ଚତୁର୍ଦ୍ଧାମୂର୍ତ୍ତିଙ୍କ ସାହାଣମେଲା ଦର୍ଶନ

ବଡବିଲ, ୧୫।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲସ୍ଥିତ ହରିହର ମନ୍ଦିରରେ ସୋମବାର ପୂର୍ବାହ୍ନରେ ଚତୁର୍ଦ୍ଧାମୂର୍ତ୍ତି ରଥରୁ ପହଣ୍ଡି ହୋଇ ନିଳାଦ୍ରୀ ବିଜେ କରିଛନ୍ତି। ରୀତି ନୀତି ଅନୁଯାୟୀ, ଶ୍ରୀ ଜଗନ୍ନାଥ ଓ ମା’ ଲକ୍ଷ୍ମୀ ସାନ୍ତାଣୀଙ୍କ ନିକଟରେ ରସଗୋଲା ଭୋଗ ଲାଗି ହେବା ପରେ ଉପସ୍ଥିତ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କୁ ରସଗୋଲା ବଣ୍ଟନ କରାଯାଇଥିଲା। ମନ୍ଦିର କମିଟି ସଭାପତି ବିଜୟ ମହାନ୍ତ କହିଛନ୍ତି ଯେ, ପରମ୍ପରା ଅନୁଯାୟୀ ଠାକୁରଙ୍କ ଗୁଣ୍ଡିଚା ଯାତ୍ରା ଓ ବାହୁଡା ଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହୋଇ ସୋମବାର ଠାକୁର ନିଳାଦ୍ରୀ ବିଜେ କରିଛନ୍ତି। ଭକ୍ତ ଓ ଶ୍ରଦ୍ଧାଳୁ ମାନେ ଠାକୁରଙ୍କ ସାହାଣ ମେଲା ଦର୍ଶନ କରିଛନ୍ତି। ପୁରୀ ଶ୍ରୀ ମନ୍ଦିରର ରୀତିନୀତି ଅନୁଯାୟୀ ହରିହର ମନ୍ଦିରରେ ସମସ୍ତ କାର୍ଯ୍ୟ ସମ୍ପାଦନ ନିମନ୍ତେ ଚେଷ୍ଟା ଜାରି ରହିଛି।


All Right Reserved By

ପାଟଣା ବଜାରରୁ ସିରିଜ ଚୋରି, ରୁପା କଏନ୍‌ ସହ ନଗଦ ଟଙ୍କା, ଷ୍ଟେସନାରି ଚୋରି କଲେ ଦୁର୍ବୃତ୍ତ

ପାଟଣା,୨୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ବଜାର ଦୋକାନରୁ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। ସହଦେବ ବେହେରାଙ୍କ ଭେରାଇଟି ଷ୍ଟୋର ଓ...

ଭଦ୍ରକ ଲୋକସଭାରେ ବିଜେଡି ଆଗୁଆ

ଭଦ୍ରକ ଅଫିସ, ୨୩।୫- ଭଦ୍ରକ ଲୋକସଭାର ପ୍ରଥମ ରାଉଣ୍ଡରେ ସିମୁଳିଆ ଓ ସୋରକୁ ବାଦ୍‌ ଦେଲେ ବିଜେଡି ଆଗୁଆ ରହିଛି। ଭାଜପା- ୧୩୮୭, ବିଜେଡି -୨୨୧୮...

ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣରେ ଅନିଶ୍ଚିତତା: କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱର ସଦର ବ୍ଲକ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀରେ ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣ ନେଇ ଅନିଶ୍ଚିତତା ଲାଗି ରହିଥିବାରୁ କ୍ରିୟାନୁଷ୍ଠାନ କମିଟି...

ହଷ୍ଟେଲରୁ ଛାତ୍ର ନିଖୋଜ ଘଟଣା: ବିଦ୍ୟାଳୟ ଘେରିଲେ ଶତାଧିକ ମହିଳା

ଜଳେଶ୍ୱର, ୨୩।୭(ଡି.ଏନ.ଏ.)-ଜଳେଶ୍ୱର ସହର ବଡ଼ବଜାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ହଷ୍ଟେଲରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ତଥା ଭୋଗରାଇ ଥାନା ଅଧିନ ହାଣ୍ଡିପଡ଼ା ଗ୍ରାମନିବାସୀ କାହ୍ନୁ...

୫ ବର୍ଷ ପରେ ଘରକୁ ଫେରିଲେ ନାବାଳିକା: ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ, ଦଲାଲ ଗିରଫ

ବଡବିଲ, ୧୫।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ନାବାଳିକା ଚାଲାଣ ର଼୍ୟାକେଟ୍‌ କିଭଳି ସକ୍ରିୟ ରହିଛି ତାହାର ଏକ ନଜିର ପଦାକୁ ଆସିଛି। ବଲାଣୀ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ...

୧୧ ରାଉଣ୍ଡ: ବିଜେଡି ପ୍ରାର୍ଥୀ ସନ୍ତୋଷ ଖଟୁଆ ଆଗରେ

ନୀଳଗିରି, ୨୩।୫(ଡି.ଏନ.ଏ.)-୧୧ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ୨୭ହଜାର ୫୪୫, ଭାଜପା ବିଧାୟକ ପ୍ରାର୍ଥୀ ସୁକାନ୍ତ ନାୟକଙ୍କୁ ୨୫ହଜାର ୫୩୭ ଭୋଟ ମିଳିଛି।...

ବଦଳିଲେ ଟାଉନ ଥାନାଧିକାରୀ

ବାରିପଦା ଅଫିସ,୧୧।୭: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନାଧିକାରୀ ଅଶୋକ କୁମାର ନାୟକଙ୍କର ଅନୁଗୋଳ ଜିଲାକୁ ବଦଳି ହୋଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପତ୍ରସଂଖ୍ୟା ୬୫୮(୧୦/୭/୨୦୧୯)ରେ...

ପରିବା କିଣିବାକୁ ଆସି ହାଇଓ୍ବା ତଳେ ଜୀବନ ଗଲା

ଭଦ୍ରକ ଅଫିସ,୨୯।୬: ଭଦ୍ରକ ବାଇପାସ୍‌ ବଜାରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ସହର ଗୋପବନ୍ଧୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *