କବି ରମେଶଙ୍କୁ ଶ୍ରେଷ୍ଠ ସାହିତ୍ୟ ସମ୍ମାନ

ବଇଣ୍ଡା,୧୫।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ତ୍ରିଧାରା ସାହିତ୍ୟ ସଂସଦର ସମ୍ପାଦକ କବି ରମେଶଚନ୍ଦ୍ର ମିଶ୍ରଙ୍କୁ ରବିବାର ଶ୍ରେଷ୍ଠ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। କେନ୍ଦୁଝର ଘଟଗାଁରେ ସଂଯୋଗୀ ସଜଫୁଲ ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ଉତ୍ତରୀୟ ଓ ମାନପତ୍ର ଦେଇ ମୁଖ୍ୟଅତିଥି କଳ୍ପନା ମହାନ୍ତି ତାଙ୍କୁ ଶ୍ରେଷ୍ଠ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାହିତି୍ୟକ ନରେନ୍ଦ୍ର କୁମାର ବେହେରା, ନରେନ୍ଦ୍ର କୁମାର ସ୍ବାଇଁ, ହେମନ୍ତ ରାଉତ, ଉପେନ୍ଦ୍ର ଦାଶ ଯୋଗ ଦେଇଥିଲେ। ମିଶ୍ରଙ୍କୁ ବିଭିନ୍ନ ସଙ୍ଗଠନ ପକ୍ଷରୁ କୃତଜ୍ଞତା ଜଣାଯାଇଛି।


All Right Reserved By Dharitri.Com

ଆଜି ଉଦ୍‌ଘାଟନ ହେବ ମେଡିକାଲର ୨ ୱାର୍ଡ

ଅନୁଗୋଳ ଅଫିସ, ୧୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଜେରିଆଟିକ୍‌ ଓ ଚକ୍ଷୁ ବିଭାଗର ଦୁଇଟି ୱାର୍ଡ ଉଦ୍‌ଘାଟନ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ...

ପୃଥକ୍‌ ଦୁର୍ଘଟଣାରେ ୪ ମୃତ

ଢେଙ୍କାନାଳ ଅଫିସ,୨୮ା୫ଢେଙ୍କାନାଳ ସହରରେ ସୋମବାର ଦୁଇଟି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏକ ଟ୍ରକ୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏକ ଟିପ୍ପର...

ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ଢେଙ୍କାନାଳ ଅଫିସ,୧୮।୭-ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁବାର ଅପରାହ୍ନରେ ବଜ୍ରପାତ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏଥିସହ ବିଦ୍ୟୁତ୍‌ ସରବରାହରେ ବିଭ୍ରାଟ ଦେଖାଦେଇଛି। ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି...

ବଣସିଂହରେ ଗଡ଼ିଲା ପ୍ରଥମ ରଥ

ଢେଙ୍କାନାଳ ଅଫିସ, ୫।୭-ଢେଙ୍କାନାଳ ସଦର ବ୍ଲକ ବଣସିଂହରେ ଚଳିତବର୍ଷ ପ୍ରଥମ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗୋଟିଏ ରଥରେ ମହାପ୍ରଭୁ ଜଗନ୍ନାଥ, ଭଉଣୀ ଦେବୀ ସୁଭଦ୍ରା ଏବଂ...

ବ।ରମ୍ବ।ର ବିଦ୍ୟୁତ ବିଭ୍ରାଟ ନେଇ ଉତ୍ତେଜନା: ୨ କର୍ମଚାରୀ ଅଟକ

ବଅଁରପାଳ,୨୩।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ବଉଳିଗଡ଼ ସଞ୍ଜପଡ଼ା ସମେତ ଆଖପାଖ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ସମସ୍ୟା ନେଇ ଉତ୍ତେଜନା ଦେଖାଯାଇଛି। ଏ...

ରେଙ୍ଗାଳି କେନାଲରେ ଘାଇ : ୨୦ ଏକରରୁ ଊର୍ଦ୍ଧ୍ୱ ଜମି ବାଲିଚର

ଭୁବନ, ୨୦।୭(ଡି.ଏନ.ଏ.) – ମାତ୍ରାଧିକ ପାଣି ଛଡ଼ାଯିବା କାରଣରୁ ରେଙ୍ଗାଳି ବାମ ଶାଖା କେନାଲର ୨ଟି ସ୍ଥାନରେ ବନ୍ଧ ଭାଙ୍ଗି ଘାଇ ସୃଷ୍ଟି ହୋଇଛି। ଏଥିରେ...

ଆଠମଲ୍ଲିକରେ ରମେଶ ସାଏ ୧୦୦୯୨ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୯ମ ରାଉଣ୍ଡ ଶେଷସୁଦ୍ଧା ୧୦୦୯୨ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର...

କଚ୍ଛପ ଗତିରେ ଚାଲିଛି ଟିକିରା ସେତୁ ନିର୍ମାଣ : ୧୫ ମାସରେ ୧୦ ପ୍ରତିଶତ କାର୍ଯ୍ୟ

ତାଳଚେର, ୧୮ା୭(ନି.ପ୍ର.) – କଣିହଁ। ବ୍ଲକର ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତବାସୀଙ୍କ ଲାଇଫ୍‌ ଲାଇନ କୁହାଯାଉଥିବା ଟିକରା ସେତୁ କାର୍ଯ୍ୟ କଚ୍ଛପ ଗତିରେ ଚାଲିଛି। ନିର୍ମାଣ ଦାୟିତ୍ୱ...

Leave a comment

Your email address will not be published. Required fields are marked *