ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୩୦ କରୋନା ଆକ୍ରାନ୍ତ

ଭୁବନେଶ୍ବର,୨୮।୨(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୪୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଏଯାଏ ମୋଟ ୧୨ ଲକ୍ଷ ୭୩ ହଜାର ୭୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୮୯ ଜଣ ସୁସ୍ଥ ହୋଇଛନ୍ତି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ, ମୋଟ୍‌ ୧୩ ସୁସ୍ଥ

ଭୁବନେଶ୍ୱର,୧୩ା୪(ବ୍ୟୁରୋ) : ରାଜ୍ୟବାସୀଙ୍କ ପାଇଁ ଏକ ପୁଣି ଏକ ଖୁସି ଖବର ଆସିଛି। କଳାହାଣ୍ଡିରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଏବେ ସୁସ୍ଥ ହୋଇଛନ୍ତି। ଏନେଇ...

ଖାନ୍‌ନଗରରେ ନିର୍ମାଣ ହେବ ବିଶ୍ୱସ୍ତରୀୟ ‘ନେତାଜୀ ବସ୍‌ ଟର୍ମିନାଲ’: ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଖାନ୍‌ନଗର ଅଞ୍ଚଳର ୧୨ ଏକର ପରିମିତ ଜମିରେ ନିର୍ମାଣ...

ଆଜିଠୁ ବର୍ଷା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ଆଜି ରାଜ୍ୟରେ କିଛି ସ୍ଥାନରେ ବିଜୁଳି, ଘଡଘଡି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୁନ୍ଦରଗଡ଼,...

ଓଡ଼ିଶାରେ ବନ୍ଦର କରିବ ବିହାର

ଭୁବନେଶ୍ୱର,୩ା୩(ବ୍ୟୁରୋ): ଓଡ଼ିଶା ଉପକୂଳରେ ବିହାର ସରକାର ଏକ ବନ୍ଦର ନିର୍ମାଣ କରିବାକୁ ଚାହୁଁଛନ୍ତି। ଏ ସମ୍ପର୍କିତ ଏକ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା କରିବାକୁ ବିହାର ସରକାରଙ୍କ...

ପଦ୍ମପୁର ଉପନିର୍ବାଚନ: ଚାଲିଛି ଭୋଟ ଗଣତି

ପଦ୍ମପୁର, ୮।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଦ୍ମପୁର ଆର୍‌ଏମ୍‌ସି...

ରାଜ୍ୟରେ ୨୬ ଜିଲାରୁ ୩୦୩ କରୋନା ପଜିଟିଭ୍‌ ଚିହ୍ନଟ, ୪ ମୃତ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ରବିବାର ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ପୁରୀ ଜିଲାର ୧୨୩ କେନ୍ଦ୍ରରେ ପରୀକ୍ଷା ଦେଲେ ୨୨୪୭୮ ଛାତ୍ରୀଛାତ୍ର

ପୁରୀ ଅଫିସ, ୧୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଚଳିତବର୍ଷ ପୁରୀ ଜିଲାର ୧୨୩ କେନ୍ଦ୍ରରେ...

ନିର୍ବାଚିତ ସରକାରଙ୍କୁ କାମ କରିବାକୁ ଦିଆଯାଉ, ମହିଳା ସଂରକ୍ଷଣ ନ କଲେ ଇତିହାସ କ୍ଷମା ଦେବନି : ନବୀନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଶନିବାର ନୀତି ଆୟୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ନିର୍ବାଚିତ ସରକାରଙ୍କୁ କାମ କରିବାକୁ ଦିଆଯାଉ ବୋଲି...

Advertisement
Archives

Model This Week