ମଦ ସହ ସ୍କୁଟି ଜବତ, ୩ ଗିରଫ

ବଇଣ୍ଡା,୧୫।୭(ଡି.ଏନ.ଏ.)-ହଣ୍ଡପା ପୋଲିସ ରବିବାର ରାତିରେ ବିଭିନ୍ନ ଗ୍ରାମରେ ଚଢାଉ କରି ମଦ ସହିତ ସ୍କୁଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ଲୁହାମୁଣ୍ଡା ଗ୍ରାମର ନରେନ୍ଦ୍ର ସ୍ବାଇଁ ବଇଣ୍ଡାରୁ ଏକ ସ୍କୁଟିରେ ୧୨ଟି ବିଦେଶୀ ମଦ ବୋତଲ ନେଇ ଲୁହାମୁଣ୍ଡା ଢାବାକୁ ଯାଉଥିବାବେଳେ ପୋଲିସ ହାତରେ ଧରାପଡ଼ିଥିଲେ। ସେହିପରି ଲୁହାମୁଣ୍ଡା ଗ୍ରାମରେ ଚଢାଉ କରି ବେକୁ ସେଠୀଙ୍କ ଘରୁ ୨୨ଟି ପାଉଚ ମଦ ଜବତ କରାଯାଇଛି। ସେହିପରି ଚାକୁଣ୍ଡାମୁଣ୍ଡା ଗ୍ରାମର ନିତ୍ୟାନନ୍ଦ ବେହେରାଙ୍କ ଘରୁ ୨୫ଟି ପାଉଚ ମଦ ଜବତ କରାଯାଇଛି। ଏଥିସହ ସେମାନଙ୍କୁ ଗିରଫ କରାଯାଇଛି। ଏମାନେ ଚୋରା ମଦ ବିକ୍ରି କରୁଥିବା ଖବରପାଇ ହଣ୍ଡପା ଆଇଆଇସି ଲବ ବୋଡ଼ା, ଏଏସଆଇ କୁନି ବାରିକ, ଫାଣ୍ଡି ଅଧିକାରୀ ଆର ବିଶ୍ୱାଳ ପ୍ରମୁଖ ଚଢାଉ କରିଥିଲେ। ଏ ନେଇ ନଂ. ୧୧୮/୧୯, ୧୧୯/୧୯, ୧୨୦/୧୯ରେ ୩ଟି ମାମଲା ରୁଜୁ କରାଯାଇ ସେମାନଙ୍କୁ ଆଠମଲ୍ଲିକ କୋର୍ଟ ଚାଲାଣ କରାଯାଇଛି।


All Right Reserved By

ତାଳଚେରରେ ବ୍ରଜକିଶୋର ୧୬୨୬୦ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୬୨୬୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ...

ରାଜପଥରୁ ଡକାୟତି ଯୋଜନା ପଣ୍ଡ: ମାଷ୍ଟରମାଇଣ୍ଡ ସହ ୬ ଦୁର୍ବୃତ୍ତ ଗିରଫ

ଅନୁଗୋଳ ଅଫିସ, ୩।୭-ଅନୁଗୋଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଟ୍ରକ୍‌ ଗୁଡ଼ିକରୁ ଡକାୟତି ପାଇଁ ଯୋଜନା ବେଳେ ସୋମବାର ରାତିରେ ପୋଲିସ ମାଷ୍ଟରମାଇଣ୍ଡ ସହ ୬...

ମତଦାତାଙ୍କୁ ଟାଣିଲା ମଡେଲ ବୁଥ୍‌

କାମାକ୍ଷାନଗର, ୨୪।୪(ଡି.ଏନ୍‌.ଏ.)- ସାରା ରାଜ୍ୟରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌), ଭିଭିପିଏଟିରେ ଯାନ୍ତ୍ରିକ ତ୍ରୁଟି ମତଦାତାଙ୍କ ମନରେ ଅସନ୍ତୋଷକୁ ଦ୍ୱିଗୁଣିତ କରିଥିବାବେଳେ ଆଦର୍ଶ ବୁଥରେ କିନ୍ତୁ...

ଜେଲ ଗଲେ ୪ ଇଞ୍ଜିନିୟରିଂ ଛାତ୍ର

ଭୁବନେଶ୍ୱର/ଜଟଣୀ/ଯାଁଳା, ୮।୭(ବ୍ୟୁରୋ/ଡି.ଏନ୍‌.ଏ.) : ଇଞ୍ଜିନିୟରିଂ ପାଠ ପଢି ହାଇଟେକ ଉପାୟରେ ଲୁଟ କରୁଥିଲେ। ଏଭଳି ଏକ ଲୁଟେରା ଗ୍ୟାଙ୍ଗର ସଦସ୍ୟଙ୍କୁ ଧରିବାରେ ସଫଳ ହୋଇଛି ଜଟଣୀ...

ଲାଞ୍ଚ ନେଇ ଧରାପଡିଲେ ବୀରମହାରାଜପୁର ଆର୍‌ଆଇ

ସୋନପୁର,୨୩।୭(ନି.ପ୍ର.): ସୋନପୁର ଜିଲା ବୀରମହାରାଜପୁର ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ଅରୁଣ କୁମାର ପୁରୋହିତ ୨୫୦୦ଟଙ୍କା ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁବର୍ଣ୍ଣପୁର...

୨୫ରୁ ଊର୍ଦ୍ଧ୍ୱ ଦିନ ହେବ ଏଟିଏମ୍‌ ଅଚଳ: ୬ ପଞ୍ଚାୟତ ଲୋକେ ହନ୍ତସନ୍ତ

ମାଧପୁର, ୧୭।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ବଜାର ଉପକଣ୍ଠରେ ଥିବା ଏକମାତ୍ର ଗ୍ରାମ୍ୟବ୍ୟାଙ୍କ ଏଟିଏମ୍‌ ଦୀର୍ଘ ୨୫ ଦିନରୁ ଊର୍ଦ୍ଧ୍ୱ ହେବ...

ଠକେଇ ଅଭିଯୋଗରେ ୪ ନକଲି ଖବରଦାତା ଗିରଫ : ବିଭିନ୍ନ ସାମଗ୍ରୀ ଜବତ

ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ...

ବର୍ଷା ନାହିଁ, ଅଟକିଯାଇଛି ଚାଷ କାର୍ଯ୍ୟ:ବୁଣା ସରିଲାଣି, ରୁଆ ମନ୍ଥର

ଅନୁଗୋଳ ଅଫିସ, ୧୬।୭ ଜୁନ ଯାଇ ଜୁଲାଇ ଅଧା ହେଲାଣି। ଏପରି ସମୟରେ ଚାଷ କାର୍ଯ୍ୟ ଜୋର ଧରିବା କଥା। ହେଲେ ଜୁନ ପରି ଜୁଲାଇରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *