Posted inଜାତୀୟ

ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପ୍ରୟାଗରାଜ,୧୬।୭: ଗୁରୁପୂର୍ଣ୍ଣିମା ଅବସରରେ ମଙ୍ଗଳବାର ସକାଳୁ ଲକ୍ଷାଧିକ ଭକ୍ତ ‘ତ୍ରିବେଣୀ ସଙ୍ଗମ’ରେ ବୁଡ଼ ପକାଇ ପୂଜାର୍ଚ୍ଚନା କରିଛନ୍ତି। ଏହିଦିନ ‘ତ୍ରିବେଣୀ ସଙ୍ଗମ’ରେ ବୁଡ ପକାଇଲେ ପୂର୍ଣ୍ଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ଅନ୍ୟପଟେ ନାଗପୁରରେ ଥିବା ଶିରିଡି ସାଇଙ୍କ ମନ୍ଦିରରେ ମଧ୍ୟ ଭକ୍ତଙ୍କର ଭିଡ ଦେଖିବାକୁ ମିଳିଛି। ଗୁରୁପୂର୍ଣ୍ଣିମାକୁ କେହି କେହି ଶିରିଡି ସାଇଙ୍କ ଜନ୍ମଦିନ କହୁଥିବାରୁ ଏହିଦିନ ମଧ୍ୟ ମନ୍ଦିରରେ ଲୋକେ ବାବାଙ୍କ ଆଶୀର୍ବାଦ ଭିକ୍ଷା କରିଥାଆନ୍ତି।


All Right Reserved By

ମୋଦିଙ୍କ ଶୁଭେଚ୍ଛା ଜଣାଇ ଟ୍ରଲ ହେଲେ ଶବାନା

ମୁମ୍ବାଇ,୨୪।୫: ଲୋକ ସଭା ନିର୍ବାଚନ ଫଳାଫଳ ଆସିବା ପରେ ସୋସିଆଲ ମିଡିଆରେ ମୋଦିଙ୍କ ସମର୍ଥକ ଓ ବିରୋଧୀଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଭଲ...

କିଙ୍ଗ୍‌ମେକରଙ୍କ ଗୁରୁତ୍ୱ କମିଲା: ଅନ୍ୟ ଦଳ ୯୮ରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଚଳିତ ଲୋକ ସଭା ନିର୍ବାଚନରେ କିଙ୍ଗ୍‌ମେକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ପୂର୍ବରୁ ଆକଳନ କରାଯାଇଥିଲା। ତେବେ ଭୋଟ ଗଣତିରେ ଭାଜପା ୩ଶହ...

ରାହୁଲ ଗାନ୍ଧୀଙ୍କୁ ସମନ୍‌

ପାଟ୍‌ନା,୨୮ା୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପାଟ୍‌ନା ହାଇକୋର୍ଟ ସମନ୍‌ ଜାରି କରି ମେ ୨୦ରେ ହାଜର ହେବାକୁ କହିଛନ୍ତି। ବିହାରର ଉପମୁଖ୍ୟମନ୍ତ୍ରୀ ତଥା ଭାଜପା...

ଯେଉଁଠି ଆପଣାଛାଏଁ ଅଟକି ଯାଏ ଟ୍ରେନ୍‌…

ମଧ୍ୟପ୍ରଦେଶ ଶାଜାପୁର ଅନ୍ତର୍ଗତ ବୋଲାଇ ଗାଁରେ ରହିଛି ପ୍ରଭୁ ସିଦ୍ଧବୀର ଖେଡ଼ାପତି ହନୁମାନଙ୍କ ମନ୍ଦିର। ମନ୍ଦିରଠାରୁ ପ୍ରାୟ ଏକ କିଲୋମିଟର ଦୂରରେ ରହିଛି ରତଲାମ୍‌-ଭୋପାଳ ରେଲଓ୍ବେ...

୨୦୧୬ ସେପ୍ଟେମ୍ବରରେ ହୋଇଥିଲା ପ୍ରଥମ ସର୍ଜିକାଲ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ,୨୧।୫: ସେନା ପକ୍ଷରୁ ପ୍ରଥମ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ୨୦୧୬ ସେପ୍ଟେମ୍ବର ମାସରେ କରାଯାଇଥିଲା। ଉରି ଗ୍ୟାରିଶନ୍‌ ଆକ୍ରମଣର ପ୍ରତିଶୋଧ ନେବା ଲାଗି ସେନା ପକ୍ଷରୁ ଏଭଳି ପଦକ୍ଷେପ...

ମସ୍ତିଷ୍କ ଜ୍ୱର ୮ ବର୍ଷରେ ନେଇଛି ଦେଶର ୧୧ ହଜାର ଶିଶୁଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୧୮।୬: ମସ୍ତିଷ୍କ ଜ୍ୱରରେ ପୃଥିବୀର ୨୪ଟି ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏସବୁ ଦେଶର ୩ ଶହ କୋଟି ଲୋକ ଏହି ଜ୍ୱରରେ ସଂକ୍ରମିତ ହେବାର...

ବିବାହର କିଛି ବର୍ଷ ପର୍ଯ୍ୟନ୍ତ ସନ୍ତାନ ନ ହେବାରୁ ରେଲଓ୍ବେ ଷ୍ଟେଶନରୁ ପିଲା ଚୋରି କଲେ ଦମ୍ପତି

ନୂଆଦିଲ୍ଲୀ,୧୩।୭: ରାଜଧାନୀ ଦିଲ୍ଲୀରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ନିଜାମୁଦ୍ଦିନ ରେଲଓ୍ବେ ଷ୍ଟେଶନରୁ ଏକ ୨ ବର୍ଷର ଶିଶୁ ଅପହରଣ ମାମାଲା ଏବେ ସବୁଠି...

ଦିଦିଙ୍କ ମନରେ ନାହିଁ ମମତା; ଗରିବଙ୍କୁ ଅଧିକ ଗରିବ କରୁଛନ୍ତି: ମୋଦି

କୋଲକତା, ୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ ସଭାରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଦିଦିଙ୍କ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *