ପୁଣି ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୨୪ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୪୨୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୫,୫୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୭୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୬୭ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୫ ଏବଂ ସୁନ୍ଦରଗଡ଼ରୁ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୮,ବରଗଡ଼ ୧୦, ବଲାଙ୍ଗୀର ୧, ବୌଦ୍ଧ ୧, ଢେଙ୍କାନାଳ ୩, ଗଞ୍ଜାମ ୪, ଜଗତସିଂହପୁର ୮, ଯାଜପୁର ୯, ଝାରସୁଗୁଡ଼ା ୧୫, କଳାହାଣ୍ଡି ୨, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୧୪, ମୟୂରଭଞ୍ଜ ୮, ନବରଙ୍ଗପୁର ୭, ପୁରୀ ୧୪, ରାୟଗଡ଼ାରୁ ୪ ଏବଂ ସମ୍ବଲପୁରରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୪୦।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୫୫,୫୫୬ରେ ପହଞ୍ଚିଥିବା ବେଳେ ୧୦,୪୪,୯୬୨ ଜଣ ସୁସ୍ଥ ହୋଇଛନ୍ତି। ୨୦୭୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri