୧୪ ଦିନ ପାଇଁ ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ବନ୍ଦ

ଭଦ୍ରକ ଅଫିସ, ୧୬ା୭- ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ଆଗାମୀ ୧୪ ଦିନ ପାଇଁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। କରୋନା ସଂକ୍ରମଣ ବଢ଼ୁଥିବା କାରଣରୁ ପୌରପାଳିକା ପକ୍ଷରୁ ଏହି ଘୋଷଣା କରାଯାଇଛି। ଏହି ୧୪ ଦିନ ମଧ୍ୟରେ କାର୍ଯ୍ୟାଳୟ ସାନିଟାଇଜେଶନ୍‌ କରାଯିବ ବୋଲି କୁହାଯାଇଛି। ଏହି ୧୪ ଦିନ ମଧ୍ୟରେ ପୌରପାଳିକାରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି ସମସ୍ତ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୧୬ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ପୌରପାଳିକା କାର୍ଯ୍ୟାଳୟରେ ତାଲା ଝୁଲିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲବୁଲ ପ୍ରଭାବ: ଗଛ ଉପୁଡ଼ି ଭଦ୍ରକ-ଆରଡ଼ି ଯୋଗାଯୋଗ ବିଚ୍ଛିନ୍ନ

ଆରଡ଼ି,୯।୧୧( ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଅଞ୍ଚଳରେ ବାତ୍ୟା ବୁଲ୍‌ବୁଲ୍‌ର ତାଣ୍ଡବ ଜାରିରହିଛି। ଶୁକ୍ରବାର ରାତିରୁ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ଲାଗିରହିଛି।...

କୋଚିଂ ବନ୍ଦ, ବେରୋଜଗାର ଯୁବପିଢ଼ି

କଟକ ଅଫିସ,୧୨।୭: କରୋନା ଯୋଗୁ ଶିକ୍ଷାକ୍ଷେତ୍ର ଭୀଷଣ ପ୍ରଭାବିତ ହୋଇଛି। ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପୂର୍ବ ବର୍ଷର ପରୀକ୍ଷା ହୋଇପାରି ନାହିଁ କିମ୍ବା ନୂତନ...

ହଜି ଯାଉଛି ଅସନପାଟର ପରିଚୟ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା...

ଅଯଥାରେ ବିଭ୍ରାନ୍ତି କରୁଛି କଂଗ୍ରେସ: ପୃଥ୍ବୀରାଜ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ପ୍ରସଙ୍ଗକୁ ନେଇ କଂଗ୍ରେସ ଅଯଥାରେ ବିଭ୍ରାନ୍ତି କରୁଛି। ରାଜ୍ୟ ଭାଜପା ଏହି ପ୍ରସଙ୍ଗରେ ଲୋକମାନଙ୍କ ପାଖକୁ ଯିବା ସହ ସେମାନଙ୍କୁ...

କତା କାରଖାନାରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ଲକ୍ଷ ଟଙ୍କାର ସମ୍ପତ୍ତି

ସାକ୍ଷୀଗୋପାଳ/ପିପିଲି, ୩।୬(ଡି.ଏନ.ଏ):  ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାଶର୍‌ବ ସାତଶଂଖ ନିକଟ ଶିରିଆପୁର ନାସନାଲ କୟର ଏକ କତା କାରଖାନାରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି।...

୮,୧୨୬ କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୮ ହଜାର ୧୨୬ କୋଟି ୩୨ ଲକ୍ଷ ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଅର୍ଥମନ୍ତ୍ରୀ...

ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିଙ୍କୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅପିଲ: ଲକ୍ଷଣ ଦେଖା ଦେଉ ନ ଥିଲେ ବି ପରୀକ୍ଷା କରାଇ ନିଅନ୍ତୁ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟ ତଥା ଦେଶ ବାହାରୁ ଫେରୁଥିବା ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅପିଲ।ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତି ସଂକ୍ରମିତ ହୋଇଥାଇ...

ରାଜ୍ୟରେ ବନ୍ଦ ହେବନି ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲ, ସୋମବାରରୁ ନାମଲେଖା ଆରମ୍ଭ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲ ବନ୍ଦ ହେବ ନାହିଁ। ଗତବର୍ଷ ଯେଉଁ ସବୁ ସ୍କୁଲରେ ନାମଲେଖା ହୋଇଥିଲା ଚଳିତ ବର୍ଷ ମଧ୍ୟ...

Coronavirus Update


Archives

Model This Week

Why Dharitri