ଆଜି ରାଜ୍ୟରୁ ୪୨୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୧ ପିଲା

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୨୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୮,୮୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୭୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୭୧ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୧୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୦ ଏବଂ ମୟୂରଭଞ୍ଜରୁ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୧୫, ଭଦ୍ରକ ୧୧, ଦେବଗଡ଼ ୬, ଢେଙ୍କାନାଳ ୩, ଗଜପତି ୪, ଜଗତସିଂହପୁର ୧୦, ଯାଜପୁର ୧୧, ଝାରସୁଗୁଡ଼ା ୨, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୧, କୋରାପୁଟ ୧, ନବରଙ୍ଗପୁର ୧, ନୟାଗଡ଼ ୬, ନୂଆପଡ଼ା ୩, ପୁରୀ ୮, ରାୟଗଡ଼ା ୪, ସମ୍ବଲପୁର ୧୪, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୪୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୩୮,୮୩୬ରେ ପହଞ୍ଚିଥିବା ବେଳେ ୧୦,୨୫,୯୧୭ଜଣ ସୁସ୍ଥ ହୋଇଛନ୍ତି। ୪୫୫୪ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri