Posted inଜାତୀୟ

ଭାରତରେ ୪୧ ହଜାର ପାକିସ୍ତାନୀ

ନୂଆଦିଲ୍ଲୀ, ୧୭ା୭(ପି.ଟି.): ଭାରତରେ ୪୧,୩୩୧ ପାକିସ୍ତାନୀ ଓ ୪,୧୯୩ ଆଫଗାନିସ୍ତାନ ନାଗରିକ ଦୀର୍ଘଦିନ ହେବ ରହିଆସୁଛନ୍ତି ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ ସଭାରେ ପ୍ରକାଶ କରିଛନ୍ତି। ଏହି ଦୁଇ ଦେଶରେ ଅସୁବିଧାର ସମ୍ମୁଖୀନ ହେଉଥିବା ୬ଟି ସଂଖ୍ୟାଲଘୁ ଧାର୍ମିକ ସମ୍ପ୍ରଦାୟର ଅଧିବାସୀ ଭିଜା ଜରିଆରେ ଭାରତରେ ରହିଆସୁଥିବା ସେ କହିଛନ୍ତି। ସେହିଭଳି ଆସାମରେ ୧.୧୭ ଲକ୍ଷ ଲୋକଙ୍କୁ ମାର୍ଚ୍ଚ ସୁଦ୍ଧା ଟ୍ରିବ୍ୟୁନାଲ ବିଦେଶୀ ଘୋଷଣା କରିଥିବା ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜି. କିଷନ ରେଡ୍ଡୀ କହିଛନ୍ତି।


All Right Reserved By

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ପ୍ରଥମ ରୋବଟିକ୍‌ ହ୍ୟାଣ୍ଡ

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ପ୍ରଥମ ରୋବଟିକ୍‌ ହ୍ୟାଣ୍ଡ କାନପୁର: ଆଇଆଇଟି କାନପୁରର ବୈଜ୍ଞାନିକମାନେ ବିଶ୍ୱର ପ୍ରଥମ ରୋବଟିକ ହ୍ୟାଣ୍ଡ୍‌ ବିକାଶ କରିଛନ୍ତି । ଷ୍ଟ୍ରୋକ୍‌...

ଟଙ୍କାଏରେ ହେବ ଅନ୍ତିମ ସଂସ୍କାର

ହାଇଦ୍ରାବାଦ୍‌,୨୨।୫: ପୂର୍ବରୁ ଟଙ୍କାଏରେ ଖାଦ୍ୟ ଯୋଜନା ଆରମ୍ଭ ହୋଇଥିଲା। ତେବେ ଏବେ ତେଲେଙ୍ଗାନାର କରିମ୍‌ନଗର ନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ଏକ ନିଆରା ଯୋଜନା।...

ତେଲେଙ୍ଗାନାରେ ମହିଳା ପୋଲିସଙ୍କୁ ପିଟିଲେ ଟିଆର୍‌ଏସ୍‌ କର୍ମୀ

ହାଇଦ୍ରାବାଦ,୩୦।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର କର୍ମୀ ଆସିଫାବାଦ ଜିଲାରେ ବୃକ୍ଷରୋପଣ ପାଇଁ ପହଞ୍ଚିଥିବା ପୋଲିସ ଓ ବନ କର୍ମଚାରୀଙ୍କୁ ଖୁବ୍‌ ପିଟିଛନ୍ତି। ଏହି ସମୟରେ ଟ୍ରାକ୍ଟର...

ସବୁ ନିର୍ବାଚନ ଏକାକୀ ଲଢ଼ିବୁ: ମାୟାବତୀ

ନୂଆଦିଲ୍ଲୀ, ୨୫।୬: ଛୋଟ ହେଉ କି ବଡ଼, ଏଥର ସବୁ ନିର୍ବାଚନ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏକାକୀ ଲଢ଼ିବ ବୋଲି ଏହାର ସୁପ୍ରିମୋ ମାୟାବତୀ...

ଭାରତରେ ବୁର୍ଖା ନିଷେଧ ପାଇଁ ଦାବି କଲା ଶିବସେନା

ମୁମ୍ବାଇ,୧।୫: ଶିବସେନା ଭାରତରେ ବୁର୍ଖା ପିନ୍ଧିବା ଉପରେ କଟକଣା ଜାରି କରିବାକୁ ଦାବି କରିଛି। ଶ୍ରୀଲଙ୍କାରେ ସୁରକ୍ଷା ଦୃଷ୍ଟିରୁ ଏପରି କରାଯାଇଥିବାବେଳେ ଭାରତ ମଧ୍ୟ ଏହା...

ପିସିଏସ୍‌ ପରୀକ୍ଷାର ପ୍ରଥମ ଦୁଇ ସ୍ଥାନରେ ରହିଲେ ସ୍ତ୍ରୀ,ସ୍ବାମୀ: ସରକାରୀ ଚାକିରି ଛାଡି କରୁଥିଲେ ପ୍ରସ୍ତୁତି

ରାୟପୁର, ୨୪।୭: ଛତିଶଗଡ ଲୋକସେବା ଆୟୋଗ(ପିସିଏସ୍‌) ପରୀକ୍ଷାରେ ସ୍ତ୍ରୀସ୍ବାମୀ ପ୍ରଥମ ଦୁଇ ସ୍ଥାନରେ ରହି ଇତିହାସ ରଚିଛନ୍ତି। ଏହି ପରୀକ୍ଷାରେ ସ୍ମାମୀ ପ୍ରଥମ ସ୍ଥାନ ହାସଲ...

ହେଲିକେପ୍ଟରରେ ୟଦୁରୁପ୍ପା ଯାଉଥିବା ବେଳେ ଇସିଙ୍କ ଚଢ଼ାଉ

ଶିଭମ୍‌ଗଗା,୧୬।୪: ଲୋକ ସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ସବୁ ସ୍ଥାନରେ ଅଚାନକ ଚଢ଼ାଉ କରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଏହି କ୍ରମରେ ମଙ୍ଗଳବାର...

ଫ୍ରାନ୍ସ୍‌-ସୌଦି-ବାହାରିନ୍‌ ଗସ୍ତରେ ମୋଦି: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଫ୍ରାନ୍ସ୍‌-ସୌଦି-ବାହାରିନ୍‌ ଗସ୍ତରେ ଯାଇଛନ୍ତି। ସେ ପ୍ରଥମେ ଫ୍ରାନ୍ସ ଗସ୍ତ କରିବେ। ଏହା ପରେ ସୌଦି ଏବଂ ବାହାରିନ୍‌ ଗସ୍ତରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *