୫୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୫ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୯ ଏବଂ ଗଜପତିରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୧, ବରଗଡ଼ ୧, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୪, ଗଞ୍ଜାମ ୧, ଯାଜପୁର ୩, ଝାରସୁଗୁଡ଼ା ୨୧, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧, କୋରାପୁଟ ୪, ମୟୂରଭଞ୍ଜରୁ ୪ ଏବଂ ସୁନ୍ଦରଗଡ଼ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୧୨ରେ ପହଞ୍ଚିଥିବା ବେଳେ ୧୨,୭୭,୯୨୧ ଜଣ ସୁସ୍ଥ ହୋଇଛନ୍ତି। ୪୧୯ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

ଆଇସ୍‌କ୍ରିମ୍‌ ଖାଇଲେ

କଟକ ଜିଲା ବାଙ୍କୀ ତହସିଲ ଅନ୍ତର୍ଗତ କୁମୁସର ଗାଁରେ ୯ ଫେବୃଆରୀରେ ଅନୁଷ୍ଠିତ ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri