ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ: ସାବିତ୍ରୀଙ୍କୁ ଭୋଟ ଦେବାକୁ ନିବେଦନ 

କେନ୍ଦ୍ରାପଡ଼ା ଅଫିସ,୧୭।୭: ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥିନୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ନିର୍ବାଚନ ପ୍ରଚାରକୁ ବୁଧବାର ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୦ଟାରେ ମୁଖ୍ୟମନ୍ତ୍ରୀ ଡେରାବିଶ ବ୍ଲକ ବାରିମୂଳ ହେଲିପ୍ୟାଡ୍‌ରେ ଓହ୍ଲାଇ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ସାବିତ୍ରୀଙ୍କୁ ଭୋଟ ଦେବା ପାଇଁ ସେ ନିବେଦନ କରିଛନ୍ତି। ଏହା ପରେ ମୁଖ୍ୟମନ୍ତ୍ରୀ ଡେରାବିଶ, ଗରଦପୁର ଓ ମାର୍ଶାଘାଇ ବ୍ଲକ ଅଞ୍ଚଳର ୫୧ଟି ପଞ୍ଚାୟତରେ ରୋଡ ଶୋ’ କରି ନିର୍ବାଚନୀ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।


All Right Reserved By Dharitri.Com

ଗଁ। ବାସୀକୁ ଘାରୁଛେ ମ୍ୟାଲେରିଆ ଭଏ

ଲୋଇସିଂହା,୯।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କର୍ଲିପାଟ ଗଁା ଖୁଲି ଅଲପ ବରଷାରେ ବି କାଦୋ ହେଇଯାଉଛେ। ଏନ୍‌ତାଥି ଗଁାବାସୀ ଯିବାଆଏବାରେ ବଡ଼ଭାରି ଅସବିଧାର ସାମନା...

ରଣପଶି ରେଲ୍‌ଓ୍ବେ ଓଭରବ୍ରିଜ୍‌ରେ ଫାଟ: ଦୋଷ ଢାଙ୍କିବାକୁ ପିଚୁ ପ୍ୟାଚ୍‌

ଢେଙ୍କାନାଳ ଅଫିସ,୧୭ା୭-ଢେଙ୍କାନାଳ ସଦର ବ୍ଲକ ରଣପଶି ନିକଟରେ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମିତ ରେଲୱେ ଓଭରବ୍ରିଜରେ ଫାଟ ସୃଷ୍ଟି ହୋଇଛି। ଏହି ଘଟଣା ପଦାକୁ ଆସିବା...

‘ମୋ ବସ’ରୁ ପାଇଥିବା ଟଙ୍କା ଫେରାଇଲେ ଡ୍ରାଇଭର: ସମ୍ବର୍ଦ୍ଧିତ କଲା କ୍ରୁଟ

ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜଧାନୀ ରାସ୍ତାରେ ଟଙ୍କା ଲୁଟିବାକୁ ଲୁଟେରା ଚାହିଁ ରହିଛନ୍ତି। କିଛି ଲୋଭି ମଣିଷ ଅଛନ୍ତି ରାତାରାତି ଧନୀ ହେବାକୁ ଭଗବାନଙ୍କୁ ଡାକିଥାନ୍ତି। ରାସ୍ତାରେ...

ଭୂତକୋଠି ପାଲଟିଛି ଆଦିବାସୀ ବାଳକ ଶିକ୍ଷାଶୌଧ

ଚନ୍ଦ୍ରଗିରି,୪ା୧୦(ଡି.ଏନ.ଏ.)- ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ସୌରା ଉନ୍ନୟନ ସଂସ୍ଥା ଜରିଆରେ ଧାଡିଆମ୍ବ ପଞ୍ଚାୟତର ପଲାବନ୍ଧା ଗାଁରେ ୨୦୧୩-୧୪ ଆର୍ଥିକ ବର୍ଷରେ ଆଦିବାସୀ ଛାତ୍ରଙ୍କ...

ବିପଦ୍‌ ମୁଢ଼େଇ ଦଦ୍‌ରା ଘରେ ରହୁଛନ୍‌ ଅସାହା ଦମ୍ପତି

  ଲାଠୋର, ୨୭ା୮ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ପଁଚେତ୍‌ ସଦର ଗୁଦାମପଡ଼ାରେ ବାସ କରୁଛନ୍‌ ଭଗବାନ ଛତ୍ରିଆ। ପରିବାର କହେଲେ...

ପୂର୍ବାଞ୍ଚଳ ବିମାନବନ୍ଦରଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ପକ୍ଷରୁ ବୁଧବାର ପୂର୍ବ ଭାରତରେ ଥିବା ବିମାନବନ୍ଦରଗୁଡ଼ିକର ଆଞ୍ଚଳିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ବିମାନବନ୍ଦର ସମ୍ମିଳନୀ...

‘କାଳିଆ ଯୋଜନା’ରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀ ଚିହ୍ନଟ: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ ସରିଛି। ଇତିମଧ୍ୟରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ୨୭ ତାରିଖ ସୁଦ୍ଧା...

‘ପିଲାମାନେ ପ୍ରାରମ୍ଭିକ ଶିକ୍ଷାରୁ ଇଂଲିଶ କୁହନ୍ତୁ ବୋଲି ଅଭିଭାବକ ଚାହୁଁଛନ୍ତି’

ରାଜ୍ୟରେ ପ୍ରାଥମିକ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ନେଇ ସରକାରୀସ୍ତରରେ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଉଛି। ତଥାପି ଅଭିଭାବକମାନେ ନିଜ ପିଲାର ଉତ୍ତମ ଭବିଷ୍ୟତ ଗଢିବା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *