ବଦଳିଲେ ୪୩ଜଣ ବିଡିଓ, ଜାଣନ୍ତୁ ଆପଣଙ୍କ ବ୍ଲକ୍‌ର କିଏ…

ଭୁବନେଶ୍ୱର,୨୬।୯: ଓଏଏସ ସ୍ତରରରେ ବଡ଼ ଧରଣର ଅଦଳବଦଳ କଲେ ସରକାର। ୪୩ଜଣ ବିଡିଓଙ୍କୁ ବଦଳି କରାଯାଇଛି। ଏନେଇ ଗୁରୁବାର ପଞ୍ଚାୟତରାଜ ଓ ପାନୀୟ ଜଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଚନ୍ଦ୍ରମଣି ନାଗଙ୍କୁ ରାଜବଡ଼ାସମ୍ବରରୁ ଟିଟିଲାଗଡ଼ ବଦଳି କରାଯାଇଛି। ସେହିପରି ଆକାଶ ପଣ୍ଡା ଆଠଗଡ଼ ବିଡିଓ ହୋଇଛନ୍ତି। ରାହୁଲ ମଣ୍ଡଳଙ୍କୁ ଢେଙ୍କାନାଳ ସଦର ର ବିଡିଓ କରାଯାଇଛି। ସାଗର ଚନ୍ଦ୍ର ମୁର୍ମୁ ମୟୂରଭଞ୍ଜର ବିଷୋଇ ବ୍ଲକର BDO ହୋଇଛନ୍ତି। କଲ୍ୟାଣ ସୌରଭ ଦାଶ ହିନ୍ଦୋଳର ବିଡିଓ ହୋଇଥିବାବେଳେ ଅବନ୍ତିକା ସାହୁ ଯାଜପୁର କୋରେଇର ବିଡିଓ ହୋଇଛନ୍ତି।

Image


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri