କଟକ @୯୪୯: ଆଜି ଚିହ୍ନଟ ହେଲେ ଆଉ ୪୩ ଆକ୍ରାନ୍ତ

କଟକ ଅଫିସ,୧।୮: କଟକ ସହରରେ ଶନିବାର ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୪୯କୁ ବୃଦ୍ଧି ପାଇଛି। ସେଥିରୁ ୪୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୬୧ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୧୦ଜଣଙ୍କ ମୃତ୍ୟୁ ଘଟିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୫, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୨୭,ଲୋକାଲ କଣ୍ଟାକ୍ଟ କେସ୍‌ ୧୧ ରହିଛି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri