୫୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୫ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୯ ଏବଂ ଗଜପତିରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୧, ବରଗଡ଼ ୧, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୪, ଗଞ୍ଜାମ ୧, ଯାଜପୁର ୩, ଝାରସୁଗୁଡ଼ା ୨୧, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧, କୋରାପୁଟ ୪, ମୟୂରଭଞ୍ଜରୁ ୪ ଏବଂ ସୁନ୍ଦରଗଡ଼ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୧୨ରେ ପହଞ୍ଚିଥିବା ବେଳେ ୧୨,୭୭,୯୨୧ ଜଣ ସୁସ୍ଥ ହୋଇଛନ୍ତି। ୪୧୯ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଲକ୍ଷ ଟଙ୍କାର ମୁଣ୍ଡଜାମିନ, ଅଭିଯୁକ୍ତ ଗିରଫ

ବାଲେଶ୍ୱର ଅଫିସ,୬ା୪: ଝାରସୁଗୁଡ଼ାରେ ନାବାଳକ ଅପହରଣ ଓ ଟଙ୍କା ପାଇଁ ନାବାଳକ ହତ୍ୟା ଘଟଣା ମନରୁ ନ ଲିଭିବା ପୂର୍ବରୁ ଏବେ ବାଲେଶ୍ୱର ଜିଲା ଚନ୍ଦନେଶ୍ୱର...

ଇଡ୍‌କୋ ଉଦ୍ୟୋଗ ସଂଶୋଧନ ଯୋଜନାର ସମୀକ୍ଷା କଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ):ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୋମବାର ପୂର୍ବାହ୍ନରେ ଇଡ୍‌କୋଠାରେ ଉଦ୍ୟୋଗ ସଂଶୋଧନ ଯୋଜନା(ଏଣ୍ଟରପ୍ରାଇଜ୍‌ ରିସୋର୍ସ ପ୍ଲାନିଂ)ର ସମୀକ୍ଷା କରିଛନ୍ତି । ରାଜ୍ୟରେ ଶିଳ୍ପ ଉନ୍ନୟନ ସଂସ୍ଥା(ଇଡ୍‌କୋ) ଦ୍ବାରା...

୧୫ ସ୍ଥାନରେ ଦେଶର ୬୦% କରୋନା ରୋଗୀ

ନୂଆଦିଲ୍ଲୀ,୨୯ା୪: ଦିଲ୍ଲୀ ଓ ମୁମ୍ବାଇ ସମେତ ୧୫ ସ୍ଥାନରେ ଦେଶର ୬୦ ପ୍ରତିଶତ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ନୀତି ଆୟୋଗର ତଥ୍ୟରେ ଏହା ଦର୍ଶାଯାଇଛି।...

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭।୯(ବ୍ୟୁରେ): ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ରେ ଭୁବନେଶ୍ୱରର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ...

ହାତ ଗଢା ମାଟି ପାତ୍ରରେ ଜାପାନୀ ଛିଟା

ଭୁବନେଶ୍ୱର, ୧୧।୪ (ବ୍ୟୁରୋ)ରାକୁ ଚା’ ପାତ୍ରକୁ ଜଣେ ସୁପ୍ରସିଦ୍ଧ ଜାପାନୀ କଳାକାର ‘ତନକା ଚୋଜିରୋ’ ଷୋଡଶ ଶତାବ୍ଦୀରେ ଆରମ୍ଭ କରିଥିଲେ। ଚୋଜିରୋ ସେ ସମୟର ରାଜା...

ଭିମସାରରେ ୪ ନମୂନା ନେଗେଟିଭ୍‌

ସମ୍ବଲପୁର,୪।୪(ବ୍ୟୁରୋ): ବୁର୍ଲା ଭିମସାରେ ଭର୍ତ୍ତି ହୋଇଥିବା ୪ସନ୍ଦିଗ୍ଧଙ୍କ ରକ୍ତ ନମୂନା ପରୀକ୍ଷା ରିପୋର୍ଟ ଶନିବାର ଆସିଛି। ସମସ୍ତ ରିପୋର୍ଟ ନେଗେଟିଭ୍‌ ଆସିଥିବା ଜଣାପଡ଼ିଛି। ୪ସନ୍ଦିଗ୍ଧଙ୍କ ମଧ୍ୟରୁ...

ଜାନୁୟାରୀର ସବୁ ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ପୁଷ୍ପ ଉଦ୍ୟାନ

ଭୁବନେଶ୍ୱର,୧ା୧(ବ୍ୟୁରୋ): ଜାନୁୟାରୀ ୨୦୨୩ର ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଚଳିତ ମାସରେ ରବିବାର...

ନବବିବାହିତାଙ୍କ ଆତ୍ମହତ୍ୟା: ଯୌତୁକ ଯୋଗୁ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ବାପା

ଭବାନୀପାଟଣା, ୬।୭(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଢ଼ା ଗ୍ରାମର ଜନୈକା ନବବିବାହିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାବିତ୍ରୀ ରଣା।...

Advertisement
Archives

Model This Week