Posted inଜାତୀୟ

ରିଲିଜ ହେବ ନାହିଁ ମମତାଙ୍କ ବାୟୋପିକ୍‌: ନିର୍ବାଚନ ଆୟୋଗ ଲଗାଇଲେ କଟକଣା

ମୁମ୍ବାଇ,୨।୫: ପଶ୍ଚିମ ବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ଜୀବନି ଉପରେ ଆଧାରିତ ହୋଇଥିବା ଫିଲ୍ମ ‘ବାଘିନି’ର ରିଲିଜ ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ ଆୟୋଗ। ନିର୍ବାଚନ ଆଚାର ସଂହିତା ଲାଗୁ ରହିଥିବା ପର୍ଯ୍ୟନ୍ତ ଫିଲ୍ମକୁ ରିଲିଜ କରାଯିବ ନାହିଁ ବୋଲି ନିର୍ବାଚନ ଆୟାଗ ପ୍ରଯୋଜକଙ୍କୁ କହିଛନ୍ତି। ଅପରପକ୍ଷରେ ଏହି ଫିଲ୍ମ ମେ ୩କୁ ପରଦାକୁ ଆସିବାକୁ ଥିବା ବେଳେ ପୂର୍ବରୁ ଏହାର ଟ୍ରେଲର ରିଲିଜ ଉପରେ ବି କଟକଣା ଲଗାଯାଇଥିଲା।


All Right Reserved By Dharitri.Com

ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଦେଶର କରୁଛନ୍ତି ବିଭାଜନ: ଜାଭେଦ୍‌ ଅଖତର

ପାଟନା,୨୮।୪: ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଭାଜପାରେ ରହି ଦେଶରେ ସାମ୍ପ୍ରଦାୟିକ ବିଦ୍ୱେଷ ସୃଷ୍ଟି କରିବା ସହିତ ବିଭାଜନ...

ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଲେଣି ମୋଦି-ଶାହ ଯୋଡି

ପୁଣେ,୭।୧୦: ଗତ ଲୋକ ସଭା ନିର୍ବାଚନରେ ବହୁମତରେ ବିଜୟ ଲାଭ କରିଥିବା ଭାଜପା ସରକାର ଏବେ ପ୍ରଥମ ପରୀକ୍ଷା ଦେବାକୁ ପ୍ରସ୍ତୁତ ହୋଇଥିବା ଆଲୋଚନା ହେଉଛି।...

ବିବାଦ ସତ୍ତ୍ୱେ ବିଜୟୀ

ନୂଆଦିଲ୍ଲୀ,୨୫ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଭାଜପା ପ୍ରାର୍ଥୀ ପ୍ରଜ୍ଞାସିଂ ଠାକୁର ଏବଂ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌...

ମୋଦି-ଶାହ ଯୋଡ଼ି ପୁଣି ସଫଳ: ବାଉନ୍ସରରେ ପ୍ରତିପକ୍ଷ ବୋଲ୍ଡ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପୁଣିଥରେ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଯୋଡି ସଫଳ ହୋଇଛି। ମୋଦି ଏବଂ...

୨୯ ଥର ନିର୍ବାଚନ ଲଢିଥିବା ଭାଜପାର ଯୁବ ଅଧ୍ୟକ୍ଷ ଗୋଟିଏ ଥର ବି ହାରିନାହାଁନ୍ତି

ନୂଆଦିଲ୍ଲୀ,୨୭।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ୫୦ ବର୍ଷ ବୟସରେ ଦଳର ଅଧ୍ୟକ୍ଷ ପଦ ସମ୍ଭାଳି ଥିବାରୁ ତାଙ୍କୁ ସବୁଠାରୁ ଯୁବ ଅଧ୍ୟକ୍ଷ ବୋଲି କୁହାଯାଏ।...

କମାଣ୍ଡରଙ୍କୁ ସାଲ୍ୟୁଟ୍‌ କଲା ସେନା କୁକୁର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଶ୍ରୀନଗର,୧୪।୧୨: ଏବେ ସୋସିଆଲ୍‌ ମିଡ଼ିଆରେ ଭାରତୀୟ ସେନାରେ ନିୟୋଜିତ ଥିବା କୁକୁର ମିନାକାର ଫଟୋ ଭାଇରାଲ ହେବାରେ ଲାଗିଛି। ଫଟୋଟି ଜୁଲାଇ ୧ ଅମରନାଥ ଯାତ୍ରା...

ମନ୍ଦିରର ଦାନ ଅର୍ଥରେ ସରକାରୀ ହସ୍ପିଟାଲର ରୋଗୀଙ୍କୁ ଦିଆଯାଏ ୨ ବେଳା ଖାଦ୍ୟ

ମନ୍ଦିର କହିଲେ ବୁଝାଏ ଦାନ ଦକ୍ଷିଣା, ପୂଜାପାଠ ଆଦିକୁ। ହେଲେ ମହାରାଷ୍ଟ୍ର ପୁଣେର ଦଗଡୁ ସେଠ ହଲଓ୍ବାଇ ଗଣେଶ ମନ୍ଦିର ସବୁଠାରୁ ନିଆରା। କାରଣ ଭକ୍ତଙ୍କ...

ପରଲୋକରେ ଅମର୍ତ୍ତ୍ୟ ସେନ୍‌ଙ୍କ ସ୍ତ୍ରୀ ନବନୀତା: ଶୋକ ପ୍ରକାଶ କଲେ ମମତା ବାନାର୍ଜୀ

କୋଲକାତା,୮।୧୧:ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍‌ଙ୍କ ସ୍ତ୍ରୀ ନବନୀତା ଦେବ ସେନ୍‌ଙ୍କ ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କ...

Leave a comment

Your email address will not be published. Required fields are marked *