କଟକ @୯୪୯: ଆଜି ଚିହ୍ନଟ ହେଲେ ଆଉ ୪୩ ଆକ୍ରାନ୍ତ

କଟକ ଅଫିସ,୧।୮: କଟକ ସହରରେ ଶନିବାର ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୪୯କୁ ବୃଦ୍ଧି ପାଇଛି। ସେଥିରୁ ୪୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୬୧ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୧୦ଜଣଙ୍କ ମୃତ୍ୟୁ ଘଟିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୫, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୨୭,ଲୋକାଲ କଣ୍ଟାକ୍ଟ କେସ୍‌ ୧୧ ରହିଛି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନିକୁ ନେଇ ସରକାର ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏଣିକି…

ନୂଆଦିଲ୍ଲୀ, ୨୧ା୮ (ପି.ଟି.):ପାର୍ବଣ ଋତୁ ପୂର୍ବରୁ ବଜାରରେ ଚିନି ଦର ବୃଦ୍ଧି ଓ ଯୋଗାଣ ହ୍ରାସକୁ ରୋକିବା ପାଇଁ କେନ୍ଦ୍ର ସରକାର ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri