ଦାଦାବଟିକୁ କେନ୍ଦ୍ର କରି ଆକ୍ରମଣ: ଦୁର୍ବୃତ୍ତମାନଙ୍କ ଇଟା ମାଡ଼ରେ ଜଣେ ଆହତ, ସିସିଟିଭି ଯାଞ୍ଚ କରୁଛି ପୋଲିସ

ପୁରୀ ଅଫିସ,୧୫।୭: ଦାଦାବଟିକୁ କେନ୍ଦ୍ର କରି ଟାଉନ୍‌ ଥାନା ଅନ୍ତର୍ଗତ ନରେନ୍ଦ୍ରକୋଣସ୍ଥିତ ଏକ ଶୋ’ରୁମ୍‌ରେ ଦୁର୍ବୃତ୍ତମାନେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ମାରଣାସ୍ତ୍ରରେ ଶୋ’ରୁମ୍‌ର ଝରକା କାଚ ଭାଙ୍ଗିବା ସହ କର୍ମଚାରୀଙ୍କୁ ଧମକଚମକ ଦେଇଛନ୍ତି। ଏଥିସହ ରାସ୍ତା ଉପରୁ ଇଟା ମାଡ଼ କରିବା ଯୋଗୁ ଶୋ’ରୁମ ମାଲିକଙ୍କ ଦାଦା ଉଦ୍ଧବ ଚରଣ ପୃଷ୍ଟି ଆହତ ହୋଇଛନ୍ତି। ଏ ନେଇ ମାଲିକ ପ୍ରଭାତ କୁମାର ପାତ୍ର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଯାଞ୍ଚ କରିଛି।


All Right Reserved By

ଫନୀ: ଘରଭଙ୍ଗା ସହାୟତା ୭ କୋଟି ୫୮ ହଜାର ଟଙ୍କା ମଞ୍ଜୁର

ଭୁବନେଶ୍ୱର,୧୪।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲାରେ ଘର ହରାଇଥିବା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସହାୟତା ରାଶି ଘୋଷଣା କରିଛନ୍ତି।...

ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ...

ବଳକା ଧାନ କିଣୁନି ସମିତି, ଚାଷୀ ଅସନ୍ତୋଷ

ବାଲିଆପାଳ, ୩|୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଚାଷୀଙ୍କଠୁ ସିଧାସଳଖ ଧାନ କିଣିବା ପାଇଁ ସେବା ସମବାୟ ସମିତିକୁ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି ା ସରକାର...

ପାଟକୁରା ନିର୍ବାଚନ ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ଗତ ସାଧାରଣ ନିର୍ବାଚନରେ ସ୍ଥଗିତ ରହିଥିବା ପାଟକୁରା ବିଧାନସଭା ଆସନର ଭୋଟ ଗ୍ରହଣ ଗତ ୨୦ ତାରିଖରେ ହୋଇଥିଲା। କେନ୍ଦ୍ରାପଡ଼ା ସ୍ବଂୟ...

ଅସରାଏ ବର୍ଷାରେ ଜଳମଗ୍ନ ରାଜଧାନୀ : ଇସ୍କନ ମନ୍ଦିର ସମ୍ମୁଖରେ ଭାସିଲା କାର

ଭୁବନେଶ୍ୱର, ୧।୭ (ବ୍ୟୁରୋ): ରବିବାର ସନ୍ଧ୍ୟାରେ ପ୍ରାୟ ୧ ଘଣ୍ଟାର ବର୍ଷା ଦେଶର ୧ ନମ୍ବର ସ୍ମାର୍ଟସିଟି ଭୁବନେଶ୍ୱରର ଅବସ୍ଥାକୁ କଦର୍ଯ୍ୟ କରିଦେଇଥିଲା। କେଉଁଠି ଅଣ୍ଟାଏ,...

ଆହୁରି ୨୪ ଘଣ୍ଟା ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୨୮ା୫(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଗୁଳୁଗୁଳି ଯୋଗୁ ଘର ଭିତରେ...

ଭୁବନେଶ୍ୱରରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର: ଶେଷ ଦର୍ଶନ ଲାଗି କଳିଙ୍ଗ ଷ୍ଟାଡିୟମରେ ଲୋକଙ୍କ ଭିଡ଼

ଭୁବନେଶ୍ୱର,୨।୬(ବ୍ୟୁରୋ): ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ନିମନ୍ତେ ଏହାକୁ କଳିଙ୍ଗ ଷ୍ଟାଡିୟମରେ ରଖାଯାଇଛି। ତେବେ କଳ୍ପନାଙ୍କ ଶେଷ ଦର୍ଶନ...

ପ୍ରତିଶ୍ରୁତି ପୂରଣ କଲାନି ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ

ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *