Posted inଜାତୀୟ

ଭାଜପାରେ ସାମିଲ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ

ଲକ୍ଷ୍ନୌ, ୧୬।୭: ସମାଜବାଦୀ ପାର୍ଟି(ଏସପି)ନେତା ନୀରଜ ଶେଖର ମଙ୍ଗଳବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ମହାସଚିବ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ ବହୁ ବର୍ଷ ହେବ ସମାଜବାଦୀ ପାର୍ଟି ପକ୍ଷରୁ ପ୍ରତିନିଧିତ୍ୱ କରୁଥିଲେ। ଉତ୍ତର ପ୍ରଦେଶର ବଲିଆରେ ସେ ଜଣେ ଟାଣୁଆ ନେତା ଭାବେ ମଧ୍ୟ ପରିଚିତ। ଏହା ପୂର୍ବରୁ ସେ ଏସପିର ରାଜ୍ୟସଭା ଏମ୍‌ପି ଥିଲେ। ସୋମବାର ସେ ଦଳରୁ ଇସ୍ତଫା ଦେବା ପରେ ଭାଜପାରେ ଯୋଗଦେବା ନେଇ ଆଲୋଚନା ହେଉଥିଲା।


All Right Reserved By

ଭାରତକୁ ମିଳିଲା ୪ ଆପାଚେ ଆଟାକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୨୮ା୭(ପି.ଟି.): ଆମେରିକାର ଏରୋସ୍ପେସ୍‌ ମେଜର୍‌ ବୋଇଂ ଶନିବାର ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪ଟି ୨୨ଆପାଚେ ଆଟାକ୍‌ ହେଲିକପ୍ଟର ପ୍ରଦାନ କରିଛି। ଏହା ଭାରତୀୟ ବାୟୁସେନାର ଶକ୍ତିବୃଦ୍ଧି...

ଅନ୍ତିମ ସଂସ୍କାର ପାଇଁ ଚାଷୀ ଗୋବରରୁ ପ୍ରସ୍ତୁତ କଲେ କାଠ

କାନପୁର,୧୦।୮: ଅନ୍ତିମ ସଂସ୍କାରରେ ହିନ୍ଦୁ ପରମ୍ପରା ଅନୁସାରେ ମୃତଦେହକୁ ଦାହ କରାଯାଇଥାଏ। ତେବେ ଏଥିପାଇଁ କାଠର ଆବଶ୍ୟକତା ପଡ଼ିଥାଏ। ଏହାଦ୍ୱାରା ଗଛ କଟା ହୋଇଥାଏ। ଫଳରେ...

ଆଇପିଏସ୍‌ ରାଜୀବ କୁମାରଙ୍କୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୧୭।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟତର ଥିବା ତଥା କୋଲକତା ପୋଲିସର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କୁ ଶକ୍ତ ଧକ୍କା ଲାଗିଛି। ସାରଦା...

ଆଉ ୬ ମାସ ଭାଜପା ମଙ୍ଗ ସମ୍ଭାଳିବେ ଶାହ

ନୂଆଦିଲ୍ଲୀ,୧୩ା୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଭାଜପା ଅଧ୍ୟକ୍ଷ ପଦରେ ଆଉ ଅନ୍ତତଃ ୬ ମାସ ରହିବା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଦଳର...

୨୦୦୨ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ମିଳିବ ୫୦ଲକ୍ଷ ଟଙ୍କା ସହାୟତା

ନୂଆଦିଲ୍ଲୀ,୨୩।୪: ୨୦୦୨ ଗୁଜରାଟ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ...

ସିବିଆଇରେ ହାଜର ହେଲେନି ରାଜୀବ କୁମାର

କୋଲକାତା,୨୭।୫: କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାର ସୋମବାର ସିବିଆଇରେ ହାଜର ହୋଇ ନ ଥିବା ଜଣାପଡ଼ିଛି। ସକାଳ ୧୦ଟାରେ ତାଙ୍କୁ ହାଜର ହେବାକୁ...

ବିଜୟ କୁମାର ହୋଇପାରନ୍ତି ଉପରାଜ୍ୟପାଳ

ନୂଆଦିଲ୍ଲୀ,୧୦ା୮: କେନ୍ଦ୍ର ସରକାର ଅବସରପ୍ରାପ୍ତ ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଅଧିକାରୀ ବିଜୟ କୁମାରଙ୍କୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ଉପରାଜ୍ୟପାଳ ଭାବେ ନିଯୁକ୍ତ କରିପାରନ୍ତି।...

କଂଗ୍ରେସ କୋର୍‌ କମିଟି ଭାଙ୍ଗିଲା

ନୂଆଦିଲ୍ଲୀ,୧୩ା୬(ଆଇଏଏନ୍‌ଏସ୍‌): ରାହୁଲ ଗାନ୍ଧୀ କଂଗ୍ରେସ ଦଳର ଅଧ୍ୟକ୍ଷ ରହିବେ ବୋଲି ଦଳ ପକ୍ଷରୁ ବୁଧବାର କୁହାଯାଇଛି। ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *