Posted inଜାତୀୟ

ଗଙ୍ଗା ଆଳତି ସମୟରେ ପରିବର୍ତ୍ତନ

ବାରାଣସି,୧୬।୭: ହିିନ୍ଦୁଧର୍ମର ବିଧି ବିଧାନ ଅନୁଯାୟୀ ପ୍ରତିଦିନ ସକାଳେ ଦଶ୍ୱମେଧ ଘାଟରେ ହେଉଥିବା ଗଙ୍ଗା ଆଳତି ସମୟରେ ପରିବର୍ତ୍ତନ କରାଯାଇଛି। ମଙ୍ଗଳବାର ପଡୁଥିବା ଚନ୍ଦ୍ର ଗ୍ରହଣ ପାଇଁ ଏହି ଆଳତିକୁ କିଛି ସମୟ ପୂର୍ବରୁ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଅପରାହ୍ନ ପ୍ରାୟ ୩ଟାରେ ଏହି ଆଳତି କରାଯିବ। ସୂଚନାଯୋଗ୍ୟ, ହିନ୍ଦୁ ରୀତିନୀତି ଅନୁଯାୟୀ ଚନ୍ଦ୍ର ଗ୍ରହଣ ଓ ସୂର୍ଯ୍ୟପରାଗ ସମୟରେ ମନ୍ଦିରରେ ପୂଜାର୍ଚ୍ଚନା ବନ୍ଦ କରାଯାଇଥାଏ। ସେଥିପାଇଁ ଏହି ସମୟ ପୂର୍ବରୁ ମନ୍ଦିରର ସମସ୍ତ ରୀତିନୀତି ସମ୍ପନ୍ନ କରିବାର ପ୍ରଥା ରହିଛି। ଏହି କ୍ରମରେ ପ୍ରତିଦିନ ଗଙ୍ଗା ଆଳତିର ସମୟରେ ପରିବର୍ତ୍ତନ କରାଯାଇଛି।


All Right Reserved By Dharitri.Com

ମହାରାଷ୍ଟ୍ର ନିର୍ବାଚନ:୧୨୫-୧୨୫ ଆସନରେ ଲଢିବେ କଂଗ୍ରେସ-ଏନସିପି

ମୁମ୍ବାଇ,୯।୧୬: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତା ୧୯ ତାରିଖରେ ତାରିଖ ଘୋଷଣା ହେବାର ଅଛି। ଏହି ନିର୍ବାଚନରେ ଉଭୟ କଂଗ୍ରେସ...

ଗିଟାରିଷ୍ଟ ସୋନମ୍‌ ଶେର୍ପାଙ୍କ ପରଲୋକ

କୋଲକାତା,୧୫ା୨: ଇଣ୍ଡିଆନ ରକ୍‌ ବ୍ୟାଣ୍ଡ୍‌ ‘ପରିକ୍ରମା’ର ମୁଖ୍ୟ ଗିଟାରିଷ୍ଟ ସୋନମ୍‌ ଶେର୍ପାଙ୍କର ଶୁକ୍ରବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୪୮ ବର୍ଷ ହୋଇଥିଲା। ତାଙ୍କର ଅକାଳ...

ତିନିମାସକୁ ବିଦ୍ୟୁତ ବିଲ୍‌ ୫୭ ଲକ୍ଷ ଟଙ୍କା

ଧୌଲାନା: ଘରେ ଜଳୁଛି ଗୋଟିଏ ବଲ୍‌ବ, ବୁଲୁଛି ଗୋଟିଏ ଫ୍ୟାନ, କିନ୍ତୁ ବିଦ୍ୟୁତ ବିଲ୍‌ ୫୭ ଲକ୍ଷ ଟଙ୍କାରୁ ବେଶି ଆସିଛି। ତିନିମାସକୁ ଏହି ଦେୟ...

ଡାଟା ସୁରକ୍ଷା ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୫ା୧୨: ବହୁ ପ୍ରତୀକ୍ଷିତ ଡାଟା ସୁରକ୍ଷା ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ଶୀତ ଅଧିବେଶନରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ...

ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ନୂଆ ମୋଟରଯାନ ନିୟମ: ମମତା

କୋଲକାତା,୧୧।୯: ସମଗ୍ର ଦେଶରେ ସେପ୍ଟେମ୍ବର ୧ରୁ ନୂଆ ମୋଟରଯାନ ନିୟମ ଲାଗୁ ହୋଇଛି। ନୂତନ ନିୟମ ଅନୁସାରେ ଟ୍ରାଫିକ ନିୟମ ଉଲଂଘନ ଓ ଜରୁରୀ କାଗଜପତ୍ର...

ମହାରାଷ୍ଟ୍ରରେ ଏକୁଟିଆ ସରକାର ଗଢିପାରିବୁ ନାହିଁ: ଭାଜପା

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ରାଜନୀତିରେ ପୁଣି ନୂଆମୋଡ ଆସିଛି। ମେଣ୍ଟ ହୋଇ ନିର୍ବାଚନ ଲଢିବା ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଭାଜପା ଏବଂ ଶିବସେନା ମଧ୍ୟରେ...

ୟୁପିରେ ସିଏଏ ବିରୋଧୀ ହିଂସା: ୩୦୦ ଜଣଙ୍କୁ ନୋଟିସ

ଲକ୍ଷ୍ନୌ, ୨୬ା୧୨: ସିଏଏ ବିରୋଧୀ ହିଂସାକାଣ୍ଡ ଓ ପୋଡ଼ାଜଳା ଯୋଗୁ ଉତ୍ତରପ୍ରଦେଶ(ୟୁପି)ରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଉଭୟ ସରକାରୀ ଓ ବେସରକାରୀ ସମ୍ପତ୍ତି ନଷ୍ଟହୋଇଛି। ଏହି...

ଗର୍ଭବତୀ ମହିଳା ଅଦା ଚା’ ପିଇବା ହାନିକାରକ

ଗର୍ଭବତୀ ମହିଳାଙ୍କୁ ଅନେକ ସତର୍କତା ଅବଲମ୍ବନ କରିବାକୁ ପଡ଼ିଥାଏ। ସ୍ବାସ୍ଥ୍ୟପ୍ରଦ ଖାଦ୍ୟ, ହାଲ୍‌କା ବ୍ୟାୟାମ୍‌ ଦ୍ୱାରା ଜଣେ ମହିଳା ସୁସ୍ଥସବଳ ଶିଶୁକୁ ଜନ୍ମ ଦେଇଥାଏ। ଗର୍ଭଧାରଣ...

Leave a comment

Your email address will not be published. Required fields are marked *