କୋରାପୁଟରୁ ପୁଣି ୪୩ କରୋନା ପଜିଟିଭ୍‌ ଚିହ୍ନଟ

କୋରାପୁଟ,୫।୧୦(ସ୍ବ.ପ୍ର.):କୋରାପୁଟ ଜିଲାରୁ ସୋମବାର ପୁଣି ୪୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କ ମଧ୍ୟରେ ପୁରୁଷ ୨୮ ଓ ମହିଳା ୧୫ ଜଣ ରହିଛନ୍ତି। ଚିହ୍ନଟ ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୨ ଜଣ ଥିବା ବେଳେ, ପୂର୍ବ ପଜିଟିଭ୍‌ଙ୍କ କଣ୍ଟାକ୍ଟରେ ଆସି ୩୫ ଜଣ ଓ ୬ ଜଣ ସ୍ଥାନୀୟ ଅଞ୍ଚଳର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri