Posted inଜାତୀୟ

ପୁଣି ଗୋଟିଏ ଦିନ ଘୁଞ୍ଚିଲା କର୍ନାଟକ ବିଦ୍ରୋହୀ ବିଧାୟକଙ୍କ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୬।୭: କର୍ନାଟକର ବିଦ୍ରୋହୀ ବିଧାୟକଙ୍କ ମାମଲାର ଶୁଣାଣି ଆସନ୍ତା ବୁଧବାରକୁ ଘୁଞ୍ଚାଇ ଦେଇଛନ୍ତି ସୁପ୍ରିମକୋର୍ଟ। ବୁଧବାର ସକାଳ ୧୦ଟା ୩୦ରେ ଏହି ମାମଲର ଶୁଣାଣି କରାଯିବ। ଉଭୟ ପକ୍ଷର ଦଲିଲ ଶୁଣିବା ପରେ ଏହି ମାମଲାର ଶୁଣାଣିକୁ ଆଉ ଗୋଟିଏ ଦିନ ଘୁଞ୍ଚାଇ ଦେଇଛନ୍ତି କୋର୍ଟ। ସୂଚନାଯୋଗ୍ୟ, କିଛିଦିନ ହେବ କର୍ନାଟକରେ ଲାଗି ରହିଥିବା ରାଜନୈତିକ ଉଷ୍ମତାକୁ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେଉଥିଲା। ଏହି ସମୟରେ ସିଜେଆଇ ବିଧାୟକଙ୍କ ଇସ୍ତଫାର ତାରିଖ ବିଷୟରେ ଜାଣିବାକୁ ଚାହିଁଥିଲେ। ଏମିତି ଅନେକ ତର୍କ ବିତର୍କ ପରେ ଏହାକୁ ଏବେ ଗୋଟିଏ ଦିନ ଘୁଞ୍ଚାଇ ଦିଆଯାଇଛି।


All Right Reserved By

ମୋଦି-ଶାହଙ୍କ ସହିତ ମୁହାଁମୁହିଁ: ମମତା ସାଜିଲେ ନମ୍ବର ଓ୍ବାନ୍‌ ବିପକ୍ଷ ନେତା !

କୋଲକାତା,୧୬।୫: ପଶ୍ଚିମବଙ୍ଗରେ ନିର୍ବାଚନୀ ପ୍ରଚାର ନେଇ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ ଜୋର୍‌ଦାର୍‌ ଲଢ଼େଇ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା...

ରାହୁଲ ଆଉଟ୍‌, ବ୍ୟାଟିଂ କରିବାକୁ ଆସିଲେ ସୋନିଆ ପଛରେ ପ୍ରସ୍ତୁତ ଅଛନ୍ତି ପ୍ରିୟଙ୍କା: ଭାଜପା

ନୂଆଦିଲ୍ଲୀ,୧୩।୮: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଏବେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପୁଣିଥରେ କଂଗ୍ରେସର ଗୁରୁଦାୟିତ୍ୱ ତୁଲାଇଛନ୍ତି। ସୋନିଆଙ୍କୁ...

ନୀତୀଶଙ୍କ ମୁଜାଫରପୁର ଗସ୍ତ: ଲୋକେ କହିଲେ ଫେରିଯାଅ ମୁଖ୍ୟମନ୍ତ୍ରୀ

ପାଟନା, ୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମୁଜାଫରପୁର ଗସ୍ତ କରିଛନ୍ତି। ତେବେ...

କଶ୍ମୀରରେ ନୀରବତାର ରାଜୁତି

ଶ୍ରୀନଗର,୮ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରୀ ରାସ୍ତାଘାଟ ଶୂନଶାନ। ସବୁଠି ଅଖଣ୍ଡ ନୀରବତା ରାଜୁତି କରୁଛି। ଶ୍ରୀନଗର ସମେତ ବିଭିନ୍ନ ସହରରେ ପୋଲିସ ଓ...

ସିବିଆଇର ବଡ଼ ପଦକ୍ଷେପ: ୧୯ ରାଜ୍ୟର ଶହେ ୧୦ ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ,୯।୭: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)ପକ୍ଷରୁ ମଙ୍ଗଳବାର ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ସିବିଆଇର ଭିନ୍ନ ଭିନ୍ନ ଟିମ୍‌ ୧୯ଟି ରାଜ୍ୟର ଶହେ ୧୦ ସ୍ଥାନରେ ଚଢ଼ାଉ...

ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ଆନନ୍ଦିବେନ

ଲକ୍ଷ୍ନୌ,୨୯।୭: ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ସୋମବାର ଶପଥ ନେଇଛନ୍ତି ଅନନ୍ଦିବେନ୍‌ ପଟେଲ। ରାଜ ଭବନ ପରିସରରେ ହାଇକୋର୍ଟ ମୁଖ୍ୟ ବିଚାରପତି ଗୋବିନ୍ଦ ମାଥୁର ତାଙ୍କୁ...

୧୩ ବର୍ଷ ପରେ ଖୋଲିଲା ସ୍କୁଲ: ମାଓବାଦୀଙ୍କ ଦ୍ୱାରା ହୋଇଥିଲା ଛାରଖାର

ସୁକମା,୨୯।୬: ଛତିଶଗଡ଼ର ମାଓବାଦୀ ପ୍ରଭାବିତ ସୁକମାର ଜଗରଗୁଣ୍ଡା ଅଞ୍ଚଳରେ ଥିବା ଏକ ସ୍କୁଲ ମାଓବାଦୀ ଆକ୍ରମଣରେ ନଷ୍ଟ ହୋଇ ଯାଇଥିଲା। ଦୀର୍ଘ ୧୩ ବର୍ଷ ପରେ...

ମୋଦିଙ୍କ ଶୁଭେଚ୍ଛା ଜଣାଇ ଟ୍ରଲ ହେଲେ ଶବାନା

ମୁମ୍ବାଇ,୨୪।୫: ଲୋକ ସଭା ନିର୍ବାଚନ ଫଳାଫଳ ଆସିବା ପରେ ସୋସିଆଲ ମିଡିଆରେ ମୋଦିଙ୍କ ସମର୍ଥକ ଓ ବିରୋଧୀଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଭଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *