ଆଫଗାନିସ୍ତାନରେ ବନ୍ଦ ହେଲା ରେଡିଓ ଷ୍ଟେଶନ

କାବୁଲ,୧୬।୭: ପୂର୍ବ ଆଫଗାନିସ୍ତାନର ଘଜନି ସହରରେ ଥିବା ସାମା ରେଡିଓ ଷ୍ଟେଶନ ଏବେ ବନ୍ଦ ହୋଇଯାଇଥିବା ସୂଚନା ଦେଇଛନ୍ତି ଷ୍ଟେଶନର ନିର୍ଦ୍ଦେଶକ ରମେଜ ଆଜମି। ସେ କହିଛନ୍ତି ତାଲିବାନ ପକ୍ଷରୁ ବାରମ୍ବାର ତାଙ୍କୁ ଫୋନ୍‌ ଓ ଚିଠି ମାଧ୍ୟମରେ ଧମକ ମିଳିବାରୁ ସେ ଏହି ରେଡିଓ ଷ୍ଟେଶନକୁ ବନ୍ଦ କରି ଦେଇଛନ୍ତି। ଏଠାରେ ଅଧିକାଂଶ ଅଞ୍ଚଳ ତାଲିବାନ କବଜାରେ ଥିବାରୁ ଓ ରେଡିଓ ଷ୍ଟେଶନରେ ପାଖାପାଖି ୧୬ ଜଣ ମହିଳା କର୍ମଚାରୀ ଥିବାରୁ ଏହାକୁ ନେଇ ତାଙ୍କୁ ବରମ୍ବାର ଧମକ ଦିଆଯାଉଥିଲା। କାରଣ ତାଲିବାନ ମହିଳା ଶିକ୍ଷା ଓ ଅଧିକାରକୁ ବିରୋଧ କରେ। ଏହାକୁ ଦେଖି ଶେଷରେ ରେଡିଓ ଷ୍ଟେଶନକୁ ବନ୍ଦ କରି ଦିଆଯାଇଥିବା ସେ କହିଛନ୍ତି।


All Right Reserved By

ପ୍ରଥମଥର ପାଇଁ ଗଦାଫି ଷ୍ଟାଡିୟମରେ ନମାଜ ପଢିପାରିଲେନି ହଫିଜ୍‌ ସୟିଦ୍‌: ଲାଗିଲା କଟକଣା

ଇସଲମାବାଦ୍‌, ୬।୬: ଜାତିସଂଘ ଦ୍ୱାରା ଘୋଷିତ ଆତଙ୍କୀ ସଂଗଠନ ଜାମାତ୍‌ ଉଦ୍‌ ଦାଓ୍ବା ମୁଖ୍ୟ ସୟିଦ ହଫିଜ୍‌ଙ୍କୁ ଗଦାଫି ଷ୍ଟାଡିୟମରେ ନମାଜ ପଢିବାର ସୁଯୋଗ ମିଳିପାରି...

ଉଡାଣ ସମୟରେ ହ୍ୟାଙ୍ଗରରେ ପିଟିହେଲା ବିମାନ: ୧୦ ମୃତ

ହଷ୍ଟନ,୧।୭: ଆମେରିକାର ଟେକ୍ସାସରେ ରବିବାର ଉଡାଣ ଭରିବା ସମୟରେ ଏକ ଘରୋଇ ବିମାନ ହ୍ୟାଙ୍ଗରରେ ପିଟିହେବା ଫଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

ଆମେରିକାରେ ଇମ୍ରାନଙ୍କୁ ସ୍ବାଗତ କରିବାକୁ କେହି ଆସିଲେନି: ମେଟ୍ରୋ ଟ୍ରେନରେ କଲେ ଯାତ୍ରା

ଓ୍ବାଶିଂଟନ୍‌, ୨୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ତିନିଦିବସୀୟ ଆମେରିକା ଗସ୍ତରେ ଯାଇଛନ୍ତି। ସେଠାରେ ପହଞ୍ଚିବା ପରେ ତାଙ୍କ ହଟହଟା ହେବାକୁ ପଡିଛି। ଆମେରିକାର କୌଣସି...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ରସ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଗ୍ରୀନ ପିଆଜ ଶଣ୍ଢା ଅନେକ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ...

ବିମାନ ଛାତରେ ଧକ୍କା ହେଲେ ଏୟାରହୋଷ୍ଟେସ୍‌: ୧୦ଯାତ୍ରୀ ଆହତ

ପ୍ରିସ୍ଥିନା,୧୮।୬: ଏକ ଇଣ୍ଟରନ୍ୟାସନାଲ ବିମାନରେ ଯାତ୍ରୀଙ୍କୁ ଭୟଭୀତ ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିଥିଲା। ହଠାତ୍‌ ବିମାନଟି ଦୋହଲିବାରୁ ଗରମ ପାଣି ସର୍ଭ କରୁଥିବା ଏୟାର ହୋଷ୍ଟେସ୍‌...

୨ ଲକ୍ଷ ମୁସଲମାନ ହଜ୍‌ ଯାଇପାରିବେ

ଓସାକା,୨୯ା୬(ପି.ଟି.): ସୌଦି ଆରବର ମକ୍କାକୁ ଏଣିକି ଭାରତରୁ ୨ ଲକ୍ଷ ମୁସ୍‌ଲିମ୍‌ ହଜ୍‌ ଯାତ୍ରା କରିପାରିବେ। ପୂର୍ବରୁ ଏହି ସଂଖ୍ୟା ୧୭୦,୦୦୦ ଥିବାବେଳେ ଶୁକ୍ର୍ରବାର ସୌଦି...

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଜାକର୍ତ୍ତା,୧୮।୪: ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ଏଠାରେ ଇଭିଏମ୍‌କୁ ନେଇ ବିବାଦ ସରୁନି। ବିରୋଧି ଇଭିଏମକୁ ଭାଜପାର ମେଶିନ୍‌ କହୁଥିବା...

ଆଫଗାନିସ୍ତାନ ବିସ୍ଫୋରଣ: ଜଣେ ଶିଶୁଙ୍କ ସମେତ ୨ ମୃତ

ହେରାତ,୧୮।୫: ଆଫଗାନିସ୍ତାନର ହେରାତ ଅଞ୍ଚଳରେ ଥିବା ଏକ ରାସ୍ତା କଡ଼ରେ ଶନିବାର ବୋମା ବିସ୍ଫୋରଣ ହେବା ଫଳରେ ଜଣେ ଶିଶୁଙ୍କ ସମେତ ୨ ଜଣଙ୍କ ମୃତ୍ୟୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *