Posted inଜାତୀୟ

ସୁପ୍ରିମକୋର୍ଟରେ ଖାରଜ ହେଲା ଆଶାରାମଙ୍କ ଜାମିନ

ନୂଆଦିଲ୍ଲୀ,୧୫।୭: ଆତ୍ମ ଘୋଷିତ ଭଗବାନ ଆଶାରାମ ବାପୁଙ୍କ ବିରୋଧରେ ଗୁଜରାଟରେ ହୋଇଥିବା ଏକ ବଳାତ୍କାର ମାମଲାର ଜାମିନ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରି ଦେଇଛନ୍ତି। ୨ ଜଣିଆ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଦେବା ପରେ ଜଷ୍ଟିସ ଏନ୍‌ ଭି ରମଣ କହିଛନ୍ତି ଟ୍ରାଏଲ ସରିବା ପରେ ହିଁ ଅଭିଯୁକ୍ତଙ୍କୁ ଜାମିନ ମିଳିପାରିବ। ଗୁଜୁରାଟର ଟ୍ରାଏଲ କୋର୍ଟକୁ ସୁପ୍ରିମକୋର୍ଟ ଏହାର ଟ୍ରାଏଲ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୩ରେ ସୁରଟର ଦୁଇ ଭଉଣୀ ଆଶାରାମ ବାପୁ ଓ ତାଙ୍କ ପୁଅ ନାରାୟଣ ସାଇଙ୍କ ବିରୋଧରେ ବଳାତ୍କାର ଅଭିଯୋଗ କରିଥିଲେ।


All Right Reserved By Dharitri.Com

ବାର୍‌ କାଉନ୍‌ସିଲ ଗଲା ହିନ୍ଦୁ ମହାସଭା

ନୂଆଦିଲ୍ଲୀ,୧୮-୧୦(ପି.ଟି.):ଅଯୋଧ୍ୟା ମାମଲା ଶୁଣାଣିର ଶେଷଦିନରେ ରାମଙ୍କ ଜନ୍ମସ୍ଥାନ ରହିଥିବା ମ୍ୟାପ୍‌କୁ ଚିରିଦେଇଥିବା ମୁସ୍‌ଲିମ ପକ୍ଷ ଓକିଲ ରାଜୀବ ଧଓ୍ବନଙ୍କ ବିରୋଧରେ ହିନ୍ଦୁ ମହାସଭା ବାର୍‌ କାଉନ୍‌ସିଲ୍‌...

କୋର୍ଟରେ ହାଜର ହେଲେ ଚିନ୍ମୟାନନ୍ଦ

ଶାହଜାହାନପୁର,୭ା୧(ପି.ଟି.)-ଯୌନ ଶୋଷଣ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ସୋମବାର ସ୍ଥାନୀୟ ଅଦାଲତରେ ହାଜର ହୋଇଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ୨୦ ତାରିଖକୁ ଧାର୍ଯ୍ୟ କରାଯାଇଛି।...

ଜୟପୁରରେ ଫିଲ୍ମ ‘ପାନିପତ’କୁ ବିରୋଧ

ଜୟପୁର,୯।୧୨: ବଡ଼ ପରଦାରେ ଫିଲ୍ମ ‘ପାନିପତ’ ରିଲିଜ୍‌ ହୋଇଛି। ରିଲିଜ୍‌ ପରେ ବି ଏହାକୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଉଛି। ରାଜସ୍ଥାନର ଜୟପୁର ଓ ଉତ୍ତରପ୍ରଦେଶର...

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ଆମ ନିଦ ଫେରାଇଦିଅ

ଶ୍ରୀନଗର, ୨୮ା୮(ପି.ଟି.) :ପ୍ରବେଶପଥକୁ ତିନୋଟି କାଠଗଣ୍ଡି, କେତେ ଖଣ୍ଡ ଟିଣ ଓ ଭଙ୍ଗାଇଟା ସହ ଏଭଳି ଅନେକ ପ୍ରତିବନ୍ଧକରେ ଅବରୋଧ କରାଯାଇଛି, ଯାହାକି ପୋଲିସ ଗାଡ଼ିଗୁଡ଼ିକୁ...

ଓଲଟିଲା ଡଙ୍ଗା: ୨୦ ନିଖୋଜ

ମେଦିନାପୁର, ୩୦।୯: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁରରେ ଏକ ଅଘଟଣ ଘଟିଛି। ପୂର୍ବ ମେଦିନାପୁରରେ ଏକ ଡଙ୍ଗା ବୁଡିଯିବାରୁ ୨୦ ଜଣ ଲୋକ ନିଖୋଜ ହୋଇଯାଇଛନ୍ତି। ଆବଶ୍ୟକଠାରୁ...

ସାର୍କ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ନୂଆଦିଲ୍ଲୀ, ୧୪।୩: ଚାଇନା ପରେ ଇଟାଲି, ଇରାନ, ଦକ୍ଷିଣ କୋରିଆ ଆଦି ଦେଶଗୁଡ଼ିକରେ କରୋନା ଉଗ୍ରରୂପ ଧାରଣ କରିଥିବା ବେଳେ ଦକ୍ଷିଣ ଏସିଆର ଅନ୍ୟ ଦେଶଗୁଡ଼ିକ...

ବୁର୍ଖା ପିନ୍ଧି କଲେଜ ଆସିବା ଉପରେ କଟକଣା: ଉଲ୍ଲଂଘନ କଲେ ୨୫୦ ଟଙ୍କା ଜରିମାନା

ପାଟନା,୨୫।୧: ବିହାରରେ ଏକ ମହିଳା କଲେଜରେ ଛାତ୍ରୀଙ୍କ ବୁର୍ଖା ପିନ୍ଧି ଆସିବା ଉପରେ କଟକଣା ଲଗାଯାଇଛି। ଛାତ୍ରୀମାନେ ଶନିବାରକୁ ଛାଡ଼ି ଅନ୍ୟ ଦିନ କଲେଜର ଡ୍ରେସ୍‌...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୨୯।୮: ପାକିସ୍ତାନ ଗୁରୁବାର ପୂର୍ବାହ୍ନ ୧୧ଟା ୩୦ରେ ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାର ପୁଞ୍ଚ୍‌ ଜିଲାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସ୍ଥାନୀୟ ମେଣ୍ଢର ସେକ୍ଟରରେ ପାକିସ୍ତାନ...

Leave a comment

Your email address will not be published. Required fields are marked *