କାହିଁକି ପିଇବେ ଉଷୁମ ଲେମ୍ବୁ ପାଣି…

ଏବେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଯାଉଛି। ପରିବର୍ତ୍ତିିତ ଜୀବନ ଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଏହାର ମୁଖ୍ୟ କାରଣ। ତେବେ ଉଷୁମ ପାଣିରେ ଫାଳେ ଲେମ୍ବୁ ରସ ମିଶାଇ ଦିନରେ ୩-୪ଥର ପିଇଲେ ପେଟ ପାଖରେ ଥିବା ଚର୍ବି କମ୍‌ ହେବାରେ ଲାଗିଥାଏ। ଖାଇସାରିବା ପରେ ଅଧଗ୍ଲାସେ ଉଷୁମ ପାଣିରେ ଫାଳେ ଲେମ୍ବ ରସ ମିଶାଇ ପିଇଲେ ଖାଦ୍ୟ ସହଜରେ ହଜମ ହେବା ସହିତ ମେଦବହୁଳତାରୁ ମୁକ୍ତି ମିଳିଥାଏ। ଏପରି ନିୟମିତ କଲେ କୋଲେଷ୍ଟରଲସ୍ତର ମଧ୍ୟ ନିୟନ୍ତ୍ରିତ ହୋଇଥାଏ। ଏହାଦ୍ୱାରା ରକ୍ତସଞ୍ଚାଳନ ସ୍ବାଭାବିକ ହେବା ସହିତ ହାର୍ଟ ଆଟାକ୍‌ ସମସ୍ୟା ଦୂର ହୋଇଥାଏ।


All Right Reserved By

ହୋମ୍‌ ଡେକୋରେଶନ

ଘର ସଜାଇବାକୁ ତ ସମସ୍ତଙ୍କର ଇଚ୍ଛା। କିନ୍ତୁ ହୋମ୍‌ ଡେକୋରେସନ୍‌ ଜିନିଷର ଦାମ୍‌ ଦେଖି ବେଳେବେଳେ ମନ ଫିକା ପଡିଯାଏ। ତେବେ କମ୍‌ ସମୟ ଓ...

ହୋମ୍‌ଓ୍ବାର୍କ

ପିଲାମାନେ ହୋମ୍‌ଓ୍ବାର୍କକୁ କିପରି ସୁଚାରୁ ରୂପେ କରିବେ ସେ ନେଇ କେବଳ ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ ନୁହନ୍ତି, ମା’ବାପାଙ୍କର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।...

ଉପକାରୀ ଜାମୁକୋଳି, ଖାଇଲେ ଦୂର ହୁଏ ଏହିସବୁ ରୋଗ

ଜାମୁକୋଳି ଶରୀର ପାଇଁ ବହୁ ଉପକାରୀ। ଏଥିରୁ ମିଳୁଥିବା ମିନେରାଲ ସ୍ବାସ୍ଥ୍ୟ ପାଇଁ ଖୁବ୍‌ ଲାଭଦାୟକ। ଏହାକୁ ଖାଇଲେ ରକ୍ତଚାପ, ମଧୁମେହ, ପେଟରୋଗ ପରି ଅନେକ...

କ୍ୟାନସର ଆଶଙ୍କା ହ୍ରାସ କରେ ପିଆଜ, ରସୁଣ

ପିଆଜ, ରସୁଣ ଏବଂ ପିଆଜ ପ୍ରଜାତିର ବିଭିନ୍ନ ପରିବା ସେବନ ଦ୍ୱାରା ଉଦର ଏବଂ ମଳାଶୟ କ୍ୟାନସର୍‌ ଆଶଙ୍କା ହ୍ରାସ ପାଇଥାଏ। ନିକଟରେ ହୋଇଥିବା ଏକ...

କିଡ୍‌ନୀରେ ଷ୍ଟୋନ୍‌ ହୋଇଥିଲେ କରିବାକୁ ପଡ଼ିବନି ସର୍ଜରୀ, ଆପଣାନ୍ତୁ ଏହି ଘରୋଇ ଉପଚାର

ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଉଛି କିଡ୍‌ନୀ। ଆଜିକାଲି କିଡ୍‌ନୀରେ ଷ୍ଟୋନ ବା ପଥର ହେବା ଏକ ସାଧାରଣ ରୋଗ ହୋଇଗଲାଣି। ଏହି ଷ୍ଟୋନ୍‌ ମଟର ମଞ୍ଜି...

ଆଙ୍ଗୁଠି ଫୁଟାଇବା ଓ ଆର୍ଥ୍ରାଇଟିସ୍‌ ସମସ୍ୟା

ଆଙ୍ଗୁଠି ଫୁଟାଇବା ଅନେକ ଙ୍କର ଏକ ଅଭ୍ୟାସ। ଯଦି ଏହି ଅଭ୍ୟାସ ଦୀର୍ଘ ବର୍ଷ ଧରି ଲାଗି ରହେ ତେବେ ଭବିଷ୍ୟତରେ ଗୁରୁତର ସ୍ବାସ୍ଥ୍ୟ ସମସ୍ୟାର...

ଅନିଦ୍ରା ସମସ୍ୟା ଦୂର କରିବା ପାଇଁ ତକିଆ ତଳେ ରଖନ୍ତୁ ଏହାକୁ…

ମନୁଷ୍ୟକୁ ନିରୋଗ ରଖିବା ପାଇଁ ଗୋଲାପ ଫୁଲ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନିଦ୍ରା ରୋଗରୁ ଦୂରେଇ ରହିବା ଲାଗି ଏହା ମହୌଷଧୀ ସଦୃଶ କାମ...

ଘରେ ଛୋଟପିଲାଙ୍କୁ ଏକୁଟିଆ ଛାଡୁଛନ୍ତି କି? ଏ ସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ…

ଆଧୁନିକ ଜୀବନଶୈଳୀରେ ଅଧିକାଂଶ ମାତାପିତା କର୍ମଜୀବୀ। ଏପରି କି ମାତ୍ରାଧିକ ପରିବାର ଛାଡ଼ି ବାହାରେ ନିଜ ପିଲାଙ୍କ ସହ ରହିବାକୁ ପସନ୍ଦ କରିଥାଆନ୍ତି। ତେବେ କର୍ମଜୀବୀ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *