ତିବ୍ବତ୍‌ରୁ ମିଳିଲା ୧୬୦ ହଜାର ବର୍ଷ ତଳର ମାନବ କଙ୍କାଳ

ଲାସା,୨।୫: ତିବ୍ବତ୍‌ ମାଳଭୂମିର ଏକ ଗୁମ୍ଫାରୁ ୧୬୦ ହଜାର ବର୍ଷ ତଳର ମାନବ କଙ୍କାଳ ମିଳିଛି। ଏଠାକାର ଜିହାୟେଠାରେ ଥିବା ବୈଶିଆ କାରଷ୍ଟ ଗୁମ୍ଫାରୁ ସର୍ବିଆର ଡେନିସୋଭାନ୍‌ ମାନବର ଦାନ୍ତମାଢ଼ି ମିଳିଛି। ଏହି ମାନବ ଦଳବଦ୍ଧ ଭାବେ ସମୁଦ୍ର ପତ୍ତନଠାରୁ ୩୩ ଶହ ମିଟର ଉଚ୍ଚରେ ତିବ୍ବତ୍‌ ମାଳଭୂମିରେ ବାସ କରୁଥିବା କୁହାଯାଉଛି। ୩୫୦ ହଜାର ବର୍ଷ ତଳେ ତିବ୍ବତ୍‌ ମାଳଭୂମିରେ ମଧ୍ୟ ସଭ୍ୟତା ସୃଷ୍ଟି ହୋଇଥିଲା ବୋଲି ଏଥିରୁ ସ୍ପଷ୍ଟ ହୋଇଛି।


All Right Reserved By

ଧନୀ ଦେଶଙ୍କ ଡମ୍ପି ଗ୍ରାଉଣ୍ଡ୍‌ ହେବନି ମାଲେସିଆ: ୩ ହଜାର ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ ଆମେରିକା ସମେତ ଅନ୍ୟ ଦେଶକୁ ପଠାଯିବ

କୁଆଲାମ୍ପୁର,୨୯।୫: ମାଲେସିଆର ବିଭିନ୍ନ ବନ୍ଦରରେ ୩ ହଜାର ଟନ୍‌ରୁ ଅଧିକ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ ଜମା ହୋଇ ରହିଛି। ଏସବୁ ୬୦ଟି କଣ୍ଟେନରରେ ଏଠାକୁ ଆସିଥିବା ମାଲେସିଆ...

ପାକିସ୍ତାନରେ ଆର୍ଥିକ ସଙ୍କଟ: ରୋଷେଇ ଗ୍ୟାସ୍‌ ଦର ୨୦୦ ପ୍ରତିଶତ ବୃଦ୍ଧି ପାଇବାର ସମ୍ଭାବନା

ଇସଲାମାବାଦ, ୨୬।୬: ଘୋର ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଛି ପାକିସ୍ତାନର ଅର୍ଥ ବ୍ୟବସ୍ଥା। ପୂର୍ବ ଋଣ ପାକିସ୍ତାନ ସରକାର ପରିଶୋଧ ନ କରିପାରିବା...

ହାଫିଜ୍‌ ସଇଦ୍‌ ଦୋଷୀ ସାବ୍ୟସ୍ତ: ମାମଲା ଗୁଜରାଟ ଅଦାଲତକୁ ସ୍ଥାନାନ୍ତର

ଲାହୋର, ୭।୮: ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କୁ ପାକିସ୍ତାନର ଏକ ଅଦାଲତ ଦୋଷୀ ସାବସ୍ତ୍ୟ କରିଛି। ତାଙ୍କ ନାମରେ ଏକାଧିକ ମାମଲା ରହିଥିବାବେଳେ ଏକ ମାମଲାରେ ତାଙ୍କର...

ଜି-୨୦ ପୂର୍ବରୁ ହଂକଂରେ ବିଶାଳ ବିକ୍ଷୋଭ: ବିଶ୍ୱ ନେତାଙ୍କ ସହଯୋଗ ଲୋଡ଼ିଲେ

ଜାତିସଂଘ,୨୭ା୬: ଚଳିତ ସପ୍ତାହରେ ଜାପାନର ଓସାକାଠାରେ ଜି-୨୦ ରାଷ୍ଟ୍ରଗୋଷ୍ଠୀର ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ବୁଧବାର ହଂକଂରେ ହଜାର ହଜାର ଲୋକ ୧୯ଟି...

ଲୁଣରେ ଆୟୋଡ଼ିନ୍‌: ଆମେରିକା, ଜର୍ମାନୀ ସମେତ ପୃଥିବୀର ୫୬ ଦେଶରେ ପ୍ରତିବନ୍ଧିତ

ଓ୍ବାଶିଂଟନ,୧୧।୬: ଭାରତରେ ଆୟୋଡ଼ିନ୍‌ଯୁକ୍ତ ଲୁଣର ବ୍ୟବହାର ପାଇଁ ସରକାରଙ୍କ ସ୍ବୀକୃତି ମିଳିଛି। ତେବେ ଏହାକୁ ଆମେରିକା, ଜର୍ମାନୀ ସମେତ ପୃଥିବୀର ୫୬ଟି ଦେଶରେ ପ୍ରତିବନ୍ଧିତ କରାଯାଇଛି।...

ସିରିଆରେ ଭୟଙ୍କର ବିସ୍ଫୋରଣ

ସିରିଆ,୩।୬: ସିରିଆ ଉତ୍ତର ପଶ୍ଚିମ ସହର ଅଜାଜରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋଟକ ସାମଗ୍ରୀରେ ଭର୍ତ୍ତି ଥିବା କାର ଜନଗହଳିପୂର୍ଣ୍ଣ ସ୍ଥାନରେ ହଠାତ୍‌ ବିସ୍ଫୋରଣ ହୋଇଥିଲା।...

ମାଲେସିଆରୁ ଜାକିରଙ୍କ ବହିଷ୍କାର ଦାବି

କୁଆଲାଲମ୍ପୁର,୧୫ା୮: ଭାରତୀୟ ଇସ୍‌ଲାମୀୟ ଧର୍ମଗୁରୁ ଜାକିର ନାଏକଙ୍କୁ ମାଲେସିଆରୁ ବହିଷ୍କାର କରିବା ଲାଗି ୩ ଜଣ ମନ୍ତ୍ରୀ ଦାବି କରିଛନ୍ତି। ୩ ବର୍ଷ ହେଲା ମାଲେସିଆରେ...

୨୩ଥର ମାଉଣ୍ଟ ଏଭରେଷ୍ଟ ଚଢି ବିଶ୍ୱ ରେକର୍ଡ ହାସଲ କଲେ ଏହି ବ୍ୟକ୍ତି

କାଠମାଣ୍ଡୁ, ୧୫।୫: ୨୩ଥର ମାଉଣ୍ଟ ଏଭରେଷ୍ଟ ଚଢି ବିଶ୍ୱ ରେକର୍ଡ ହାସଲ କରିଛନ୍ତି ନେପାଳର ୪୯ବର୍ଷୀୟ କାମି ରୀତା ଶେରପ୍ପା। ବୁଧବାର ସକାଳ ୭.୫୦ରେ ଏଭରେଷ୍ଟର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *