୧୪ ଦିନ ପାଇଁ ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ବନ୍ଦ

ଭଦ୍ରକ ଅଫିସ, ୧୬ା୭- ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ଆଗାମୀ ୧୪ ଦିନ ପାଇଁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। କରୋନା ସଂକ୍ରମଣ ବଢ଼ୁଥିବା କାରଣରୁ ପୌରପାଳିକା ପକ୍ଷରୁ ଏହି ଘୋଷଣା କରାଯାଇଛି। ଏହି ୧୪ ଦିନ ମଧ୍ୟରେ କାର୍ଯ୍ୟାଳୟ ସାନିଟାଇଜେଶନ୍‌ କରାଯିବ ବୋଲି କୁହାଯାଇଛି। ଏହି ୧୪ ଦିନ ମଧ୍ୟରେ ପୌରପାଳିକାରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି ସମସ୍ତ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୧୬ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ପୌରପାଳିକା କାର୍ଯ୍ୟାଳୟରେ ତାଲା ଝୁଲିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri