୍ତ,୧୮।୬(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଥାନା ଅଧୀନ ପୁରୁଷଣ୍ଢ ଗ୍ରାମର ବଣିଆ ସାହି ଓ କୋଦମଛକି ସାହିର ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି...

Leave a comment

Your email address will not be published. Required fields are marked *