ହୃଦ୍‌ରୋଗ ଜନିତ ସମସ୍ୟା ଦୂର କରେ ମାଛ

ସପ୍ତାହକୁ ଦୁଇ ଥର ମାଛ ଖାଇବା ଦ୍ୱାରା ହୃତ୍‌ପିଣ୍ଡ ସୁସ୍ଥ ରହିବା ସହ ହାର୍ଟଆଟାକ୍‌ ଆଶଙ୍କା ହ୍ରାସ ପାଇଥାଏ। ମାଛରେ ପ୍ରଚୁର ମାତ୍ରାରେ ଓମେଗା ୩ ଫଟି ଏସିଡ୍‌ ଥାଏ। ଯାହା ହୃଦ୍‌ରୋଗ ଜନିତ ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରିଥାଏ। ଆମେରିକା ହାର୍ଟ ଆସୋସିଏସନ୍‌ର ବୈଜ୍ଞାନିକଙ୍କ ପରାମର୍ଶରେ ଏହି ଦାବି କରାଯାଇଛି। ଆମେରିକାର ହାଭାର୍ଡ ଟିଏଚ୍‌ଚାନ୍‌ ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥର ପ୍ରଫେସର୍‌ ଏରିକ୍‌ ବି ରିମ୍‌ଙ୍କ ମତରେ, ବୈଜ୍ଞାନିକଙ୍କ ଏହି ଗବେଷଣାରେ ଓମେଗା ୩ ଫଟି ଏସିଡ୍‌ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ; ବିଶେଷକରି ହୃତ୍‌ପିଣ୍ଡ ପାଇଁ ତାହା ଜାଣିବାକୁ ଚେଷ୍ଟା କରାଯାଇଥିଲା। ଗବେଷଣାରେ ସାମିଲ ଲୋକଙ୍କୁ ସପ୍ତାହକୁ ଦୁଇଥର ମାଛ ଖାଇବାକୁ ଦିଆଯାଇଥିଲା, ଯେଉଁଥିରେ ଓମେଗା ୩ ଫଟି ଏସିଡ୍‌ ସ୍ତର ଅଧିକ ଥିଲା। ନିଷ୍କର୍ଷରେ ଦେଖିବାକୁ ମିଳିଥିଲା, ଯେଉଁମାନଙ୍କର ହୃଦ୍‌ରୋଗ ଜନିତ ସମସ୍ୟା ଥିଲା ତାହା ଅନେକ ମାତ୍ରାରେ ହ୍ରାସ ପାଇଥିଲା। ଯେଉଁମାନେ ହୃତ୍‌ରୋଗରେ ପୀଡ଼ିତ ହେବାକୁ ଯାଉଥିଲେ ସେମାନଙ୍କ ହୃତ୍‌ପିଣ୍ଡ ସମ୍ପୂର୍ଣ୍ଣ ସୁସ୍ଥ ଆଡ଼କୁ ଗତି କରିଥିଲା


All Right Reserved By

ଏହି ଫଳ ଖାଇଲେ ଦୂର ହୁଏ ନାନା ସମସ୍ୟା

ନାସ୍ପାତି ଏମିତି ଏକ ଫଳ ଯାହା ସବୁ ଋତୁରେ ମିିଳୁ ନ ଥିଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏଥିରେ ଭିଟାମିନ୍‌, ମିନେରାଲ ଏବଂ...

ରିଲାକ୍ସ ଥେରାପି

ସୁସ୍ଥ ତଥା ନୀରୋଗ ଜୀବନ ଯାପନ ପଛରେ ବ୍ୟାୟାମର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଯଦି ଜଣେ ନିଜ ଦୈନନ୍ଦିତ ଜୀବନ ତାଲିକାରେ ଏହାକୁ ସାମିଲ କରେ...

କ୍ୟାନ୍‌ସର ଓ ମସଲାଯୁକ୍ତ ଖାଦ୍ୟ

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚିନ୍ତାର କାରଣ ସାଜିଥିବା କେତେକ ପ୍ରମୁଖ ରୋଗ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ଅବଶ୍ୟ ଏବେ କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ଅବସ୍ଥାରେ ଚିହ୍ନଟ...

କ୍ଷୀର, ଲୁଣର ମିଶ୍ରଣ ବ୍ୟବହାର କଲେ ହେବ ହାତ, ପାଦ ଗୋରା

ବର୍ତ୍ତମାନ ସମୟରେ ସୁନ୍ଦର ହେବା ପାଇଁ ସମସ୍ତଙ୍କ ଇଚ୍ଛା। ବିଶେଷ କରି ମହିଳାମାନେ ନିଜର ତ୍ୱଚାକୁ ନେଇ ବେଶ୍‌ ଯତ୍ନଶୀଳ। ସ୍କ୍ରବ୍‌ ଓ କ୍ଲିନ୍‌ଅପ୍‌ କରାଇବା...

କୋଲେଷ୍ଟରଲ କମାଏ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରିବା ସହିତ କୋଲେଷ୍ଟରଲ ସ୍ତର ହ୍ରାସ କରେ। ଫଳରେ...

ସିଗାରେଟ୍‌ : ଜୀବନ ଘାତକ

‘ପ୍ରାୟ ଦୁଇ ଦଶକ ପୂର୍ବେ ସ୍ବାସ୍ଥ୍ୟ ଉପରେ ଧୂମପାନର ଭୟାବହ ପରିଣାମ କ୍ରମେ ଜଣାଗଲା । ସେଥିରୁ ଜଣାପଡ଼ିଲା ଯେ, ସିଗାରେଟ୍‌ ଧୂଆଁରେ ଥାଏ ପ୍ରାୟ...

କେମିତି ବାନ୍ଧିବେ ଦୋଳି

ଦୋଳି ଖେଳିବାକୁ ସମସ୍ତଙ୍କୁ ଭଲ ଲାଗେ। କେହି ନିଜ ଘରେ ଦୋଳି ଲଗାଉଥିବାବେଳେ ଆଉ କେହି ସ୍ଥାୟୀ ଦୋଳି ବ୍ୟବସ୍ଥା ଥିବା ପାର୍କ କିମ୍ବା ଅନ୍ୟ...

ପ୍ରଥମ ଦରମା ଖର୍ଚ୍ଚ କରିବାକୁ ନେଇ ଚିନ୍ତିତ କି? ଏସବୁ ଟିପ୍ସ ଜାଣିରଖନ୍ତୁ

ଭବିଷ୍ୟତ ପାଇଁ ପ୍ରତ୍ୟେକଙ୍କୁ ଚାକିରିଟିଏ ନିତାନ୍ତ ଆବଶ୍ୟକ। ତେବେ ଚାକିରିର ପ୍ରଥମ ଦରମା ଯେତିକି ଖୁସି ଦେଇଥାଏ, ତାହାକୁ ଖର୍ଚ୍ଚ କରିବା ପାଇଁ ମଧ୍ୟ ସେତିକି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *